ଘର ଶିଢ଼ି ତଳେ କରନ୍ତୁ ନାହିଁ ଏସବୁ, ମଝି ଭାଗରେ…

* ବାସ୍ତୁଶାସ୍ତ୍ର ଅନୁଯାୟୀ, ପ୍ରଭୁ ହନୁମାନ ହେଉଛନ୍ତି ସୁ-ସ୍ବାସ୍ଥ୍ୟର ସ୍ବୀମୀ। ତେଣୁ ଘରେ ପ୍ରଭୁ ହନୁମାନଙ୍କର ଫଟୋ ହେଉ ଅବା ମୂର୍ତ୍ତି ରଖିଲେ ଘର ସଦସ୍ୟଙ୍କର ସ୍ବାସ୍ଥ୍ୟ ଭଲ ରହିଥାଏ ବୋଲି ବିଶ୍ୱାସ କରାଯାଏ।

* ସେହିପରି ଘରେ ଯଦି କାହାର ଦେହ ଅସୁସ୍ଥ ଥାଏ, ତା’ହେଲେ ସିଏ ରହୁଥିବା ରୁମ୍‌ର ଉତ୍ତର-ପୂର୍ବ କୋଣରେ କେତୋଟି କ୍ୟାଣ୍ଡେଲ ଜାଳିଲେ ଶୀଘ୍ର ଦେହ ଭଲ ହୋଇଯାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।

* ଅନ୍ୟପକ୍ଷେ, ଘରର ଠିକ୍‌ ମଝି ଭାଗରେ କେବେ ବି ବିମ୍‌ ରଖିବେ ନାହିଁ। କାରଣ ଏହା ଘର ଲୋକଙ୍କ ଶରୀର ଉପରେ ଅନେକ କୁ-ପ୍ରଭାବ ପକାଇଥାଏ।

* ଘରର ଶିଢ଼ି ତଳେ ଥିବା ଖାଲି ସ୍ଥାନରେ କେବେ ବି ଷ୍ଟୋର ରୁମ୍‌ କିମ୍ବା ବାଥ୍‌ରୁମ୍‌ କରିବେ ନାହିଁ, ଏହା ମଧ୍ୟ ପରିବାର ଲୋକଙ୍କ ପାଇଁ ଆଦୌ ଶୁଭଙ୍କର ନୁହେଁ।

* ଘରର ମଝି ଅଂଶରେ ଅନେକ ଫର୍ନିଚର୍‌ ରଖିବା ଆଦୌ ଠିକ୍‌ ନୁହେଁ। କାରଣ ଏହି ଫର୍ନିଚର ଯୋଗୁ ବେଳେବେଳେ ଘରକୁ ଆସୁଥିବା ସକାରାତ୍ମକ ଶକ୍ତିର ପ୍ରବାହ ବାଧାପ୍ରାପ୍ତ ହୋଇଥାଏ। ଫଳରେ ଏହା ମଧ୍ୟ ସ୍ବାସ୍ଥ୍ୟ ଉପରେ ଅନେକ କୁ-ପ୍ରଭାବ ପକାଇଥାଏ।

* ଶୋଇବା ସମୟରେ ମୁଣ୍ଡ ଦକ୍ଷିଣ ଦିଗକୁ ଏବଂ ଗୋଡ଼ ଉତ୍ତର ଦିଗକୁ ରହିଲେ ଭଲ ନିଦ ହେବା ସହ ଥକ୍କାପଣ ଦୂର ହୋଇଯାଏ ବୋଲି ମାନ୍ୟତା ରହିଛି।

* ଇଣ୍ଡୋର ପ୍ଲାଣ୍ଟ ଲଗାଇବା ଘର ପାଇଁ ଭଲ। କିନ୍ତୁ ଘର ଭିତରେ କାକ୍‌ଟସ୍‌ କିମ୍ବା କଣ୍ଟା ଥିବା କୌଣସି ଗଛ ଲଗାଇବେ ନାହିଁ। ଏହା ଘରର ସଦସ୍ୟଙ୍କ ସ୍ବାସ୍ଥ୍ୟ ଉପରେ ଖରାପ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂତଳ ଜଳରେ ୟୁରାନିୟମ

ଦ୍ରୁତ ସହରୀକରଣ, ଶିଳ୍ପାୟନ ତଥା ସଘନ କୃଷି ସହିତ ତାଳଦେଇ ବଢ଼ି ଚାଲିଛି ସମଗ୍ର ପୃଥିବୀରେ ଜଳ ପ୍ରଦୂଷଣ, ବିଶେଷ କରି ନଦୀ ଜଳ। ଏଣୁ ଅଧିକରୁ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

ଅଜୀର୍ଣ୍ଣ ସମସ୍ୟା ଅଛି କି? ଆପଣାନ୍ତୁ ଏହି ଉପାୟ…

ସାଧାରଣତଃ ଯଦି ଖାଦ୍ୟ ଠିକ୍‌ ଭାବରେ ହଜମ ନ ହେଲା ତେବେ ଅଜୀର୍ଣ୍ଣ ସମସ୍ୟା ଦେଖାଯାଇଥାଏ। ଏହାପଛରେ ମଧ୍ୟ ଆଉ କେତୋଟି କାରଣ ରହିଛି। ଆବଶ୍ୟକତା ଠାରୁ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

ଭାଲେଣ୍ଟାଇନ୍ସ ଡେ’ରେ ସାଥୀଙ୍କୁ ଦେବାକୁ ଭୁଲନ୍ତୁନି ଏସବୁ , ନହଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ ଭାଲେଣ୍ଟାଇନ୍ସ ଡେ’ରେ ଏମିତି କିଛି ଉପହାର ସାଥୀକୁ ଦିଅନ୍ତୁ; ଯାହା ତାଙ୍କୁ ଖୁସି ଦେବା ସହ ତାଙ୍କ ଜୀବନରେ ସୁଖ, ସମୃଦ୍ଧି ବି ଆଣିଦେଉଥିବ……

ଭାଲେଣ୍ଟାଇନ ସପ୍ତାହ, ୪ ରାଶିର ବ୍ୟକ୍ତିଙ୍କ ଜୀବନରେ ପ୍ରେମ…

ଭାଲେଣ୍ଟାଇନ୍ସ ସପ୍ତାହ ଫେବୃଆରୀ ୭ ତାରିଖରୁ ଆରମ୍ଭ ହୋଇଛି ଏବଂ ଫେବୃଆରୀ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଭାଲେଣ୍ଟାଇନ୍ସ ସପ୍ତାହ ପ୍ରେମୀ, ବିବାହିତ ଦମ୍ପତି ଏବଂ ଅବିବାହିତମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri