ଭୁଲ୍‌ରେ ବି କରୁନ୍ତୁ ନାହିଁ ଏହି ୩ ଆପ ଡାଉନଲୋଡ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ବର୍ଷ ଆରମ୍ଭରୁ ସାଇବର ଲୁଟେରା ଫୁଲ ଆକ୍ଟିଭ ଅଛନ୍ତି। ଚଳିତ ମାସରେ ଭୁବନେଶ୍ୱରରେ ୟୁପିଆଇ ସମ୍ବନ୍ଧୀୟ ସାଇବର ଠକେଇ ଅଧିକ ହୋଇଛି। ତେଣୁ କାହା କଥାରେ ପଡ଼ି କୌଣସି ମୋବାଇଲ ଆପ ଡାଉନ୍‌ଲୋଡ କରନ୍ତୁ ନାହିଁ। ଯେକୌଣସି ଆପ ଡାଉନ୍‌ଲୋଡ କରିବା ପୂର୍ବରୁ ସତର୍କ ରୁହନ୍ତୁ ବୋଲି ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ ସୂଚାଇ ଦେଇଛନ୍ତି।
ସୂଚନାଯୋଗ୍ୟ, ଗୁଗୁଲ ପେ, ଫୋନ ପେ, ପେଟିଏମ୍‌ ଭଳି ମୋବାଇଲ ପେମେଣ୍ଟ ମାଧ୍ୟମରେ ଲୋକେ ସାଇବର ଠକେଇର ଶିକାର ହୋଇଥିବା ଜାନୁୟାରୀ ମାସ ତଥ୍ୟରୁ ଜଣାପଡିଛି। ପ୍ରାୟ ୧୦୦ରୁ ଅଧିକ ୟୁପିଆଇରେ ଠକେଇ ହୋଇଥିବା ମମଲା ହୋଇଛି । ତେବେ ସାଇବର ଲୁଟେରା ମୁଖ୍ୟତ ଲୁଟ ପୂର୍ବରୁ ତିନୋଟି ଆପ ଡାଉନଲୋଡ କରିବାକୁ ପରାମର୍ଶ ଦେଉଛନ୍ତି। ତେଣୁ କାହା କଥାରେ ପଡି ଏନି ଡେସ୍କ, କୁଇକ ସପୋର୍ଟ, ଟିମ ଭ୍ୟୁୟର ଭଳି ଅଜଣା ଆପ୍ଲିକେଶନ ଡାଉନଲୋଡ୍‌ କରନ୍ତୁ ନାହିଁ। ଏହାକୁ ଡାଉନଲୋଡ କଲେ ଅପର ପାର୍ଶ୍ୱରେ ଥିବା ବ୍ୟକ୍ତି ଆପଣଙ୍କ ମେସେଜ ଦେଖିପାରିବ ଏବଂ ଓଟିପି ଆସେସ କରିପାରିବ । ତେଣୁ ଯେକୌଣସି ଆପ ଡାଉନଲୋଡ୍‌ କରିବା ପୂର୍ବରୁ ସତର୍କ ରୁହନ୍ତୁ ବୋଲି ଡିସିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂକ୍ରମିତ ହେଲେ ୭ ଦିନ ମିଳିବ ଛୁଟି

ଭୁବନେଶ୍ୱର,୨।୨(ବ୍ୟୁରୋ)-କୋଭିଡ୍‌-୧୯ ସଂକ୍ରମିତ ହେଲେ ସରକାରୀ କର୍ମଚାରୀଙ୍କୁ ୭ଦିନ ଛୁଟି ମିଳିବ। ଏହାଠାରୁ କର୍ମଚାରୀମାନେ ଯଦି ଅଧିକ ଦିନ ରହିବେ ତେବେ ସେମାନଙ୍କୁ ମେଡିକାଲ ସାର୍ଟିଫିକେଟ ଆଣିବାକୁ...

ଚାଲିଥିଲା କଂଗ୍ରେସ କର୍ମୀ ସମ୍ମିଳନୀ: ବିନ୍ଧିଲା ମହୁମାଛି

କୁଆଁରମୁଣ୍ଡା,୪।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିକଟସ୍ଥ ଡାଇରେକ୍‌ଟର୍ସ ବଙ୍ଗଳାରେ ବୁଧବାର କଂଗ୍ରେସ କର୍ମୀ ସମ୍ମିଳନୀ ଆୟୋଜନ ହୋଇଥିଲା। ଏହି ସମୟରେ ନିକଟ ଜଙ୍ଗଲରୁ ମହୁମାଛି ଉଡ଼ିଆସି...

ରାଜ୍ୟରୁ ସୁସ୍ଥ ହେଲେ ୩୨୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ଏହାକୁ ମିଶାଇ ରାଜ୍ୟରେ ୧୨,୮୧,୮୬୬ ଜଣ ସୁସ୍ଥ ହୋଇସାରିଲେଣି।...

ପୁଓର ଚିକିଛା ଲାଗି ବାପ୍‌ ବାରଦୁଆର ଘଟନା:ସାହାଯ୍‌ ଲାଗି କଥା ଦେଲେ ବିଧାୟିକା

  ଅତାବିରା, ୧୭।୮ (ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ଚାବିରିପାଲିର ମୂଲ ବାସିନ୍‌ଦା ରାମ ଜାଲକଁର ପୁଓ ଶଙ୍କର ଜାଲ(୮)। ଜନ୍‌ମୁ ଶଙ୍କରର ମଲଦୁଆର...

ରାଜ୍ୟରେ ସୁସ୍ଥହେଲେ ୨୪୮୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧।୨(ବ୍ୟୁରୋ): ରାଜ୍ୟରେ ଗୋଟିଏ ପଟେ ଦୈନିକ କରୋନା ସଂକ୍ରମଣ ଗ୍ରାଫ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାର ବୃଦ୍ଧିପାଉଛି। ଶୁକ୍ରବାର ରାଜ୍ୟରେ ୨୪୮୩ ଜଣ କରୋନା...

ୟୁଜିସି-ଏନ୍‌ଇଟି ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨।୧୦(ବ୍ୟୁରୋ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ୟୁଜିସି-ଏନ୍‌ଇଟି ଡିସେମ୍ବର-୨୦୨୦ ଓ ଜୁନ୍‌-୨୦୨୧ ସେସନ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ପୂର୍ବରୁ ଏହି ପରୀକ୍ଷା ଯଥାକ୍ରମେ...

ବାହା ହେବାକୁ ଚାଲିଲେ ୨୮ କିଲୋମିଟର

ରାୟଗଡ଼ା,୧୭ା୩(ସ୍ବ.ପ୍ର.): ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ପାଇଁ ଲୋକେ ନାନା ହଇରାଣ ହରକତ ହେଉଛନ୍ତି। ଏପରିକି ବସ୍‌ ଚଳାଚଳ ବନ୍ଦ ରହିଥିବାରୁ ବରଯାତ୍ରୀଙ୍କୁ ନେଇ ବର...

ପୋଷ୍ଟର ମୁକ୍ତ ହେବ ରାଜଧାନୀ ଭୁବନେଶ୍ୱର

ଭୁବନେଶ୍ୱର,୨୦।୭(ବ୍ୟୁରୋ): ଏଣିକି ରାଜଧାନୀ ରାସ୍ତାପାର୍ଶ୍ୱ କାନ୍ଥରେ ପୋଷ୍ଟର ଲଗାଇବା ମନା। ଯଦି କେହି ଏପରି କରେ ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ...

Advertisement
Archives

Model This Week