ଭୁଲ୍‌ରେ ବି ଖାଲିପେଟରେ ଖାଆନ୍ତୁ ନାହିଁ ଏହି ୫ ଜିନିଷ

ସୁସ୍ଥ ରହିବାକୁ ହେଲେ ଆମକୁ ଅନେକ ପ୍ରକାରର ସତର୍କତା ଅବଲମ୍ବନ କରିବାକୁ ପଡ଼ିବ। ଉପଯୁକ୍ତ ଖାଦ୍ୟ, ବ୍ୟାୟାମ, ଭଲ ନିଦ ଏବଂ ଜଙ୍କ୍‌ଫୁଡ୍‌ ଠାରୁ ଦୂରରେ ରହିବା ବହୁତ ଭଲ। ଠିକ୍‌ ସମୟରେ ସଠିକ୍‌ ଖାଦ୍ୟ ଖାଇବା ମଧ୍ୟ ଜରୁରୀ ଅଟେ। ବିଶେଷକରି କିଛି ଖାଦ୍ୟପଦାର୍ଥ ରହିଛି ଯାହାକୁ ଆଦୌ ଖାଲି ପେଟରେ ଖାଇବା ଉଚିତ୍‌ ନୁହେଁ ବୋଲି ଆୟୁର୍ବେଦ ଶାସ୍ତ୍ରରେ ଉଲ୍ଲେଖ ରହିଛି। ଜାଣନ୍ତୁ ଏ ସମ୍ପର୍କରେ…

ଚା କିମ୍ବା କଫି:
ପ୍ରାୟତଃ ଲୋକମାନେ ଚା କିମ୍ବା କଫି ସହିତ ସକାଳ ଆରମ୍ଭ କରିବାକୁ ପସନ୍ଦ କରନ୍ତି। କିନ୍ତୁ ଖାଲି ପେଟରେ ଚା’ କିମ୍ବା ଖଫି ପିଇବା ଦ୍ୱାରା  ଏସିଡିଟି ସମସ୍ୟା ଦେଖା ଦେଇଥାଏ। ତେଣୁ ଚା କିମ୍ବା କଫି ପିଇବା ସମୟରେ ସର୍ବଦା ରୁଟି ଏବଂ ବିସ୍କୁଟ ଖାଆନ୍ତୁ, ଏହା ଆପଣଙ୍କ ପେଟକୁ ଠିକ୍‌ ରଖିବ।

ମସଲାଯୁକ୍ତ ଖାଦ୍ୟ:
ଖାଲି ପେଟରେ ମସଲାଯୁକ୍ତ ଖାଦ୍ୟ ଖାଇବା ଦ୍ୱାରା ପେଟରେ ସମସ୍ୟା ହୋଇପାରେ। ଏଥିଯୋଗୁ ଅମ୍ଳତା କିମ୍ବା ଯନ୍ତ୍ରଣା ଆରମ୍ଭ ହୋଇଥାଏ। ମସଲାଯୁକ୍ତ ଖାଦ୍ୟର ପେଟରେ ଅଦୃଶ୍ୟତା ସମସ୍ୟା ସୃଷ୍ଟି କରିଥାଏ।

ଦହି:
ଖାଲି ପେଟରେ ଦହି ଖାଇବା ସ୍ବାସ୍ଥ୍ୟପକ୍ଷେ ହାନିକାରକ। କାରଣ ଏହା ପ୍ରବଳ ଥଣ୍ଡା। ତେଣୁ ଖାଲି ପେଟରେ ଦହି ଖାଇବା ମନା।

ଟମାଟୋ :
ଟମାଟୋ ଗରମ। ତେଣୁ ଗରମ ପାଗ କିମ୍ବା ଖାଲି ପେଟରେ ଟମାଟୋ ଖାଇବା ଦ୍ୱାରା ପେଟ ଏବଂ ଛାତିରେ ଜ୍ୱଳନ ହୋଇଥାଏ।

ପିଜୁଳି:
ପିଜୁଳି ପ୍ରାୟ ଲୋକ ଖାଇଥାନ୍ତି। ମାତ୍ର ଧ୍ୟାନ ରଖିବେ ଖାଲିପେଟରେ ପିଜୁଳି ଆଦୌ ଖାଇବା ଉଚିତ୍‌ ନୁହେଁ। କାରଣ ଏହାକୁ ଖାଲି ପେଟରେ ଖାଇଲେ ପେଟ ଦରଜ ହେବାର ଯଥେଷ୍ଟ ସମ୍ଭାବନା ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୩୦ବର୍ଷ ପରେ ବିରଳ ନବପଞ୍ଚମ ମହାଯୋଗ, ଶିନଙ୍କ କୃପାରେ ନୂଆବର୍ଷରେ ଧନୀ ହେବେ ମକର ସହ ଏହି ୨ରାଶି

ନୂଆବର୍ଷ ୨୦୨୬ର ଆରମ୍ଭ ଜ୍ୟୋତିର୍ବିଦମାନଙ୍କ ପାଇଁ ବହୁତ ଖାସ୍ ହବାକୁ ଯାଉଛି । ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପଡୁଥିବା ବେଳେ ଏହାର ପରଦିନ...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉବେଳେ ଅଣ୍ଡାମାଡ଼ କଲା ଯୁବ କଂଗ୍ରେସ

ଭୁବନେଶ୍ୱର,୨୦ା୧୨: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଅଭିଯୋଗରେ ଗର୍ଜନ କରିଛି ଯୁବ କଂଗ୍ରେସ। ରାଜଧାନୀ ଭୁବନେଶ୍ବରରେ ବିକ୍ଷୋଭ ପ୍ରଦର୍ଶନ ସହ ଅଣ୍ଡାମାଡ଼ କରିଛି ଯୁବ...

୧୨ ବର୍ଷ ପରେ ବି ମିଳୁନି ସରକାରୀ ସୁବିଧା, ପ୍ରଶାସନିକ ଅବହେଳାର ଶିକାର ବଳିଆ

ଗଞ୍ଜାମ,୨୦ା୧୨(ଅନାଥ ତରାଇ): ସରକାରୀ ଯୋଜନା କାହା ପାଇଁ? ଯୋଗ୍ୟ ହିତାଧିକାରୀଙ୍କୁ ସୁବିଧା ଯୋଗାଇଦେବା କ୍ଷେତ୍ରରେ ପ୍ରଶାସନିକ ବିଫଳତାର ଏକ ନଗ୍ନଚିତ୍ର ଦେଖିବାକୁ ମିଳିଛି ଗଞ୍ଜାମ ବ୍ଲକ...

ବାଂଲାଦେଶ ହିଂସାକୁ ନେଇ ବଡ଼ ଚେତାବନୀ ଦେଲେ ଶଶି ଥରୁର! କହିଲେ ଏହା ଭାରତ ପାଇଁ…

ନୂଆଦିଲ୍ଲୀ,୨୦।୧୨: ବରିଷ୍ଠ କଂଗ୍ରେସ ନେତା ଏବଂ ବୈଦେଶିକ ବ୍ୟାପାର ସଂସଦୀୟ ସ୍ଥାୟୀ କମିଟିର ଅଧ୍ୟକ୍ଷ ଶଶି ଥରୁର ବାଂଲାଦେଶରେ ବଢୁଥିବା ରାଜନୈତିକ ସଙ୍କଟ ସମ୍ପର୍କରେ କଡ଼ା...

ହୃଦଘାତରେ ଚାଲିଗଲା ଜେନେରାଲ ମ୍ୟାନେଜରଙ୍କ ଜୀବନ: ଖେଳିଗଲା ଶୋକର ଛାୟା

ଦାରିଙ୍ଗବାଡି, ୨୦।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଇକୋ ରିଟ୍ରିଟରେ କାର୍ଯ୍ୟରତ ଜେନେରାଲ ମ୍ୟାନେଜର ସୁମନ୍ତ ସରକାରଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ...

ମୋଦିଙ୍କ କାନରେ ଲାଗିଥିବା ‘White Earring’କୁ ନେଇ ହଇଚଇ, ଜାଣନ୍ତୁ କେଉଁ କାମରେ ଆସେ ଏହି ସିକ୍ରେଟ ଗ୍ୟାଜେଟ

ନୂଆଦିଲ୍ଲୀ,୨୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମ୍ପ୍ରତି ତାଙ୍କ ଓମାନ ଗସ୍ତ ସମୟରେ ଏକ ଅନନ୍ୟ ଗ୍ୟାଜେଟ ପିନ୍ଧିଥିବାର ଦେଖାଯାଇଥିଲା, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା।...

ମରିଗଲା ମାନବିକତା, ବୀମା ଟଙ୍କା ପାଇଁ ଘରେ ସାପ ପୂରାଇ ବାପାକୁ ମାରିଲେ ୪ ପୁଅ

ନୂଆଦିଲ୍ଲୀ, ୨୦।୧୨: ତାମିଲନାଡୁର ଥିରୁବଲୁବରର ଜିଲ୍ଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୋଥାଥୁରପେଟର ନାଲ୍ଲାଥିନିରକୁଲମ ଷ୍ଟ୍ରିଟରେ ରହୁଥିବା ୫୬ ବର୍ଷୀୟ ଗଣେଶନଙ୍କ ସାପ କାମୁଡ଼ିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri