ଭୁଲ୍‌ରେ ବି ଖାଲିପେଟରେ ଖାଆନ୍ତୁ ନାହିଁ ଏହି ୫ ଜିନିଷ

ସୁସ୍ଥ ରହିବାକୁ ହେଲେ ଆମକୁ ଅନେକ ପ୍ରକାରର ସତର୍କତା ଅବଲମ୍ବନ କରିବାକୁ ପଡ଼ିବ। ଉପଯୁକ୍ତ ଖାଦ୍ୟ, ବ୍ୟାୟାମ, ଭଲ ନିଦ ଏବଂ ଜଙ୍କ୍‌ଫୁଡ୍‌ ଠାରୁ ଦୂରରେ ରହିବା ବହୁତ ଭଲ। ଠିକ୍‌ ସମୟରେ ସଠିକ୍‌ ଖାଦ୍ୟ ଖାଇବା ମଧ୍ୟ ଜରୁରୀ ଅଟେ। ବିଶେଷକରି କିଛି ଖାଦ୍ୟପଦାର୍ଥ ରହିଛି ଯାହାକୁ ଆଦୌ ଖାଲି ପେଟରେ ଖାଇବା ଉଚିତ୍‌ ନୁହେଁ ବୋଲି ଆୟୁର୍ବେଦ ଶାସ୍ତ୍ରରେ ଉଲ୍ଲେଖ ରହିଛି। ଜାଣନ୍ତୁ ଏ ସମ୍ପର୍କରେ…

ଚା କିମ୍ବା କଫି:
ପ୍ରାୟତଃ ଲୋକମାନେ ଚା କିମ୍ବା କଫି ସହିତ ସକାଳ ଆରମ୍ଭ କରିବାକୁ ପସନ୍ଦ କରନ୍ତି। କିନ୍ତୁ ଖାଲି ପେଟରେ ଚା’ କିମ୍ବା ଖଫି ପିଇବା ଦ୍ୱାରା  ଏସିଡିଟି ସମସ୍ୟା ଦେଖା ଦେଇଥାଏ। ତେଣୁ ଚା କିମ୍ବା କଫି ପିଇବା ସମୟରେ ସର୍ବଦା ରୁଟି ଏବଂ ବିସ୍କୁଟ ଖାଆନ୍ତୁ, ଏହା ଆପଣଙ୍କ ପେଟକୁ ଠିକ୍‌ ରଖିବ।

ମସଲାଯୁକ୍ତ ଖାଦ୍ୟ:
ଖାଲି ପେଟରେ ମସଲାଯୁକ୍ତ ଖାଦ୍ୟ ଖାଇବା ଦ୍ୱାରା ପେଟରେ ସମସ୍ୟା ହୋଇପାରେ। ଏଥିଯୋଗୁ ଅମ୍ଳତା କିମ୍ବା ଯନ୍ତ୍ରଣା ଆରମ୍ଭ ହୋଇଥାଏ। ମସଲାଯୁକ୍ତ ଖାଦ୍ୟର ପେଟରେ ଅଦୃଶ୍ୟତା ସମସ୍ୟା ସୃଷ୍ଟି କରିଥାଏ।

ଦହି:
ଖାଲି ପେଟରେ ଦହି ଖାଇବା ସ୍ବାସ୍ଥ୍ୟପକ୍ଷେ ହାନିକାରକ। କାରଣ ଏହା ପ୍ରବଳ ଥଣ୍ଡା। ତେଣୁ ଖାଲି ପେଟରେ ଦହି ଖାଇବା ମନା।

ଟମାଟୋ :
ଟମାଟୋ ଗରମ। ତେଣୁ ଗରମ ପାଗ କିମ୍ବା ଖାଲି ପେଟରେ ଟମାଟୋ ଖାଇବା ଦ୍ୱାରା ପେଟ ଏବଂ ଛାତିରେ ଜ୍ୱଳନ ହୋଇଥାଏ।

ପିଜୁଳି:
ପିଜୁଳି ପ୍ରାୟ ଲୋକ ଖାଇଥାନ୍ତି। ମାତ୍ର ଧ୍ୟାନ ରଖିବେ ଖାଲିପେଟରେ ପିଜୁଳି ଆଦୌ ଖାଇବା ଉଚିତ୍‌ ନୁହେଁ। କାରଣ ଏହାକୁ ଖାଲି ପେଟରେ ଖାଇଲେ ପେଟ ଦରଜ ହେବାର ଯଥେଷ୍ଟ ସମ୍ଭାବନା ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

ଗୋଟିଏ ଦିନରେ ଭାରତକୁ ମିଳିଲା ୬ ସ୍ବର୍ଣ୍ଣ ପଦକ

ନିଶିଓ,୨।୧୦: ଏସିଆନ ଗେମ୍ସରେ ଶୁକ୍ରବାର ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଦିନରେ ୬ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ବକ୍ସର ହ୍ୟାଟ୍ରିକ ସ୍ବର୍ଣ୍ଣ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ: ୩ ରାଶି ପାଇଁ ଶୁଭ ସଙ୍କେତ, ପ୍ରବଳ ଧନ ଯୋଗ ସହ ବ୍ୟବସାୟରେ ହେବେ ମାଲାମାଲ

ଭୁବନେଶ୍ୱର: ଶାରଦୀୟ ନବରାତ୍ରି ଚାଲିଥିବା ସମୟରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷ ଦୃଷ୍ଟିରୁ ଏହି ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ୧୭…

Baba Venga Prediction: ଆଗାମୀ ୧୫ ଦିନରେ ୫ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସି ଖବର

ଜ୍ୟୋତିଷ ଏବଂ ଭବିଷ୍ୟବାଣୀରେ ରୁଚି ରଖୁଥିବା ଲୋକଙ୍କ ପାଇଁ ଆଗାମୀ ୧୫ ଦିନ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଲୋକପ୍ରିୟ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଅନୁସାରେ, ଏହି…

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?