ସକାଳେ ଖାଲିପେଟରେ ଭୁଲରେ ବି ଖାଆନ୍ତୁ ନାହିଁ ଏସବୁ,ନଚେତ…

ସକାଳ ଖାଦ୍ୟ ସ୍ବାସ୍ଥ୍ୟ ପାଇଁ ଖୁବ୍‌ ଜରୁରୀ। ସକାଳେ ଆମେ ଯାହା ବି ଖାଉ, ଶରୀର ଉପରେ ତା’ର ସବୁଠୁ ଅଧିକ ପ୍ରଭାବ ପଡିଥାଏ। ତେଣୁ ସକାଳ ଖାଦ୍ୟ ଯେତେ ସନ୍ତୁଳିତ, ପୋଷଣଯୁକ୍ତ ହେବ ସେତେ ଭଲ। କିନ୍ତୁ କେତେକେ ସକାଳେ କଫି/ଚା’ ପିଇବାକୁ ଭଲ ପାଆନ୍ତି। ହେଲେ ସକାଳୁ ଖାଲି ପେଟରେ ଏହାକୁ ପିଇବା ସ୍ବାସ୍ଥ୍ୟପ୍ରଦ ନୁହେଁ। ଯଦି କଫି/ଚା’ ପିଇବା ନିହାତି ଆବଶ୍ୟକ, ତା’ହେଲେ ପ୍ରଥମେ ପାଣି ପିଅନ୍ତୁ। ତା’ପରେ ଏହା ସହିତ ରୁଟି, ପରଟା କିମ୍ବା ବିସ୍କୁଟ୍‌ ଖାଇବାର ଅଭ୍ୟାସ କଲେ ଭଲ ହେବ। ସେହିପରି କେତେକେ ଫିଟ୍‌ନେସ୍‌ କିମ୍ବା ଓ୍ବେଟ୍‌ ଲସ୍‌ ପାଇଁ ସକାଳେ ସାଲାଡ୍‌ ଖାଇଥାନ୍ତି। ଏହା ବି ଶରୀର ପାଇଁ ଆଦୌ ଠିକ୍‌ ନୁହେଁ। କାରଣ ସାଲାଡ୍‌ ଖାଇବାର ସବୁଠୁ ଭଲ ସମୟ ହେଉଛି ଲଞ୍ଚ୍‌ ଟାଇମ୍‌। ଅନ୍ୟପକ୍ଷେ ଏକ ଗବେଷଣାରୁ ଜଣାପଡିଛି, ଗୋଟିଏ ମିଡିୟମ୍‌ ସାଇଜ୍‌ର ସେଓକୁ ଡାଇଜେଷ୍ଟ କରିବା ପାଇଁ ୧/୨ ଘଣ୍ଟା ସମୟ ଲାଗିଥାଏ। ତେଣୁ ସକାଳେ ଖାଲିପେଟରେ ସେଓ ଖାଇବା ଦ୍ୱାରା ହଜମକ୍ରିୟାକୁ ନେଇ ସମସ୍ୟା ଦେଖାଯିବାର ଆଶଙ୍କା ରହିଥାଏ। ଆଉ କେତେକେ ସକାଳେ ଲସି ପିଇବାକୁ ପସନ୍ଦ କରିଥାନ୍ତି। କିନ୍ତୁ ଖାଲିପେଟରେ ଲସି ପିଇଲେ ବି ଶରୀରକୁ କ୍ଷତି ପହଞ୍ଚିଥାଏ। ସେହିପରି ଏମିତି ଅନେକେ ଅଛନ୍ତି, ଯେଉଁମାନେ କି ସକାଳେ ଛଣାଛଣି, ଫାଷ୍ଟଫୁଡ୍‌ ଖାଇବାକୁ ଭଲ ପାଆନ୍ତି; କିନ୍ତୁ ଏହାର କୁପ୍ରଭାବ ସେମାନଙ୍କର ହଜମଶକ୍ତି ଉପରେ ପଡିବା ସହ ଶରୀରର ଓଜନ ବଢାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ଆଜି ରାତି ୧୦:୪୫ରେ ନକ୍ଷତ୍ର ପରିବର୍ତ୍ତନ କରିବେ ବୁଧ, ଏହି ୪ଟି ରାଶିର ଚମକି ଉଠିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଗୋଚର ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଜ୍ୟୋତିଷଙ୍କ ମତ ଅନୁସାରେ, କୌଣସି ବଡ଼ ଗ୍ରହ ନିଜ ସ୍ଥାନ କିମ୍ବା…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?