ଭଲ ବନ୍ଧୁକୁ ବି କୁହନ୍ତୁ ନାହିଁ ଏହି କଥା

ଆଚାର୍ଯ୍ୟ ଚାଣକ୍ୟ ବ୍ୟବସାୟ ସହ ଜଡିତ ଅଧିକାଂଶ କଥା ଅନ୍ୟକୁ କହିବା ଉଚିତ ନୁହେଁ ବୋଲି କହିଛନ୍ତି । କାରଣ ଏହା କରିବା ଦ୍ୱାରା ବ୍ୟବସାୟରେ ବ୍ୟାପକ କ୍ଷତି ହୋଇଥାଏ। ବିଶେଷକରି ସେ ପାଞ୍ଚ ଜଣଙ୍କୁ ବ୍ୟବସାୟ କଥା ବାଣ୍ଟିବାକୁ ବାରଣ କରିଛନ୍ତି। ଜାଣନ୍ତୁ ସେ ସମ୍ପର୍କରେ …

୧. ଚାଣକ୍ୟ କହିଛନ୍ତି ଯେ, ଆପଣଙ୍କର ବ୍ୟବସାୟ ବିଷୟରେ ସମାନ ବ୍ୟବସାୟୀଙ୍କୁ କୁହନ୍ତୁ ନାହିଁ। କାରଣ ଭବିଷ୍ୟତରେ ଏପରି ବ୍ୟକ୍ତି କ୍ଷତିକାରକ ହୋଇଥାନ୍ତି। ସେ କହିଛନ୍ତି, ଏହିପରି ଲୋକ କେବଳ ନାମ ପାଇଁ ସମ୍ପର୍କ ଗଠନ କରନ୍ତି।

୨. ଚାଣକ୍ୟ କହିଛନ୍ତି ଯେ, ଲୋଭୀ ମହିଳାଙ୍କୁ ନିଜ ବ୍ୟବସାୟ ବିଷୟରେ କଦାପି କହିବା ଉଚିତ ନୁହେଁ। କୁହାଯାଏ ଯେ ମହିଳାମାନେ ନିଜ କଥା ଅନ୍ୟମାନଙ୍କୁ କହିବାକୁ ଭଲ ପାଆନ୍ତି। ତେଣୁ ସେମାନଙ୍କୁ କହିବା ଉଚିତ ନୁହେଁ।

୩. ଏଥି ସହିତ,ଚାଣକ୍ୟ ଏହା ମଧ୍ୟ କହିଛନ୍ତି ଯେ, ଯେଉଁମାନେ ଘରେ କିମ୍ବା ଅଫିସରେ ଏକ ଛୋଟ ପୋଷ୍ଟରେ କାମ କରୁଛନ୍ତି, ସେମାନଙ୍କୁ ମଧ୍ୟ ବ୍ୟବସାୟ ବିଷୟରେ ଜଣାନ୍ତୁ ନାହିଁ।

୪. ସେ କହିଛନ୍ତି ଯେ, ଭଲ ବନ୍ଧଙ୍କୁ ମଧ୍ୟ ବ୍ୟବସାୟ ବିଷୟରେ କହିବା କଥା ନୁହେଁ। କାରଣ ଜଣେ ନିରୀହ ବ୍ୟକ୍ତିଙ୍କଠାରୁ ବ୍ୟବସାୟ ସହ ଜଡିତ ସମସ୍ତ ତଥ୍ୟ ସହଜରେ କେହି ନେଇ ପାରିବ।

୫. ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି ଯେ, ଯେଉଁ ମାନଙ୍କର ଇର୍ଷା କରିବାର ଅଭ୍ୟାସ ଅଛି, ସେମାନଙ୍କୁ ମଧ୍ୟ ବ୍ୟବସାୟ ସହ ଜଡିତ କଥା କହିବା ଉଚିତ ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri