ଆଉ ନିର୍ବାଚନ ଲଢ଼ିବିନି: ସୁର

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ଜଟଣୀ ବିଧାୟକ ସୁର ରାଉତରାୟ ଏକ ବଡ଼ ଘୋଷଣା କରିଛନ୍ତି। ସୁର କହିଛନ୍ତି, ମୁଁ ଆଉ ନିର୍ବାଚନ ଲଢ଼ିବିନି। ମୋତେ ୮୦ ବର୍ଷ ହେଲାଣି। ଏଣିକି ମୋ’ ପୁଅ ମନ୍ମଥ ରାଉତରାୟ କଂଗ୍ରେସ ଟିକେଟ୍‌ରେ ଜଟଣୀରୁ ନିର୍ବାଚନ ଲଢ଼ିବ।

ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ଓ ୫-ଟି ସଚିବଙ୍କ ସହ ସୌଜନ୍ୟମୂଳକ ସାକ୍ଷାତକୁ ନେଇ ମଧ୍ୟ ସୁର ମତ ରଖିଛନ୍ତି। ସେ କହିଛନ୍ତି, ମୋ’ ପୁଅ ସିଦ୍ଧାର୍ଥ ପାହାଡ଼ ଚଢ଼ି ରେକର୍ଡ କରିଛି। ତା’ ସଫଳତା ବିଷୟରେ ଜଣାଇବା ପାଇଁ ଯାଇଥିଲି।
ଏହା ଜାଣି ମୁଖ୍ୟମନ୍ତ୍ରୀ ଏବଂ ୫-ଟି ସଚିବ ଖୁସି ହେଲେ। ଅନ୍ୟ କୌଣସି ରାଜନୈତିକ ଚର୍ଚ୍ଚା ହୋଇ ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଳିଦାଗଦାରେ ପୂରିଛି ସିମନବାଡ଼ି, ଯାତାୟାତବେଳେ ନାକ ଟେକୁଛନ୍ତି ପର୍ଯ୍ୟଟକ, ମାସିକ ବୈଠକରେ…

ଦାରିଙ୍ଗବାଡ଼ି,୧୬ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଅନ୍ୟତମ ପର୍ଯ୍ୟଟକଙ୍କ ଯାତାୟାତ ସ୍ଥାନ ସିମନବାଡ଼ି ପଞ୍ଚାୟତ ଅଞ୍ଚଳ ଏବେ କୁଢ଼କୁଢ଼ ଅଳିଆ ଗଦାରେ ପୁତ୍ତିମୟ ଗନ୍ଧରେ ନାକ…

ସାବଧାନ! ଗୋରା ହେବା ଚକ୍କରରେ ନଷ୍ଟ ହୋଇପାରେ ସୌନ୍ଦର୍ଯ୍ୟ, ପାକିସ୍ତାନର ଏହି କ୍ରିମ୍‌କୁ ବ୍ୟାନ୍‌ କଲା ଭାରତ

ନୂଆଦିଲ୍ଲୀ,୧୬ା୯: କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂଗଠନ (CDSCO) ସମ୍ପ୍ରତି ପାକିସ୍ତାନରୁ ଉତ୍ପନ୍ନ ଅନଧିକୃତ କସ୍‌ମେଟିକ ଉତ୍ପାଦ ବିକ୍ରୟ ସମ୍ପର୍କରେ ଏକ ସତର୍କତା ଜାରି କରିଛି। ନୋଟିସ୍‌ରେ…

ପାରିବାରିକ କଳହର କରୁଣ ପରିଣତି, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା, ଘରେ ପଡ଼ିଛି…

ଚାନ୍ଦବାଲି,୧୬ା୯(କିଷାନ ପାତ୍ର): ଏମିତି ଏକ ଦୁଃଖଦ ଘଟଣାକୁ ନେଇ ଚାନ୍ଦବାଲି ଅଞ୍ଚଳରେ ଚାଞ୍ଚଲ୍ୟ ଦେଖାଦେଇଛି। ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ପାଇକିରାପୁର ଗ୍ରାମରେ ପାରିବାରିକ କଳହକୁ…

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?