Posted inଖେଳ

ଅନୁଷ୍କା ଯଦି ମୋ ଜୀବନରେ ଆସି ନ ଥାନ୍ତେ, ତେବେ…

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ପ୍ରାୟ ପ୍ରତ୍ୟେକ ସାକ୍ଷାତକାରରେ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ ପ୍ରଶଂସା କରନ୍ତି। ବିରାଟ ତାଙ୍କ ସଫଳତାରେ ଅନୁଷ୍କାଙ୍କ ଭୂମିକାକୁ ଗୁରୁତ୍ୱପୂର୍ଣ୍ଣ ମନେ କରନ୍ତି। ଏହି ଷ୍ଟାର୍‌ ଦମ୍ପତି ପ୍ରଥମେ ୨୦୧୩ରେ ଏକ ବିଜ୍ଞାପନ ଶୁଟ ସମୟରେ ସାକ୍ଷାତ ହୋଇଥିଲେ ଏବଂ ଏହା ପରେ ସେମାନେ ଡେଟିଂ ଆରମ୍ଭ କରିଥିଲେ। ବିରାଟ-ଅନୁଷ୍କା ଡିସେମ୍ବର୨୦୧୭ରେ ବିବାହ କରିଥିଲେ ଏବଂ ଜାନୁଆରୀ ୨୦୨୧ ରେ ଏକ ଝିଅର ମାତାପିତା ହୋଇଥିଲେ। ଇଂଲଣ୍ଡ ବିପକ୍ଷ ପାଞ୍ଚ ଟେଷ୍ଟ ସିରିଜ ଆରମ୍ଭ ପୂର୍ବରୁ ବିରାଟ କୋହଲି ଅନୁଷ୍କା ଶର୍ମାଙ୍କୁ ପୁଣି ଥରେ ପ୍ରଶଂସା କରିଥିଲେ। ଏକ ସାକ୍ଷାତକାରରେ ବିରାଟ କୋହଲି କହିଛନ୍ତି ଯେ, ଅନୁଷ୍କାଙ୍କ ପରି ଜୀବନସାଥୀ ପାଇ ସେ ବହୁତ ଭାଗ୍ୟବାନ। ଯଦି ମୁଁ ଅନୁଷ୍କା ଶର୍ମାଙ୍କୁ ଭେଟି ନ ଥା’ନ୍ତି, ତେବେ ମୁଁ ଜାଣି ନାହିଁ, ମୁଁ ଆଜି କେଉଁଠାରେ ଥା’ନ୍ତି। ସେ ଜଣେ ବ୍ୟକ୍ତି ଭାବରେ ମୋ ଭିତରେ ସ୍ଥିରତା ଆଣିଛନ୍ତି । ମୋର କ୍ରିକେଟ ଉପରେ ମଧ୍ୟ ଏହାର ପ୍ରଭାବ ରହିଛି। ତାଙ୍କ ପରି ଜୀବନ ସାଥୀ ପାଇ ମୁଁ ଅଧିକ କୃତଜ୍ଞ ଏବଂ ଭାଗ୍ୟବାନ। ସେ ପ୍ରକୃତରେ ମୋର ଭଲ ଅର୍ଦ୍ଧାଙ୍ଗୀନି।
ବିସିସିଆଇ ଏବେ ଖେଳାଳିଙ୍କ ପରିବାର ସଦସ୍ୟଙ୍କୁ ସେମାନଙ୍କ ସହ ଯାତ୍ରା କରିବାକୁ ଅନୁମତି ଦେଇଛି। ଅନୁଷ୍କା ଏବଂ ଝିଅ ଭାମିକା ମଧ୍ୟ ସେମାନଙ୍କ ସହିତ ବ୍ରିଟେନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛଇ। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

ଜି ଉଦୟଗିରି ଆଡପମଣ୍ଡପରେ ଜଗନ୍ନାଥ- ବଳଭଦ୍ରଙ୍କ ରାମ, ବଳରାମ ବେଶ

ଜି ଉଦୟଗିରି ୨୩।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ବୁଧବାର ସନ୍ଧ୍ୟାରେ ଜି ଗୁଣ୍ଡିଚା ମନ୍ଦିରର ଆଡପ ମଣ୍ଡପରେ ଶ୍ରୀ ଜଗନ୍ନାଥଙ୍କୁ ଶ୍ରୀରାମ ବେଶ ଓ…

ଜୀବନ ସହ ସଂଘର୍ଷ କରୁଛନ୍ତି ପିଣ୍ଟୁ: ଚିକିତ୍ସା ପାଇଁ ସହଯୋଗର ହାତ ବଢେଇଲା ବିଜେଡି ପ୍ରତିନିଧି ଦଳ

ଗଞ୍ଜାମ, ୨୩।୭: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ଅରଣ ପୁର ଗ୍ରାମର ଅଭି ତରାଇଙ୍କ ପୁଅ ପିଣ୍ଟୁ ତରାଇ ମସ୍ତିଷ୍କ ରୋଗରେ…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

ଖାଇବାକୁ ପାଉନାହାନ୍ତି ଆମିର ଖାନଙ୍କ ଭାଇ, ସ୍ତ୍ରୀ ଆଣିଲେ ଶାରୀରିକ ଶୋଷଣର ଅଭିଯୋଗ

ନୂଆଦିଲ୍ଲୀ,୨୩।୭: ‘କରିଶ୍ମା କା କରିଶ୍ମା’, ‘ଶରାରତ୍’ ଏବଂ ‘ବଡ଼େ ଅଚ୍ଛେ ଲଗତେ ହୈଁ’ ଭଳି ସୋ’ରେ ନିଜ ଭୂମିକା ପାଇଁ ଜଣାଶୁଣା ଅଭିନେତ୍ରୀ ଇଭା ଗ୍ରୋଭର, ନିକଟରେ…

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri