Posted inଜାତୀୟ

‘ମଥୁରାକୁ ମୁଜାଫରନଗର ହେବାକୁ ଦିଅ ନାହିଁ’

ମଥୁରା,୨୮।୧୨: “କାହାକୁ ତୀର୍ଥଯାତ୍ରୀଙ୍କ ସହରର ଶାନ୍ତି ଭଙ୍ଗ କରିବାକୁ ଦିଅ ନାହିଁ। ଏମାନଙ୍କୁ ଭୋଟ ମିଳୁନାହିଁ। ଏଣୁ ଯେଉଁଠାରେ ଲୋକେ ଶାନ୍ତିରେ ପ୍ରାର୍ଥନା କରୁଛନ୍ତି, ସେଠାକାର ଶାନ୍ତି ଭଙ୍ଗ କରିବାକୁ ଚାହୁଁଛନ୍ତି ସେମାନେ। ମଥୁରାକୁ ମୁଜାଫରନଗର ହେବାକୁ ଦିଅ ନାହିଁ”। ଭାଜପାର ନାମ ପ୍ରକାଶ ନ କରି ଏଭଳି ଶବ୍ଦରେ ସମାଲୋଚନା କରିଛନ୍ତି ଭାରତୀୟ କିଷାନ ୟୁନିଅନର ଜାତୀୟ ପ୍ରବକ୍ତା ରାକେଶ ଟିକାଏତ୍‌।

ଏଭଳି ଦଳର ଜାଲରେ ପଡ଼ ନାହିଁ। ନ ହେଲେ ଅନେକ ଲୋକ ଚାକିରି ହରାଇବେ। ନିଯୁକ୍ତି ସୁଯୋଗ ନ ମିଳିଲେ ମଥୁରାରେ ଦଙ୍ଗା ପରିସ୍ଥିତି ସୃଷ୍ଟି ହେବ ବୋଲି ଟିକାଏତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓସ୍କାର ଜିତିବା ପରେ ଅମିତ ଶାହାଙ୍କୁ ଭେଟିଲେ ଅଭିନେତା

ମୁମ୍ବାଇ,୧୮।୩: ସୁପରହିଟ୍‌ ଫିଲ୍ମ ‘ଆର୍‌ଆର୍‌ଆର୍‌’ ଚଳଚ୍ଚିତ୍ରର ନାଟୁ ନାଟୁ ଗୀତ ଓସ୍କାର ପୁରସ୍କାର ଜିତିବା ପରେ ସାରା ଦେଶରେ ଖୁସିର ଲହରୀ ଖେଳିଯାଇଛି। ଏହି ସମୟରେ...

ନାଥୁରାମଙ୍କୁ ଦେଶଭକ୍ତ କହିବା ଘଟଣା: ପ୍ରିୟଙ୍କା କହିଲେ ‘ହେ ରାମ୍‌’

ନୂଆଦିଲ୍ଲୀ, ୧୭।୫: ମାଲେଗାଁଓ ବିସ୍ଫୋରଣରେ ଅଭିଯୁକ୍ତ ତଥା ଭୋପାଳ ଲୋକସଭା ଆସନର ଭାଜପା ପ୍ରାର୍ଥୀ ସ୍ବାଧୀ ପ୍ରଜ୍ଞା ଠାକୁର ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ...

ଶାହା ବଡ଼ ପଦବୀ ଦେବାର ପ୍ରତିଶ୍ରୁତି ଦେଇଥିଲେ, ଶେଟାର କଂଗ୍ରେସରେ ଯୋଗଦେବା ନେଇ କହିଲେ ବୋମ୍ମାଇ…

ବେଙ୍ଗାଲୁରୁ,୧୭।୪ : କର୍ନାଟକ ବିଧାନସଭା ର୍ନିବାଚନ ପୂର୍ବରୁ ହୁବଲି-ଧରୱାଡ ସେଣ୍ଟ୍ରାଲର ବିଧାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ ଶେଟାର ରବିବାର ତାଙ୍କ ପଦରୁ ଇସ୍ତଫା ଦେଇଥିଲେ।...

ମେ’ ପହିଲାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ରହିବ ଶିରିଡ଼ି ସାଇ ମନ୍ଦିର

ମୁମ୍ବାଇ/ନୂଆଦିଲ୍ଲୀ,୨୭ା୪: ମହାରାଷ୍ଟ୍ରର ଅହମ୍ମଦନଗର-ମନମା ଜାତୀୟ ରାଜମାର୍ଗଥିବା ପ୍ରସିଦ୍ଧ ଶିରିଡ଼ି ସାଇ ବାବାଙ୍କ ମନ୍ଦିର ମେ’ ପହିଲାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଘୋଷଣା...

ରାଜଧାନୀରେ ବଢ଼ୁଛି ମଙ୍କିପକ୍ସ ମାମଲା: ପୁଣି ୩ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୯।୯: କରୋନା ପରେ ଏବେ ରାଜଧାନୀ ଦିଲ୍ଲୀରେ ମଙ୍କିପକ୍ସ କାୟା ମେଲାଇଲାଣି। ଗୁରୁବାର ନୂଆ ୩ଜଣ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦିଲ୍ଲୀରେ...

ଟିଏମସିରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ

କୋଲକାତା,୧୭।୧୨-ପଶ୍ଚିମବଙ୍ଗର ପୂର୍ବତନ ମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଗୁରୁବାର ଟିଏମ୍‌ସିର ସମସ୍ତ ପଦବୀରୁ ଇସ୍ତଫା ଦେଇଛନ୍ତି। ଏ ନେଇ ଶୁଭେନ୍ଦୁ ଟିଏମ୍‌ସି ସୁପ୍ରିମୋ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ...

ଇଦ୍‌ରେ ଆକ୍ରମଣ ଆଶଙ୍କା: ଆଲର୍ଟ ଜାରି କଲା ଗୋଇନ୍ଦା ବ୍ୟୁରୋ

ନୂଆଦିଲ୍ଲୀ/ଶ୍ରୀନଗର,୧୨ା୮,(ପି.ଟି./ଆଇଏଏନ୍‌ଏସ୍‌): ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ଭାରତ ବିରୋଧରେ ବିଷ ଓଗାଳୁଥିବା ପାକିସ୍ତାନ ରଚିଛି...

୬୮ ବର୍ଷରେ ପାଦଦେଲେ ରାଜନାଥ: ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ-ଶାହ ଜଣାଇଲେ ଅଭିନନ୍ଦନ

ନୂଆଦିଲ୍ଲୀ,୧୦।୭: ଭାଜପା ବରିଷ୍ଠ ନେତା ତଥା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବୁଧବାର ୬୮ ବର୍ଷରେ ପାଦଦେଇଛନ୍ତି। ସେ ୧୯୫୧ ଜୁଲାଇ ୧୦ରେ ଉତ୍ତରପ୍ରଦେଶ ଚାନ୍ଦୌଲିଠାରେ...

Advertisement
Archives

Model This Week