Posted inଫୁରସତ

ହାରିବାନି ହରାଇବା

କର୍କଟ ପରି ସ୍ବାସ୍ଥ୍ୟ ସମସ୍ୟାକୁ ଭୟ ନ କରି ଏହା ବିରୋଧରେ ଲଢ଼େଇ ଜାରି ରଖିବା ପାଇଁ ବିଶ୍ୱସ୍ତରରେ ସଚେତନତା ସୃଷ୍ଟି କରାଯାଇଥାଏ। ଏହାକୁ ସ୍ମରଣ କରିବା ପାଇଁ ପ୍ରତିବର୍ଷ ୨୨ ସେପ୍ଟେମ୍ବରରେ ପାଳନ କରାଯାଉଥିବା ବିଶ୍ୱ ରୋଜ ଦିବସ ସମସ୍ତ କର୍କଟ ଆକ୍ରାନ୍ତଙ୍କ ପାଇଁ ଉତ୍ସର୍ଗୀକୃତ। ଏହି ଦିବସ ପାଳନର ଉଦ୍ଦେଶ୍ୟ ହେଉଛି କର୍କଟ ସମସ୍ୟାରେ ହାରିବାନି ବରଂ ଏହାକୁ ହରାଇବା। ଏହି ଦିନ ପାଳନ ମାଧ୍ୟମରେ ଏପରି ଆକ୍ରାନ୍ତଙ୍କ ଜୀବନରେ ସୁଖ ଏବଂ ଭରସା ଆଣିବାକୁ ଲକ୍ଷ୍ୟ ରଖାଯାଇଛି। ସେମାନଙ୍କୁ ମନେପକାଇ ଦେଇଥାଏ ଯେ ସେମାନେ ନିଷ୍ଠା ଏବଂ ସକାରାତ୍ମକ ଭାବନା ମାଧ୍ୟମରେ କର୍କଟ ବିରୋଧରେ ଲଢ଼ି ବିଜୟୀ ହୋଇପାରିବେ।
୧୯୯୬ରେ ମୃତ୍ୟୁବରଣ କରିଥିବା କାନାଡାର ୧୨ ବର୍ଷ ବୟସ୍କ କର୍କଟ ଆକ୍ରାନ୍ତ ମେଲିଣ୍ଡା ରୋଜଙ୍କ ସମ୍ମାନାର୍ଥେ ବିଶ୍ୱ ରୋଜ ଦିବସ ପାଳନ କରାଯାଇଥାଏ। ଡାକ୍ତରମାନେ କହିଥିଲେ ଯେ ସେ କେବଳ କିଛି ସପ୍ତାହ ବଞ୍ଚିବେ, ମେଲିଣ୍ଡା ରୋଜ ତିନିବର୍ଷରୁ ଅଧିକ ସମୟ ଧରି ଲଢ଼େଇ ଜାରି ରଖିଥିଲେ।
ରୋଜ ଦିବସରେ ଲୋକମାନେ କର୍କଟ ଆକ୍ରାନ୍ତ ଏବଂ ସେମାନଙ୍କର ଯତ୍ନ ନେଉଥିବା ବ୍ୟକ୍ତିଙ୍କୁ ଗୋଲାପ, କାର୍ଡ ଏବଂ ଉପହାର ପ୍ରଦାନ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?