ଭୁଲରେ ବି ପ୍ରଥମ ଡେଟ୍‌ରେ କରନ୍ତୁ ନାହିଁ ଏ ଭଳି ଭୁଲ

ସମସ୍ତେ ପ୍ରଥମ ଡେଟ୍‌ରେ ଉତ୍ସାହିତ ଏବଂ ନର୍ଭସ ଥାନ୍ତି। ଏପରି ପରିସ୍ଥିତିରେ, ଝିଅମାନେ ଭାବିଚିନ୍ତି କାମ କରନ୍ତି। ମାତ୍ର ପୁଅମାନେ ଅତ୍ୟଧିକ ଉତ୍ସାହରେ ମୂର୍ଖତା ପ୍ରଦର୍ଶନ କରନ୍ତି । ଯାହା ଦ୍ୱାରା ସମ୍ପର୍କ ଆରମ୍ଭ ହେବା ପୂର୍ବରୁ ଭାଙ୍ଗିଯାଏ। ବହୁତ ସାଧାରଣ ଜିନିଷ ଅଛି ଯାହା ପ୍ରଥମ ଡେଟ୍‌ରେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପ୍ରଥମ ଡେଟ୍‌ରେ ଏସବୁ ଭୁଲ୍‌ କରନ୍ତୁ ନାହି ନଚେତ୍‌ ସମ୍ପର୍କ ଭାଙ୍ଗି ଯିବ।

ପ୍ରଥମ ଡେଟ୍‌ରେ, ମିଛ କହିଲେ ସମର୍କ ଭାଙ୍ଗିଯିବ। କାରଣ କେହି ଚାହାନ୍ତିନି ତାଙ୍କ ପାର୍ଟନର ମିଛ କହୁ।

ପ୍ରଥମ ଡେଟ୍‌ରେ ଏକ ଖୋଲା ପୁସ୍ତକ ହେବାକୁ ଚେଷ୍ଟା କରନ୍ତୁ ନାହିଁ । ସବୁକଥା ପାର୍ଟନରଙ୍କୁ କହିବା ଆବଶ୍ୟକ ନାହିଁ । ଏହା କହିବା ଆବଶ୍ୟକ ନୁହେଁ ଯେ, ପୂର୍ବରୁ କେତେ ବ୍ରେକ୍‌ଅପ ହୋଇଛି। କିମ୍ବା ଆପଣ ପାର୍ଟନରଙ୍କଠାରେ କ’ଣ ପସନ୍ଦ କରୁଛନ୍ତି ।

ପାର୍ଟନରଙ୍କୁ ଅଣଦେଖା କରନ୍ତୁ ନାହିଁ।

ପ୍ରଥମ ଦିନରେ ହାଲୁକା କଥା ହୁଅନ୍ତୁ। ହସ- ଥଟ୍ଟା ସହିତ ଟିକିଏ ଫ୍ଲର୍ଟିଂ ଏହି ଡେଟ୍‌କୁ ସ୍ମରଣୀୟ କରିପାରେ। କିନ୍ତୁ କୌଣସି ବ୍ୟକ୍ତିଗତ ପ୍ରଶ୍ନ ପଚାରନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘୁମୁସରରୁ ଆରମ୍ଭ ହୋଇଥିଲା ପ୍ରଥମ ଆନ୍ଦୋଳନ, ଓଡ଼ିଆ ଭାଷା ଆନ୍ଦୋଳନରୁ ହିଁ…

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଉପରେ ବୁଧବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସହରରେ ଅନେକ କାର୍ଯ୍ୟକ୍ରମ ହୋଇଥିଲା। ସକାଳେ ଉପଜିଲାପାଳ ଉମାଶଙ୍କର ବେହେରା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri