‘ବାପାଙ୍କ ହତ୍ୟାକୁ ନେଇ ରାଜନୀତି ନ କରାଯାଉ, ମୁଖ୍ୟମନ୍ତ୍ରୀଙ୍କ ଉପରେ ଭରସା ଅଛି’

ଭୁବନେଶ୍ୱର,୨୧।୨(ବ୍ୟୁରୋ): ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାକୁ ନେଇ ବିରୋଧୀ ଶାସକ ଦୋଷ ଲଦାଲଦି ହେଉଛନ୍ତି। ଏହି ପ୍ରସଙ୍ଗରେ ନବ ଦାସଙ୍କ ଝିଅ ଦୀପାଳ ପ୍ରତିକ୍ରିୟା ଦେଇ କହିଛନ୍ତି, ବାପାଙ୍କ ହତ୍ୟାକୁ ରାଜନୈତିକ ପ୍ରସଙ୍ଗ ନକରାଯାଉ, ଜଣେ ଜଜ୍‌ଙ୍କ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି। ଏହାସହ ମୁଖ୍ୟମନ୍ତ୍ରୀଙ୍କ ଉପରେ ତାଙ୍କର ଭରସା ଅଛି ବୋଲି ସେ କହିଛନ୍ତି। ତଦନ୍ତ ରିପୋର୍ଟ ବାହାରକୁ ନ ଆସିବା ପର୍ଯ୍ୟନ୍ତ ସେ କିଛି କହି ପାରିବେନି ବୋଲି କହିଛନ୍ତି। ଆଗକୁ ନିର୍ବାଚନ ଲଢ଼ିବେ କି ନାହିଁ ବୋଲି ପଚରାଯିବାରୁ ମୁଖ୍ୟମନ୍ତ୍ରୀ ଯାହା ନିଷ୍ପତ୍ତି ନେବେ ତାକୁ ମାନିବୁ ବୋଲି ଦୀପାଳି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାରିକେଟ୍‌ ମଧ୍ୟରେ ବିଶ୍ୱର ସର୍ବୋଚ୍ଚ ରଥ

କେନ୍ଦୁଝର,୨୩।୬(ସ୍ବ.ପ୍ର.): ବ୍ୟାରିକେଟ୍‌ ମଧ୍ୟରେ ବିଶ୍ୱର ସର୍ବୋଚ୍ଚ ଅର୍ଥାତ କେନ୍ଦୁଝରର ଆରାଧ୍ୟ ପ୍ରଭୁ ଶ୍ରୀ ବଳଦେବ ଜୀଉଙ୍କ ରଥ। ପ୍ରତିବର୍ଷ ରଥଯାତ୍ରାରେ ହଜାର ହଜାର ଭକ୍ତଙ୍କ ସମାଗମ...

୨୩ରେ ଅନୁଗୋଳ-ଭୁବନେଶ୍ୱର ବସ୍‌ ବନ୍ଦ

ଅନୁଗୋଳ ଅଫିସ, ୪।୧୨: କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ସମ୍ପ୍ରସାରଣ ଶେଷ ହେଉନାହିଁ। ଏପରି କି କାର୍ଯ୍ୟ ତ୍ୱରାନ୍ବିତ ହେଉ ନ ଥିବାରୁ ରାସ୍ତା ଶୋଚନୀୟ...

ଓଡ଼ିଶାରେ ୪୦% ବିଦେଶ ଫେରନ୍ତାଙ୍କ ପତ୍ତା ମିଳୁନାହିଁ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ଓମିକ୍ରନ୍‌ ସଂକ୍ରମଣ ବ୍ୟାପିଥିବା ଦେଶରୁ ଓଡ଼ିଶା ଆସିଥିବା ୨୪୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନଭେମ୍ବର ୨୪ ପରେ ଓଡ଼ିଶା ଆସିଥିବା ଲୋକଙ୍କ...

‘ବ୍ରାହ୍ମଣୀ ରାଷ୍ଟ୍ରୀୟ ଜଳମାର୍ଗ ପ୍ରକଳ୍ପ ଆରମ୍ଭ କର’

ଢେଙ୍କାନାଳ ଅଫିସ,୭ା୭ ଢେଙ୍କାନାଳ, ଅନୁଗୋଳ ଓ ଯାଜପୁର ଜିଲା ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀ ହେବ ରାଷ୍ଟ୍ରୀୟ ଜଳମାର୍ଗ। ଏହି ଜଳପଥ ଦେଇ ଦେଶ ବିଦେଶକୁ...

ନନ୍ଦନକାନନରେ ହାତୀ ମୃତ୍ୟୁକୁ ନେଇ ବୈଷୟିକ କମିଟିର ବୈଠକ, ଚିକିତ୍ସା ପଦ୍ଧତିକୁ କଲେ ତର୍ଜମା

ବାରଙ୍ଗ,୨୨।୯(ଡି.ଏନ୍‌.ଏ.): ନନ୍ଦନକାନନରେ ଗତ କିଛିଦିନ ମଧ୍ୟରେ ଲଗାତର ହାତୀ ମୃତ୍ୟୁ ହେଉଥିବାରୁ ଏହାର ମୁଖ୍ୟ କାରଣ ଖୋଜିବା ପାଇଁ ଶନିବାର ବୈଷୟିକ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ...

କରୋନା ଭୟ: ରଥଖଳାରୁ ଆଉ ୧୦ ପଜିଟିଭ୍‌ ଚିହ୍ନଟ

ପୁରୀ ଅଫିସ,୨୧।୫: ପୁରୀ ରଥଖଳାରୁ ଆଉ ୧୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ଚିହ୍ନଟ ହୋଇଛନ୍ତି। ଏ ନେଇ ପୁରୀ ଜିଲାପାଳ ସମର୍ଥ ବର୍ମା ସୂଚନା...

ଆଜିଠାରୁ ଫେରନ୍ତାଙ୍କ ପାଇଁ ‘ସଟଲ ବସ୍‌’ ସେବା

ଭୁବନେଶ୍ୱର, ୧୪ା୫(ବ୍ୟୁରୋ): ଓଡ଼ିଶା ବାହାରୁ ଆସୁଥିବା ଲୋକଙ୍କ ପାଇଁ ‘ମୋ ବସ୍‌’ ପକ୍ଷରୁ ସ୍ବତନ୍ତ୍ର ‘ସଟଲ ବସ୍‌’ ସେବା ଗୁରୁବାରଠାରୁ ଆରମ୍ଭ ହେବ। ରାଜ୍ୟ ସରକାରଙ୍କ...

କଟକଣାକୁ ବେଖାତିର: ନିଷିଦ୍ଧାଞ୍ଚଳରେ ଚକ୍କର କାଟୁଛି ଟ୍ରଲର

ପୁରୀ ଅଫିସ, ୧୦ା୧୨: ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ ସମୁଦ୍ରରେ ମାଛ ମାରିବା ଉପରେ କଟକଣା ଲଗାଯାଇଛି। ଅଲିଭ୍‌ ରିଡ୍‌ଲେଙ୍କ ଆଗମନ ଏବଂ ଅଣ୍ଡାଦାନ...

Advertisement
Archives

Model This Week