ମା’ଙ୍କ ପୂଜାରେ କରନ୍ତୁନାହିଁ ଏମିତି ଭୁଲ: ଜାଣନ୍ତୁ କେଉଁଠି ରଖିବେ ମାତା ସରସ୍ବତୀଙ୍କ ମୂର୍ତ୍ତି

* ପୂର୍ବ ଦିଗକୁ ନୂତନ ଆରମ୍ଭ ବା ନୂଆ ଅବସରର ଦିଗ ବୋଲି ଅନେକେ କହିଥାନ୍ତି। ତେଣୁ ଏହି ଦିଗରେ ମାତା ସରସ୍ବତୀଙ୍କର ଫଟୋ ଅଥବା ମୂର୍ତ୍ତିକୁ ସ୍ଥାପନା କଲେ ବ୍ୟକ୍ତିଙ୍କର ଜ୍ଞାନ ବୃଦ୍ଧି ହୋଇଥାଏ ବୋଲି ବିଶ୍ୱାସ ରହିଛି। ବିଦ୍ୟାର୍ଥୀ ବି ଏହି ଦିଗକୁ ମୁହଁ କରି ଅଧ୍ୟୟନ କରିବା ଶୁଭଫଳ ଦେଇଥାଏ।
* ଉତ୍ତର ଦିଗକୁ ଶାନ୍ତି, ଜ୍ଞାନ ତଥା ସମୃଦ୍ଧିର ଦିଗ ବୋଲି କୁହାଯାଏ। ଏହି ଦିଗରେ ବି ମାତା ସରସ୍ବତୀଙ୍କର ଫଟୋ ଅଥବା ମୂର୍ତ୍ତି ରଖିବା ଶୁଭ ହୋଇଥାଏ। ନିଷ୍ଠାର ସହ ପ୍ରତିଦିନ ମା’ଙ୍କୁ ପୂଜା କରିବା ସହ ତାଙ୍କ ନିକଟରେ ଦୀପ ଜାଳିଲେ ଘରେ ସକରାତ୍ମକ ଊର୍ଜ୍ଜା ବଢିବା ସହ ଉତ୍ତମ ପରିଣାମ ପ୍ରାପ୍ତ ହୋଇଥାଏ ବୋଲି ମାନ୍ୟତା ରହିଛି।
* ବାସ୍ତୁଶାସ୍ତ୍ର ଅନୁଯାୟୀ, ଉତ୍ତର-ପୂର୍ବ କୋଣକୁ ବି ଜ୍ଞାନ, ବୁଦ୍ଧି ତଥା ରଚନାତ୍ମକତାର କେନ୍ଦ୍ର ବୋଲି ବିବେଚନା କରାଯାଇଥାଏ। ଏହି କୋଣରେ ବି ମାତା ସରସ୍ବତୀଙ୍କର ମୂର୍ତ୍ତି ଅଥବା ଫଟୋ ରଖି ନିଷ୍ଠାର ସହ ପୂଜା କଲେ ଉତ୍ତମ ଫଳ ପ୍ରାପ୍ତ ହୋଇଥାଏ। ପଢାରେ ମନ ଲାଗୁ ନଥିଲେ, ଏହି ଦିଗରେ ମା’ଙ୍କ ସମ୍ମୁଖରେ ବିଦ୍ୟାର୍ଥୀଙ୍କୁ ବସାଇ ପଢିବାକୁ କହିଲେ କ୍ରମେ ସେମାନଙ୍କର ପାଠ ପଢିବାକୁ ଇଚ୍ଛା ହୋଇଥାଏ ବୋଲି ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

ଚଢାଉ କରି ବିପୁଳ ପରିମାଣର କାଠ ଜବତ କଲା ବନବିଭାଗ, କାଠର ଆନୁମାନିକ ମୂଲ୍ୟ ହେବ…

ମୋହନା,୩୦।୧( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳ ପକ୍ଷରୁ ଚଢ଼ାଉ କରି ବିପୁଳ ପରିମାଣର ମୂଲ୍ୟବାନ କାଠ ଗଣ୍ଡି ଜବତ ହୋଇଛି। ଗୁରୁବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri