Posted inଜାତୀୟ

‘ଉଚିତ ସମୟରେ ହିଁ ଆମେ ହସ୍ତକ୍ଷେପ କରିବୁ’

ନୂଆଦିଲ୍ଲୀ,୧୧।୨: “ଆମେ ଉଚିତ ସମୟରେ ହିଁ ଆମେ ହସ୍ତକ୍ଷେପ କରିବୁ”। ଏଭଳି କହି କର୍ନାଟକରେ ହିଜାବକୁ ନେଇ ସୃଷ୍ଟି ହୋଇଥିବା ବିବାଦ ସମ୍ପର୍କୀତ ଆବେଦନ ଉପରେ ତୁରନ୍ତ ଶୁଣାଣି କରିବାକୁ ମନା କରି ଦେଇଛନ୍ତି ସୁପ୍ରିମକୋର୍ଟ।

ହିଜାବ ପରିଧାନ ଉପରେ ଅନ୍ତିମ ରାୟ ନ ଆସିବା ପର୍ଯ୍ୟନ୍ତ ସ୍କୁଲ, କଲେଜରେ ଛାତ୍ରୀଛାତ୍ରଙ୍କୁ ଧାର୍ମିକ ପୋଷାକ ନ ପିନ୍ଧିବାକୁ ପରାମର୍ଶ ଦେଇଥିଲେ କର୍ନାଟକ ହାଇକୋର୍ଟ। ଏହାକୁ ବିରୋଧ କରି କର୍ନାଟକର ଜଣେ ଯୁବତୀ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ।

“ଏଭଳି କଥାକୁ ଜାତୀୟ ସ୍ତରରେ ବିସ୍ତାର କରନ୍ତୁ ନାହିଁ। ଆମେ ଜାଣିଛୁ, କ’ଣ ଘଟୁଛି। ଟିକେ ଚିନ୍ତା କର, ଏହି ବିବାଦକୁ ଦିଲ୍ଲୀ ଓ ଜାତୀୟ ସ୍ତରକୁ ଆଣିବା କ’ଣ ଉଚିତ? ଯଦି ସେଥିରେ କିଛି ଭୁଲ ଅଛି, ତେବେ ତାହାକୁ ଆମେ ସୁରକ୍ଷା ଦେବୁ। ଆମେ କେବଳ ଉଚିତ ସମୟରେ ହିଁ ହସ୍ତକ୍ଷେପ କରିବୁ” ବୋଲି କହିଛନ୍ତି ମୁଖ୍ୟ ବିଚାରପତି ଏନ୍‌ ଭି ରମନା।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri