‘ଓମିକ୍ରନ୍‌କୁ ହାଲୁକା ଭାବରେ ନିଅନ୍ତୁ ନାହିଁ’

ଓ୍ବାଶିଂଟନ,୧୯ା୧: କରୋନା ଭାଇରସ ବିଶେଷକରି ଓମିକ୍ରନକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ମହାନିର୍ଦ୍ଦେଶକ ଟେଡ୍ରୋସ ଆଡାନମ ଘେବ୍ରେୟେସସ୍‌ ପୁଣି ଥରେ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ବିଶ୍ୱ କରୋନା ମହାମାରୀରୁ ମୁକ୍ତି ପାଇପାରିନାହିଁ। ଓମିକ୍ରନକୁ ହାଲୁକା ଭାବରେ କେବେ ବି ନିଅନ୍ତୁ ନାହିଁ। ବିଶ୍ୱବ୍ୟାପୀ ଓମିକ୍ରନ ଭାରିଆଣ୍ଟ ଯୋଗୁ ଡାକ୍ତରଖାନାଗୁଡ଼ିକରେ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହି ଭାରିଆଣ୍ଟ ମୃତ୍ୟୁର କାରଣ ମଧ୍ୟ ପାଲଟିଛି। ଓମିକ୍ରନ ଅଲଗା ଭାରିଆଣ୍ଟଠାରୁ କମ୍‌ ଗମ୍ଭୀର ହୋଇଥାଇପାରେ। ମାତ୍ର ଏହାକୁ ସାମାନ୍ୟ ଭାବିବା ଭୁଲ ଅଟେ। ଏହି ଚିନ୍ତାଧାରା ଏହାର ମୁକାବିଲା ପାଇଁ ପ୍ରସ୍ତୁତିକୁ ଆହୁରି ଦୁର୍ବଳ କରିଦେବ। ଯାହାଦ୍ୱାରା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପ୍ରମାଣପତ୍ରରେ କରୋନା ନ ଲେଖିବାକୁ ଡାକ୍ତରଙ୍କୁ ନିର୍ଦ୍ଦେଶ…

ବେଜିଂ,୧୮।୧ : ଚାଇନାରେ କରୋନା ମହାମାରୀ ଯୋଗୁଁ ଅବସ୍ଥା ଅସମ୍ଭାଳ ହେବାରେ ଲାଗିଛି। ଏଭଳି ପରିସ୍ଥିତିରେ ଚାଇନା ସରକାର ପରିସ୍ଥିତିକୁ ଲୁଚାଇବା ପାଇଁ ପ୍ରତ୍ୟେକ କୌଶଳ...

ସୁଦାନରେ ୪ଶହରୁ ଅଧିକ ଲୋକଙ୍କ ମୃତ୍ୟୁ ପରେ ୭୨ ଘଣ୍ଟାର ସିଜଫାୟାର ଲାଗୁ, ଖୁବଶୀଘ୍ର ଉଦ୍ଧାର ହୋଇପାରନ୍ତି ଭାରତୀୟ

ଖାରତୋମ,୨୫।୪: ହିଂସାଗ୍ରସ୍ତ ସୁଦାନରେ ଦୁଇ ପକ୍ଷର ଜେନରାଲ ୭୨ ଘଣ୍ଟାର ସିଜଫାୟାର ପାଇଁ ପ୍ରସ୍ତୁତ ହୋଇଯାଇଛନ୍ତି। ଆମେରିକାର ବିଦେଶ ମନ୍ତ୍ରୀ ଏଣ୍ଟନି ବ୍ଲିଙ୍କନ ଏହି ସୂଚନା...

ଟିଭି ଉପସ୍ଥାପକଙ୍କୁ ୫ ବର୍ଷ ଜେଲ୍‌

କିଭ୍‌,୧୮ା୨: ଯୁଦ୍ଧ ସମର୍ଥକ ରୁଷିଆ ଟିଭି ଉପସ୍ଥାପକ ଆଣ୍ଟନ କ୍ରାସୋଭସ୍କି ୟୁକ୍ରେନ ପିଲାମାନଙ୍କର ବୁଡ଼ି ମୃତ୍ୟୁକୁ ଯଥାର୍ଥ ବୋଲି କହି ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏହା...

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ,୨୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ...

ଲକ୍ଷେ ୪୮ ହଜାର ଟପିଲା ସକ୍ରିୟ ମାମଲା …

ନୂଆଦିଲ୍ଲୀ, ୨୧।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

କରୋନା ମୁକାବିଲା ସମୀକ୍ଷା କଲେ ବିଧାୟିକା

ବେଗୁନିଆପଡା୨ା୪(ଡି.ଏନ.ଏ.)-କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଗୁରୁବାର କୋଦଳା, କବିସୂର୍ଯ୍ୟନଗର ଓ ପୁରୁଷୋତ୍ତମପୁରରେ ସ୍ଥାନୀୟ ତହସିଲଦାର, ବିଡିଓ, ଥାନାଧିକାରୀ, ମେଡିକାଲ ଅଫିସର, ଏନ୍‌ଏସି ଅଧିକାରୀଙ୍କୁ ନେଇ କରୋନା...

ଲକ୍‌ଡାଉନ୍‌ରେ କେତେକ ଘରେ ରାମାୟଣ ଦେଖୁଥିବାବେଳେ ଗରିବ ଭିଟାମାଟିକୁ ଫେରିବା ପାଇଁ କରୁଛନ୍ତି ପ୍ରୟାସ: କପିଲ୍‌ ସିବଲ୍‌

ନୂଆଦିଲ୍ଲୀ,୧।୪: ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନ୍‌ ସମୟରେ କେତେକ ଘରେ ବସି...

କାଳ କୋଠରିରେ ବ୍ୟୁଟି କୁଇନ୍‌

ମେକ୍ସିକୋ ସିଟି,୧୩ା୬: ସରକାରଙ୍କ ପକ୍ଷରୁ ଅଣାଯାଇଥିବା ଅଭିଯୋଗ ସତ କି? ତୁମେ ଡ୍ରଗ୍ସ କିଙ୍ଗ୍‌ଙ୍କୁ ଜେଲରୁ ଫେରାର ହେବାରେ ସାହାଯ୍ୟ କରିଥିଲ କି ବୋଲି ଫେଡେରାଲ...

Advertisement
Archives

Model This Week