‘ଓମିକ୍ରନ୍‌କୁ ହାଲୁକା ଭାବରେ ନିଅନ୍ତୁ ନାହିଁ’

ଓ୍ବାଶିଂଟନ,୧୯ା୧: କରୋନା ଭାଇରସ ବିଶେଷକରି ଓମିକ୍ରନକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ମହାନିର୍ଦ୍ଦେଶକ ଟେଡ୍ରୋସ ଆଡାନମ ଘେବ୍ରେୟେସସ୍‌ ପୁଣି ଥରେ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ବିଶ୍ୱ କରୋନା ମହାମାରୀରୁ ମୁକ୍ତି ପାଇପାରିନାହିଁ। ଓମିକ୍ରନକୁ ହାଲୁକା ଭାବରେ କେବେ ବି ନିଅନ୍ତୁ ନାହିଁ। ବିଶ୍ୱବ୍ୟାପୀ ଓମିକ୍ରନ ଭାରିଆଣ୍ଟ ଯୋଗୁ ଡାକ୍ତରଖାନାଗୁଡ଼ିକରେ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହି ଭାରିଆଣ୍ଟ ମୃତ୍ୟୁର କାରଣ ମଧ୍ୟ ପାଲଟିଛି। ଓମିକ୍ରନ ଅଲଗା ଭାରିଆଣ୍ଟଠାରୁ କମ୍‌ ଗମ୍ଭୀର ହୋଇଥାଇପାରେ। ମାତ୍ର ଏହାକୁ ସାମାନ୍ୟ ଭାବିବା ଭୁଲ ଅଟେ। ଏହି ଚିନ୍ତାଧାରା ଏହାର ମୁକାବିଲା ପାଇଁ ପ୍ରସ୍ତୁତିକୁ ଆହୁରି ଦୁର୍ବଳ କରିଦେବ। ଯାହାଦ୍ୱାରା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତ ଦେଶବାସୀଙ୍କୁ ମିଳିବ କରୋନା ଟିକା: ମୋଦି

ନୂଆଦିଲ୍ଲୀ,୨୯ ।୧୦: କରୋନା ଭାଇରସ ସଂକ୍ରମଣ ଦେଶଠାରୁ ବିଦେଶ ପର୍ଯ୍ୟନ୍ତ ସବୁଠାରେ ବୃ୍‌ଦ୍ଧି ପାଇବାରେ ଲାଗିଛି । ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଖ୍ୟା ୮୦...

ଜୋ ବାଇଡେନ, ବୋରିସ ଜନସନଙ୍କୁ ପଛରେ ପକାଇ ପୁଣିଥରେ ବିଶ୍ୱର ଲୋକପ୍ରିୟ ନେତା ତାଲିକାରେ ମୋଦି ଆଗରେ

ୱାଶିଂଟନ/ନୂଆଦିଲ୍ଲୀ,୨୧ ।୧: ଦେଶରେ ଗୋଟିଏ ପଟେ କରୋନା ମହାମାରୀର ତୃତୀୟ ଲହର ଚାଲିଥିବା ବେଳେ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱର ଲୋକପ୍ରିୟ ନେତା ତାଲିକାରେ...

୨୦୦୦ ବର୍ଷ ପୁରାତନ ଜଳଖିଆ ଦୋକାନର ମିଳିଲା ସନ୍ଧାନ

ରୋମ୍‌,୨୭।୧୨: ଇଟାଲୀରେ ୨୦୦୦ ବର୍ଷ ପୁରାତନ ଏକ ଜଳଖିଆ ଦୋକାନର ସନ୍ଧାନ ମିଳିଛି। ଆଗ୍ନେୟଗରି ଉଦ୍‌ଗୀରଣରେ ଜଳଖିଆ ଦୋକାନଟି ଉତ୍ତପ୍ତ ତରଳ ଲାଭା ତଳେ ପୋତି...

ନବରଙ୍ଗପୁର, ଉମରକୋଟ ସହରରେ ଲକ୍‌ଡାଉନ୍‌: ୨୯ ପର୍ଯ୍ୟନ୍ତ ଏହା ଜାରି ରହିବ

ନବରଙ୍ଗପୁର,୨୩।୩(ବି.ପ୍ର.): ମହାମାରୀ କରୋନା ଭାଇରସ୍‌ରୁ କିଭଳି ମୁକ୍ତି ମିଳିବ ସେ ନେଇ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ରବିବାର ଜନତା କର୍ଫ୍ୟୁ...

ଜାତିସଂଘକୁ ମଧ୍ୟ ବେଖାତିର, ଏକଛତ୍ରବାଦୀ ଶାସକ କଲେ ପୁଣି କ୍ଷେପଣାସ୍ତ୍ର ପରୀକ୍ଷା…

ପୋୟଙ୍ଗୟାଙ୍ଗ୍‌,୨୮।୯: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ବହୁ ଅନ୍ତର୍ଜାତୀୟ ବାରଣ ସତ୍ତ୍ୱେ ଆଣବିକ ଅସ୍ତ୍ରଶସ୍ତ୍ର ପରୀକ୍ଷା ଜାରି ରଖିଛନ୍ତି। ମଙ୍ଗଳବାର ଉତ୍ତର...

ଦିଲ୍ଲୀ ପାଇଁ ଖୁସି ଖବର: ପ୍ରଥମ ପର୍ଯ୍ୟାୟରେ ସଫଳ ହେଲା ପ୍ଳାଜମା ଥେରାପି

ନୂଆଦିଲ୍ଲୀ,୨୪।୪: କରୋନା ଭାଇରସ୍‌ ମହାସଙ୍କଟରେ ଗତି କରୁଥିବା ଦିଲ୍ଲୀ ପାଇଁ ଖୁସି ଖବର। ପ୍ରଥମ ପର୍ଯ୍ୟାୟରେ ପ୍ଲାଜମା ଥେରାପି ସଫଳ ହୋଇଥିବା ଜଣାପଡ଼ିଛି। ଶୁକ୍ରବାର ରାଜ୍ୟର...

ସଟ୍‌ଡାଉନ୍‌ ପାଇଁ ସମସ୍ତ ଲକ୍‌ଡାଉନ୍‌ ପାସ୍‌ ରଦ୍ଦ, ବାହାରେ ବୁଲିଲେ ଉଠାଇ ନେବ ପୋଲିସ: ଅଭୟ

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା କରାଯାଉଛି। ରାଜଧାନୀ ସହ ଭଦ୍ରକ ଏବଂ...

ଏସ୍‌ଏନ୍‌ଏଲ୍‌ ବିବାଦରେ ମସ୍କ

ଓ୍ବାଶିଂଟନ,୮ା୫: ଆମେରିକାର ଏନ୍‌ବିସି ‘ସଟର୍ଡେ ନାଇଟ୍‌ ଲାଇଭ୍‌’ (ଏସ୍‌ଏନ୍‌ଏଲ୍‌)ରେ ପ୍ରସାରିତ ବିଳମ୍ବିତ ରାତି ଟିଭି କମେଡି ଶୋ’ ମଚ୍‌ ଏଡୋ ଏବାଉଟ ନଥିଂ ଏହାର ୪୬ତମ...

Advertisement
Archives

Model This Week