Posted inଜାତୀୟ

ସନାତନ ଧର୍ମ, ହିନ୍ଦୀ ଭାଷି ରାଜ୍ୟକୁ ନେଇ ଏମିତି ଦିଅନ୍ତୁ ନାହିଁ ବୟାନ…ନିର୍ବାଚନରେ ହାରିବା ପରେ ଡିଏମକେକୁ ଉପଦେଶ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୧୦।୧୨: ଆଗାମୀ ଲୋକ ସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଇଣ୍ଡିଆ ମେଣ୍ଟର କାର୍ଯ୍ୟକଳାପ ଆହୁରି ତୀବ୍ର ହୋଇପାରେ। ଏହାପୂର୍ବରୁ କଂଗ୍ରେସ ଏହାର ସହଯୋଗୀ ଦଳ ଦ୍ରାବିଡ ମୁନେତ୍ର କଡଗମ (ଡିଏମକେ) କୁ ଭବିଷ୍ୟତରେ ଦେଇଥିବା ବିବୃତ୍ତିରେ ସତର୍କ ରହିବାକୁ ପରାମର୍ଶ ଦେଇଛି। ବିଶେଷକରି ସେହି ବିବୃତ୍ତି ଉପରେ ଯେଉଁ କାରଣରୁ କଂଗ୍ରେସ ପାର୍ଟି ନିକଟରେ ‘ହିନ୍ଦୀ ବେଲ୍ଟ’ ରାଜ୍ୟଗୁଡିକରେ ବହୁ ରାଜନୈତିକ କ୍ଷତି ସହିଛି।

ଆସନ୍ତା ବର୍ଷର ପ୍ରଥମାର୍ଦ୍ଧରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳ ବ୍ୟସ୍ତ ଅଛନ୍ତି। ୫ ଟି ରାଜ୍ୟର ବିଧାନସଭା ନିର୍ବାଚନ ଶେଷ ହେବା ପରେ ବିରୋଧୀ ଦଳର ‘ଇଣ୍ଡିଆ ଆଲାଇନ୍ସ’ ମଧ୍ୟ ସାଧାରଣ ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କରିଛି। ତେବେ ଏହାପୂର୍ବରୁ କଂଗ୍ରେସ ଏହାର ଲାଇନ ସ୍ପଷ୍ଟ କରିଛି ଏବଂ ଅତୀତରେ ଦିଆଯାଇଥିବା ବିବୃତ୍ତି ଉପରେ ଭବିଷ୍ୟତରେ ଅଧିକ ସତର୍କ ରହିବାକୁ ଡିଏମକେକୁ ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri