Posted inଜାତୀୟ

ସନାତନ ଧର୍ମ, ହିନ୍ଦୀ ଭାଷି ରାଜ୍ୟକୁ ନେଇ ଏମିତି ଦିଅନ୍ତୁ ନାହିଁ ବୟାନ…ନିର୍ବାଚନରେ ହାରିବା ପରେ ଡିଏମକେକୁ ଉପଦେଶ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୧୦।୧୨: ଆଗାମୀ ଲୋକ ସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଇଣ୍ଡିଆ ମେଣ୍ଟର କାର୍ଯ୍ୟକଳାପ ଆହୁରି ତୀବ୍ର ହୋଇପାରେ। ଏହାପୂର୍ବରୁ କଂଗ୍ରେସ ଏହାର ସହଯୋଗୀ ଦଳ ଦ୍ରାବିଡ ମୁନେତ୍ର କଡଗମ (ଡିଏମକେ) କୁ ଭବିଷ୍ୟତରେ ଦେଇଥିବା ବିବୃତ୍ତିରେ ସତର୍କ ରହିବାକୁ ପରାମର୍ଶ ଦେଇଛି। ବିଶେଷକରି ସେହି ବିବୃତ୍ତି ଉପରେ ଯେଉଁ କାରଣରୁ କଂଗ୍ରେସ ପାର୍ଟି ନିକଟରେ ‘ହିନ୍ଦୀ ବେଲ୍ଟ’ ରାଜ୍ୟଗୁଡିକରେ ବହୁ ରାଜନୈତିକ କ୍ଷତି ସହିଛି।

ଆସନ୍ତା ବର୍ଷର ପ୍ରଥମାର୍ଦ୍ଧରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳ ବ୍ୟସ୍ତ ଅଛନ୍ତି। ୫ ଟି ରାଜ୍ୟର ବିଧାନସଭା ନିର୍ବାଚନ ଶେଷ ହେବା ପରେ ବିରୋଧୀ ଦଳର ‘ଇଣ୍ଡିଆ ଆଲାଇନ୍ସ’ ମଧ୍ୟ ସାଧାରଣ ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କରିଛି। ତେବେ ଏହାପୂର୍ବରୁ କଂଗ୍ରେସ ଏହାର ଲାଇନ ସ୍ପଷ୍ଟ କରିଛି ଏବଂ ଅତୀତରେ ଦିଆଯାଇଥିବା ବିବୃତ୍ତି ଉପରେ ଭବିଷ୍ୟତରେ ଅଧିକ ସତର୍କ ରହିବାକୁ ଡିଏମକେକୁ ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?