Posted inଖେଳ

ଅଷ୍ଟ୍ରେଲିଆନ୍‌ ଓପନ ପୂର୍ବରୁ ଆଣ୍ଡି ମୁରେଙ୍କୁ କରୋନା

ଲଣ୍ଡନ, ୧୫ା୧ (ଏପି)-ଅଷ୍ଟ୍ରେଲିଆନ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ହେବାକୁ ଆଉ କିଛିଦିନ ବାକି ରହିଥିବାବେଳେ ବ୍ରିଟିଶ ଖେଳାଳି ଆଣ୍ଡି ମୁରେ କରୋନାରେ ପୀଡ଼ିତ ହୋଇଛନ୍ତି। ୩ଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ବର୍ତ୍ତମାନ ନିଜ ଘରେ ଆଇସୋଲେଶନରେ ରହିଛନ୍ତି। ଯଦି ସେ ଶୀଘ୍ର ସୁସ୍ଥ ହୁଅନ୍ତି ସେ ଅଷ୍ଟ୍ରେଲିଆନ୍‌ ଓପନ୍‌ରେ ଅଂଶଗ୍ରହଣ କରିବେ ବୋଲି ଆଶା ପ୍ରକାଶକରି କହିଛନ୍ତି। ୨୦୨୧ର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ପାଇଁ ମୁରେଙ୍କୁ ଓ୍ବାଇଲ୍ଡ କାର୍ଡ ମିଳିଛି। କୋଭିଡ୍‌ କଟକଣା ଯୋଗୁ ଅଷ୍ଟ୍ରେଲିଆନ ଓପନ ୩ ସପ୍ତାହ ଘୁଞ୍ଚାଇ ଦିଆଯାଇଛି। ଏହା ଫେବୃୟାରୀ ୮ରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ଅଷ୍ଟ୍ରେଲିଆରେ ପହଞ୍ଚତ୍ବା ପରେ ସମସ୍ତ ଖେଳାଳି ଓ ଅଫିସିଆଲ ୧୪ ଦିନ କ୍ୱାରାଣ୍ଡାଇନ୍‌ରେ ରହିବା ବାଧ୍ୟତାମୂଳକ। ମୁରେ ଅଷ୍ଟ୍ରେଲିଆନ ଓପନରେ ୫ଥର ରନର୍ସଅପ୍‌ ହୋଇପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri