ଭୁଲବେ ବି ଧରନ୍ତୁ ନାହିଁ ଏମିତି ପର୍ସ

ପର୍ସ ବ୍ୟବହାର କରୁଥିଲେ…
ସବୁବେଳେ ସଫା ରଖନ୍ତୁ। ଏହାଦ୍ୱାରା ଧନ ଏବଂ ସକାରାତ୍ମକ ଭାବନା ଯୋଡ଼ି ହୋଇ ରହିବ।
ଏହାଦ୍ୱାରା ଟଙ୍କାର ଅଭାବ ରହିବ ନାହିଁ।
ପର୍ସ ରଖନ୍ତୁ ନାହିଁ। କାହିଁକି ନା ଏହା ନକାରାତ୍ମକ ଊର୍ଜାକୁ ଆକର୍ଷିତ କରିଥାଏ। ଏହା ବଦଳରେ ଆପଣ ଲାଲ, ନାରଙ୍ଗୀ, ସବୁଜ ରଙ୍ଗର ପର୍ସ ଚୟନ କରିପାରିବେ।
କେବେ ବି ଖାଲି ରଖନ୍ତୁ ନାହିଁ। କାହିକି ନା ଏହାଦ୍ୱାରା ଧନର କମ୍‌ ହୋଇପାରେ। ପର୍ସରେ କିଛି ନା କିଛି ଟଙ୍କା ରଖନ୍ତୁ। ପର୍ସକୁ ସବୁବେଳେ ସଫା ପାଣିରେ ଧୁଅନ୍ତୁ ଏବଂ ଶୁଖିଲା କପଡ଼ା ସାହାଯ୍ୟରେ ସଫା କରନ୍ତୁ।
ବି ଲୋକଙ୍କ ସାମ୍ନାରେ ପର୍ସ ଖୋଲନ୍ତୁ ନାହିଁ। କାରଣ ଏହାଦ୍ୱାରା ନକାରାତ୍ମକ ଭାବନା ରହିପାରେ। ପର୍ସକୁ ସବୁବେଳେ ବନ୍ଦ ରଖନ୍ତୁ। ଏହାଦ୍ୱାରା ଧନ ସୁରକ୍ଷିତ ରହିପାରିବ ଏବଂ ଧନର କେବେ ବି ଅଭାବ ଦେଖାଯିବନି।

Share
Tags: Purse