Posted inଜାତୀୟ

ଆଇନମନ୍ତ୍ରୀଙ୍କ ସହିତ ଅଯଥା ବିବାଦ କରିବାକୁ ଚାହୁଁନି: ସିଜେଆଇ…

ନୂଆଦିଲ୍ଲୀ,୧୮।୩ : କଲେଜିୟମ ପ୍ରସଙ୍ଗରେ ଏବଂ ଆଇନମନ୍ତ୍ରୀ କିରେନ ରିଜିଜୁଙ୍କୁ ନେଇ ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି(ସିଜେଆଇ) ଡିଓ୍ବାଇ ଚନ୍ଦ୍ରଚୂଡ଼ ଶନିବାର ପୁଣି ମୁହଁ ଖୋଲିଛନ୍ତି। ସେ କହିଛନ୍ତି ମୋର ୨୩ ବର୍ଷର କାର୍ଯ୍ୟକାଳ ମଧ୍ୟରେ କୌଣସି ମାମଲାର ବିଚାର କିପରି ହେବ ତାହା ମତେ କେହି କେବେ ବତାଇ ନାହାନ୍ତି। ଏହି ପ୍ରସଙ୍ଗରେ ମୁଁ ଆଇନମନ୍ତ୍ରୀଙ୍କ ସହିତ ଅଯଥା ବିବାଦ କରିବାକୁ ଚାହୁଁନି। ହୁଏତ ଆମର ଚିନ୍ତାଧାରା , ଧାରଣା ଏବଂ ଭାବନା ଭିନ୍ନ ଭିନ୍ନ ହୋଇଥାଇପାରେ। ଏଥିରେ କୌଣସି ଭୁୁଲ ନାହିଁ।

ଆଇନ ମନ୍ତ୍ରୀ କଲେଜିୟମ ବ୍ୟବସ୍ଥା ବିରୋଧରେ ବହୁଥର ମନ୍ତବ୍ୟ ଦେଇଛନ୍ତି। ଏହା ସହିତ ସେ କହିଥିଲେ, କିଛି ବିଚାରେପତି ଏଭଳି ଅଛନ୍ତି ଯେଉଁମାନେ ବିରୋଧୀଦଳଙ୍କ ଭଳି ଭାରତୀୟ ନ୍ୟାୟପାଳିକାକୁ ସରକାରଙ୍କ ବିରୋଧୀ କରିବାର ପ୍ରୟାସ କରୁଛନ୍ତି। କିଛି ଲୋକ ସୁପ୍ରିମ୍‌କୋର୍ଟରେ ରହିଛି ସରକାରଙ୍କ କାର୍ଯ୍ୟରେ ଲଗାମ ଲଗାଇବାକୁ ଚାହୁଁଛନ୍ତି। କିଭଳି ଭାରତୀୟ ନ୍ୟାୟପାଳିକାକୁ ସରକାରଙ୍କ ମୁହାଁମୁହିଁ ହେବାକୁ କିଛି ଲୋକ କହୁଛନ୍ତି ତାହା ବୁଝି ହେଉ ନାହିଁ ବୋଲି ଆଇନମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବତନ୍ତ୍ର ପର୍ବକୁ ନେଇ ଧାନ କ୍ଷେତରେ ନାଚିଲେ ଲୋକେ

ମଙ୍ଗଲୁର,୨୪।୬: କର୍ନାଟକର ମଙ୍ଗଲୁରରେ ସୋମବାର ଶ୍ରୀ ଜ୍ଞାନ ଶକ୍ତି ସୁବ୍ରମଣ୍ୟମ୍‌ ସ୍ବାମୀ ମନ୍ଦିର ଦ୍ୱାରା ଆୟୋଜିତ ସମାରୋହ ‘କେସାର୍ଡ ଓଞ୍ଜି ଦିନା’ରେ ପିଲାଙ୍କଠାରୁ ଆରମ୍ଭ କରି...

ବଳାତ୍କାରୀଙ୍କୁ ବିବାହ ପାଇଁ ପୀଡ଼ିତାଙ୍କ ଆବେଦନ ସୁପ୍ରିମ୍‌କୋର୍ଟରେ ଖାରଜ…

ନୂଆଦିଲ୍ଲୀ,୨।୮: ବଳାତ୍କାର କରିଥିବା ପୂର୍ବ ପାଦ୍ରୀଙ୍କୁ ବିବାହ ପାଇଁ ପୀଡ଼ିତାଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ହୋଇଥିବା ଏକ ଆବେଦନ ଖାରଜ ହୋଇଯାଇଛି। କେରଳର କୋଟିୟୁରରେ ବାସ କରୁଥିବା...

ସୋନିଆ ଗାନ୍ଧୀ କାହିଁକି ହୋଇ ପାରିବେନି ପ୍ରଧାନମନ୍ତ୍ରୀ୍‌, ରାମଦାସଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୨୬।୯: କେନ୍ଦ୍ରୀୟ ମନ୍ତ୍ରୀ ତଥା ଆର୍‌ପିଆଇ ନେତା ରାମଦାସ ଉଠାଓ୍ବଲେ ସୋନିଆ ଗାନ୍ଧୀ ଦେଶର ପ୍ରଧାନମନ୍ତ୍ରୀ ହେବା ନେଇ ଦେଇଥିବା ମନ୍ତବ୍ୟ ଏବେ ଚର୍ଚ୍ଚାର ବିଷୟ...

ମାଗଣା ଚାଉଳ-ଗହମ ରାଜନୀତି: ବିହାରରେ ୫ ମାସରେ ସାଢ଼େ ୮କୋଟି ଗରିବ ହେବେ ଉପକୃତ

ପାଟନା, ୨।୭: ଅକ୍ଟୋବର-ନଭେମ୍ବରରେ ବିହାରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏବେ ରାଜ୍ୟରେ ଏନଡିଏ ମେଣ୍ଟ କ୍ଷମତାରରେ ରହିଛି। କେନ୍ଦ୍ର ସରକାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ...

କରୋନା ସଙ୍କଟ ମଧ୍ୟରେ ସେପ୍ଟେମ୍ବର ୧୦ରୁ ଆରମ୍ଭ ହୋଇପାରେ ସଂସଦ ଅଧିବେଶନ

ନୂଆଦିଲ୍ଲୀ,୨୧।୮: କରୋନା ସଙ୍କଟ ମଧ୍ୟରେ ଖୁବ୍‌ଶୀଘ୍ର ସଂସଦ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ସେପ୍ଟେମ୍ବର ଦ୍ୱିତୀୟ ସପ୍ତାହରୁ ସଂସଦ ଅଧିବେଶନ ଆରମ୍ଭ ହେବ ବୋଲି ସୂତ୍ରରୁ...

ଅସ୍ଥାୟୀ ଜେଲ୍‌ରେ ପରିବର୍ତ୍ତନ ହେବ ନାହିଁ ଷ୍ଟାଡିୟମ୍‌: ପୋଲିସର ଦାବିକୁ ପ୍ରତ୍ୟାଖ୍ୟାନ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୭।୧୧: ଦିଲ୍ଲୀ ପୋଲିସକୁ କେଜରିଓ୍ବାଲ ସରକାରଙ୍କ ପକ୍ଷରୁ ଏକ ଝଟ୍‌କା ମିଳିଛ। ୯ଟି ଷ୍ଟାଡିୟମ୍‌କୁ ଅସ୍ଥାୟୀ ଜେଲ୍‌ରେ ପରିଣତ କରିବା ପାଇଁ ପୋଲିସ କରିଥିବା ଦାବିକୁ...

ଯାଦୁ ଦେଖାଇବାକୁ ଯାଇ ଗଙ୍ଗାନଦୀରେ ବୁଡ଼ି ଜୀବନ ହାରିଲେ ଯାଦୁକର

କୋଲକାତା, ୧୮।୬: ଗଙ୍ଗାନଦୀରେ ଦୁଃସାହସିକ ଯାଦୁ ଦେଖାଇବାକୁ ଯାଇ ଯାଦୁକର ଚଞ୍ଚଳ ଲହରୀଙ୍କ ମୃତ୍ୟୁ ଘଟିଛି। ଗତ ୩୦ ଘଣ୍ଟା ହେବ ନିଖୋଜ ଥିବା ଚଞ୍ଚଳଙ୍କୁ...

ଶ୍ରୀନଗର ଏନ୍‌କାଉଣ୍ଟର: ସୁରକ୍ଷାକର୍ମୀଙ୍କୁ ବଡ ସଫଳତା

ଜମ୍ମୁ,୧୯ ।୧୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ରାଜନୀତି ଓ ଟେରର ଫଣ୍ଡିଂ ନେଟୱର୍କକୁ ସମ୍ପୂର୍ଣ୍ଣ ଶେଷ କରିବାକୁ ସୁରକ୍ଷାକର୍ମୀ ଲାଗି ପଡିଛନ୍ତି । ରବିବାର ସକାଳୁ ହରୱାନ...

Advertisement
Archives

Model This Week