‘ଆଉ ବଞ୍ଚିବାକୁ ଚାହୁଁନାହିଁ, ମୁଁ ମରିବାକୁ ଚାହୁଁଛି’: ସଂଗୀତ ନିର୍ଦ୍ଦେଶକଙ୍କୁ ହ୍ୟୁମାନ୍ ସାଗରଙ୍କ ହ୍ୱାଟ୍ସଆପ୍ ମେସେଜ୍

ଭୁବନେଶ୍ୱର,୨୪ା୧୧: ଓଡ଼ିଶାର ଘରେ ଘରେ ପରିଚିତ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ଅକାଳ ବିୟୋଗ ପରେ ସାରା ସଂଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି। AIIMS ଭୁବନେଶ୍ୱରରେ ୭୨ ଘଣ୍ଟା ଧରି ଜୀବନ ସହ ସଂଗ୍ରାମ କରିବା ପରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ଲକ୍ଷ ଲକ୍ଷ ପ୍ରଶଂସକଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଥିବା ହ୍ୟୁମାନ ସାଗରଙ୍କ ବ୍ୟକ୍ତିଗତ ଜୀବନ କିନ୍ତୁ ଅଶାନ୍ତ ଥିଲା। ତାଙ୍କ ନିକଟତମ ସୂତ୍ରରୁ ଜଣାପଡ଼ିଛି ଯେ, ସେ ଭାବନାଗତ ଏବଂ ବ୍ୟକ୍ତିଗତ ସମସ୍ୟାକୁ ନେଇ ଚୁପ୍‌ଚାପ୍ ସଂଘର୍ଷ କରୁଥିଲେ, ଯାହାକୁ ସେ କେବେହେଲେ ସାର୍ବଜନୀନ କରିନଥିଲେ।

ଅଧିକାଂଶ ଷ୍ଟେଜ୍ ଶୋ’ ତାଙ୍କ ଟିମ୍ ଦ୍ୱାରା ପରିଚାଳିତ ହେଉଥିବା ବେଳେ, ହ୍ୟୁମାନ୍ ସାଗର ଗୁରୁତ୍ୱପୂର୍ଣ୍ଣ ରେକର୍ଡିଂ ସେସନ୍ ଗୁଡ଼ିକୁ ହଠାତ୍ ବାତିଲ କରିବା ଆରମ୍ଭ କରିଥିଲେ। ତାଙ୍କର ଏହି ଆଚରଣ ସହକର୍ମୀ ଏବଂ ସଂଗୀତ ନିର୍ଦ୍ଦେଶକଙ୍କ ମଧ୍ୟରେ ଚିନ୍ତା ସୃଷ୍ଟି କରିଥିଲା।

ବରିଷ୍ଠ ସଂଗୀତ ନିର୍ଦ୍ଦେଶକ ଶ୍ରୀକାନ୍ତ ଗୌତମ କହିଛନ୍ତି ଯେ, ହ୍ୟୁମାନ ତାଙ୍କ ପାଇଁ ପ୍ରାୟ ୮ରୁ ୧୦ଟି ଗୀତ ଆଲବମ୍ ଏବଂ ସିନେମାରେ ଗାଇଛନ୍ତି। ରେକର୍ଡିଂ ପାଇଁ ତାରିଖ ଦେଇ ମଧ୍ୟ ଦୁଇ ଥର ଆସିପାରି ନଥିଲେ। ଶ୍ରୀକାନ୍ତ ଗୌତମଙ୍କ ମତରେ, “ପରିସ୍ଥିତି ହିଁ ତାଙ୍କୁ ଆସିବାରୁ ଅଟକାଇଥିଲା। ବୋଧହୁଏ ସେ ସୁସ୍ଥ ନଥିଲେ। ସେ ହୁଏତ ଭାବିଥିବେ, ଯଦି ମୁଁ ମୋର ଶ୍ରେଷ୍ଠ ଦେଇପାରିବି ନାହିଁ, ତେବେ ଶ୍ରୀକାନ୍ତ ସାର୍ ନିରାଶ ହେବେ।” ହ୍ୟୁମାନ୍ ସାଗରଙ୍କ ଏପରି ଅକାଳ ବିୟୋଗ ଓଡ଼ିଆ ସଂଗୀତ ଜଗତରେ ଏକ ଶୂନ୍ୟସ୍ଥାନ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri