ପାଖରେ ଭୋଟ୍‌ ପରିଚୟପତ୍ର ନାହିଁ କି? ତଥାପି ଦେଇପାରିବେ ଭୋଟ୍‌… ଜାଣନ୍ତୁ କ’ଣ ରହିଛି ବ୍ୟବସ୍ଥା

ନୂଆଦିଲ୍ଲୀ,୨୪।୫: ସାଧାରଣ ନିର୍ବାଚନ ଲାଗି ବାଜିଛି ବିଗୁଲ। ଏପ୍ରିଲ ୧୯ରେ ଦେଶରେ ଲୋକସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ୨୦୨୪ରେ ୭ଟି ପର୍ଯ୍ୟାୟରେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳବାସୀ ଭୋଟ ଭୋଟ ଦେଉଛନ୍ତି। ଓଡ଼ିଶା ବିଷୟରେ କହିଲେ ୪ଟି ପର୍ଯ୍ୟାୟରେ ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନ ପାଇଁ ମତଦାନ ହେଉଛି। ଜୁନ ୪ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ।
ଏହି ନିର୍ବାଚନକୁ ଦୃଷ୍ଟିରେ ରଖିଲେ ଭୋଟର କାର୍ଡର ଗୁରୁତ୍ୱ ବଢ଼ିଛି। ଯଦି ଭୋଟର କାର୍ଡ ନ ଥାଏ ତେବେ ମଧ୍ୟ ଜଣେ ଭୋଟର ମତଦାନ କରିପାରିବେ। ଏଥିଲାଗି ତାଙ୍କ ନାମ ଉକ୍ତ ପୁଲିଂ ବୁଥରେ ରହିଥିବା ଆବଶ୍ୟକ। ଏହାଛଡ଼ା ଜଣେ ଭୋଟରଙ୍କୁ କିଛି ପରିଚୟପତ୍ର ମଧ୍ୟରୁ କୌଣସି ଗୋଟିଏକୁ ପୁଲିଂ ଅଧିକାରୀଙ୍କୁ ଦେଖାଇବାକୁ ପଡ଼ିବ।
ଆଧାର କାର୍ଡ, ମନରେଗା ଜବ୍‌ କାର୍ଡ, ବ୍ୟାଙ୍କ କିମ୍ବା ପୋଷ୍ଟ ଅଫିସରୁ ଜାରି କରାଯାଇଥିବା ଫଟୋ ଥିବା ପାସବୁକ୍‌, ଶ୍ରମ ମନ୍ତ୍ରଣାଳୟ ଜାରି କରିଥିବା ସ୍ବାସ୍ଥ୍ୟ ବୀମା ସ୍ମାର୍ଟ କାର୍ଡ, ଡ୍ରାଇଭିଂ ଲାଇସେନ୍ସ, ପାନ କାର୍ଡ, ଏନ୍‌ପିଆର୍‌ ଅଧୀନରେ ଆର୍‌ଜିଆଇ ଜାରି କରିଥିବା ସ୍ମାର୍ଟ କାର୍ଡ, ଭାରତୀୟ ପାସପୋର୍ଟ, ଫଟୋ ସହ ଥିବା ପେନସନ୍‌ ଡକ୍ୟୁମେଣ୍ଟ, ଫଟୋ ଥିବା ଯେକୌଣସି ସରକାରୀ ବିଭାଗ ପକ୍ଷରୁ ଜାରି ପରିଚୟପତ୍ର, ୟୁଡିଆଇଡି କାର୍ଡ ମଧ୍ୟରୁ ଯେକୌଣସି ଗୋଟିଏକୁ ଦେଖାଇ ମତଦାନ କରିହେବ।

Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri