ପାଖରେ ଭୋଟ୍‌ ପରିଚୟପତ୍ର ନାହିଁ କି? ତଥାପି ଦେଇପାରିବେ ଭୋଟ୍‌… ଜାଣନ୍ତୁ କ’ଣ ରହିଛି ବ୍ୟବସ୍ଥା

ନୂଆଦିଲ୍ଲୀ,୨୪।୫: ସାଧାରଣ ନିର୍ବାଚନ ଲାଗି ବାଜିଛି ବିଗୁଲ। ଏପ୍ରିଲ ୧୯ରେ ଦେଶରେ ଲୋକସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ୨୦୨୪ରେ ୭ଟି ପର୍ଯ୍ୟାୟରେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳବାସୀ ଭୋଟ ଭୋଟ ଦେଉଛନ୍ତି। ଓଡ଼ିଶା ବିଷୟରେ କହିଲେ ୪ଟି ପର୍ଯ୍ୟାୟରେ ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନ ପାଇଁ ମତଦାନ ହେଉଛି। ଜୁନ ୪ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ।
ଏହି ନିର୍ବାଚନକୁ ଦୃଷ୍ଟିରେ ରଖିଲେ ଭୋଟର କାର୍ଡର ଗୁରୁତ୍ୱ ବଢ଼ିଛି। ଯଦି ଭୋଟର କାର୍ଡ ନ ଥାଏ ତେବେ ମଧ୍ୟ ଜଣେ ଭୋଟର ମତଦାନ କରିପାରିବେ। ଏଥିଲାଗି ତାଙ୍କ ନାମ ଉକ୍ତ ପୁଲିଂ ବୁଥରେ ରହିଥିବା ଆବଶ୍ୟକ। ଏହାଛଡ଼ା ଜଣେ ଭୋଟରଙ୍କୁ କିଛି ପରିଚୟପତ୍ର ମଧ୍ୟରୁ କୌଣସି ଗୋଟିଏକୁ ପୁଲିଂ ଅଧିକାରୀଙ୍କୁ ଦେଖାଇବାକୁ ପଡ଼ିବ।
ଆଧାର କାର୍ଡ, ମନରେଗା ଜବ୍‌ କାର୍ଡ, ବ୍ୟାଙ୍କ କିମ୍ବା ପୋଷ୍ଟ ଅଫିସରୁ ଜାରି କରାଯାଇଥିବା ଫଟୋ ଥିବା ପାସବୁକ୍‌, ଶ୍ରମ ମନ୍ତ୍ରଣାଳୟ ଜାରି କରିଥିବା ସ୍ବାସ୍ଥ୍ୟ ବୀମା ସ୍ମାର୍ଟ କାର୍ଡ, ଡ୍ରାଇଭିଂ ଲାଇସେନ୍ସ, ପାନ କାର୍ଡ, ଏନ୍‌ପିଆର୍‌ ଅଧୀନରେ ଆର୍‌ଜିଆଇ ଜାରି କରିଥିବା ସ୍ମାର୍ଟ କାର୍ଡ, ଭାରତୀୟ ପାସପୋର୍ଟ, ଫଟୋ ସହ ଥିବା ପେନସନ୍‌ ଡକ୍ୟୁମେଣ୍ଟ, ଫଟୋ ଥିବା ଯେକୌଣସି ସରକାରୀ ବିଭାଗ ପକ୍ଷରୁ ଜାରି ପରିଚୟପତ୍ର, ୟୁଡିଆଇଡି କାର୍ଡ ମଧ୍ୟରୁ ଯେକୌଣସି ଗୋଟିଏକୁ ଦେଖାଇ ମତଦାନ କରିହେବ।

Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତରେ ଚାଲିଗଲା ୧୯ ହଜ୍‌ ଯାତ୍ରୀଙ୍କ ଜୀବନ

ନୂଆଦିଲ୍ଲୀ,୧୬ା୬: ହଜ୍‌ ଯାତ୍ରାରେ ସାଉଦି ଆରବ ଆସିଥିବା ଅନୂ୍ୟନ ୧୯ ତୀର୍ଥଯାତ୍ରୀଙ୍କର ମୃତ୍ୟୁ ଘଟିଛି। ସେମାନେ ଜୋର୍ଡାନ ଏବଂ ଇରାନରୁ ଆସିଥିଲେ। ଜୋର୍ଡାନ ବହିର୍ବ୍ୟାପାର ମନ୍ତ୍ରଣାଳୟର...

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଭେଟିଲେ ରିଜିଜୁ

ନୂଆଦିଲ୍ଲୀ,୧୬ା୬:ନୂଆ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହେବାର ସପ୍ତାହେ ପୂର୍ବରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ୍‌ ରିଜିଜୁ ରବିବାର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ...

ଉପବାଚସ୍ପତି ପଦ ନ ମିଳିଲେ ଏମିତି ପଦକ୍ଷେପ ନେବ ବିରୋଧୀ ମେଣ୍ଟ

ନୂଆଦିଲ୍ଲୀ,୧୬ା୬:ଅଷ୍ଟାଦଶ ଲୋକ ସଭାର ବାଚସ୍ପତି ପଦ ଲାଗି ଆସନ୍ତା ୨୬ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ବିରୋଧୀ ଇଣ୍ଡିଆ ବ୍ଲକ୍‌ ଉପବାଚସ୍ପତି ପଦ ଉପରେ...

ସରକାରୀ ଚାକିରିରେ କିନ୍ନରଙ୍କୁ ଦିଆଯାଉ ୧ ପ୍ରତିଶତ ସଂରକ୍ଷଣ: ହାଇକୋର୍ଟଙ୍କ ନିର୍ଦ୍ଦେଶ

କୋଲକାତା,୧୬।୬: ରାଜ୍ୟର ସମସ୍ତ ସରକାରୀ ଚାକିରିରେ ଟ୍ରାନ୍ସଜେଣ୍ଡର ବା କିନ୍ନରଙ୍କ ପାଇଁ ଏକ ପ୍ରତିଶତ ସଂରକ୍ଷଣ ନିଶ୍ଚିତ କରିବାକୁ କଲିକତା ହାଇକୋର୍ଟ ପଶ୍ଚିମବଙ୍ଗ ସରକାରଙ୍କୁ ନିର୍ଦ୍ଦେଶ...

୫ ଦିନରେ ଲକ୍ଷେ ଲୋକଙ୍କୁ ଭେଟିସାରିଲେଣି ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୬।୬: ଗତ ଜୁନ ୧୨ ତାରିଖରେ ଦାୟିତ୍ୱ ନେବା ପରଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଲଗାତର ଭାବେ ସାଧାରଣ ଲୋକଙ୍କ ସହ ମିଶୁଛନ୍ତି।...

ଗୋଡ଼ ନ ଥିବା ଶିକ୍ଷକଙ୍କୁ ପାଣି ପିଆଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି: ପରେ ପ୍ରତିକ୍ରିୟା ମିଳିଲା ମିଳିଲା ଏମିତି

ଭୁବନେଶ୍ୱର, ୧୬।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ପ୍ରତ୍ୟେକ ଦିନ ଅନେକ ବ୍ୟକ୍ତି, ସଙ୍ଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ କାର୍ଯ୍ୟାଳୟରେ...

ମାଆଙ୍କୁ ଭେଟିବାକୁ ଏମ୍ସ ପହଞ୍ଚିଲେ ଯୋଗୀ ଆଦିତ୍ୟନାଥ

ଋଷିକେଶ,୧୬।୬: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର ଏମ୍ସ ଋଷିକେଶରେ ପହଞ୍ଚିଛନ୍ତି। ଏମ୍ସରେ, ସେ ତାଙ୍କ ମାତା ସାବିତ୍ରୀ ଦେବୀଙ୍କୁ ଭେଟି ଷଷ୍ଠ ମହଲାରେ ଥିବା...

ଛୁଟିଦିନରେ ବି କାମ କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର, ୧୬।୬(ସୁନିତ୍‌ ମିଶ୍ର): ଓଡ଼ିଶାର ବିକାଶ ଓ ରାଜ୍ୟବାସୀଙ୍କ ସ୍ବାର୍ଥ ରକ୍ଷାକୁ ସର୍ବଦା ଗୁରୁତ୍ୱ ଦିଆଯିବ। ବାତ୍ୟା, ବର୍ଷା, ବନ୍ୟା ଏବଂ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri