Posted inଜାତୀୟ

‘ଡୋର୍‌ ଟୁ ଡୋର୍‌’ ଟିକାକରଣ ସମ୍ଭବ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮।୯: କୋଭିଡ ଟିକାକରଣର ‘ଡୋର୍‌ ଟୁ ଡୋର୍‌’ ମାମଲା ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ, ଦେଶରେ ଟିକାକରଣ ସୁରୁଖୁରୁରେ ଚାଲିଛି। ୬୦ ପ୍ରତିଶତ ଲୋକ ଅତି କମରେ ଗୋଟିଏ ଟିକା ପାଇଛନ୍ତି। ତେଣୁ ‘ଡୋର୍‌ ଟୁ ଡୋର୍‌’ ଟିକାକରଣ ସମ୍ଭବ ନୁହେଁ। ଅଲଗା ଆଦେଶର କୌଣସି ଆବଶ୍ୟକତା ନାହିଁ ବୋଲି କୋର୍ଟ କହିଛନ୍ତି।
ଏଥି ସହିତ ସୁପ୍ରିମକୋର୍ଟଙ୍କ ଦ୍ୱାରା କରୋନା କାରଣରୁ ମୃତ୍ୟୁକୁ ଚିକିତ୍ସା ଅବହେଳା ବୋଲି ବିଚାର କରି କ୍ଷତିପୂରଣ ଦାବି ମଧ୍ୟ ପ୍ରତ୍ୟାଖ୍ୟାନ କରାଯାଇଥିଲା। ବହୁ ସଂଖ୍ୟାରେ ମୃତ୍ୟୁ ହୋଇଛି। ଏହା ଦୁର୍ଭାଗ୍ୟଜନକ। କିନ୍ତୁ ଏହା କୁହାଯାଇପାରିବ ନାହିଁ ଯେ ପ୍ରତ୍ୟେକ ମୃତ୍ୟୁ ଚିକିତ୍ସା ଅବହେଳାର କାରଣ ନୁହେଁ ବୋଲି କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍ ହେଲା ବଜ୍ରପାତ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଛେଳି

ଭଞ୍ଜନଗର,୨୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାତାରସିଂ ଥାନା ଅନ୍ତର୍ଗତ କୁଟୁଣୀକୁମ୍ପା ଗ୍ରାମ ନିକଟରେ ଶନିବାର ଅପରାହ୍ନରେ ବଜ୍ରପାତ ମାରିବାରୁ ୧୭ଟି ଛେଳି ମୃତ୍ୟୁବରଣ କରିଛି। କ୍ଷତିଗ୍ରସ୍ତ ଚାଷୀମାନେ ଗରିବ…

ସେକେଣ୍ଡ ହ୍ୟାଣ୍ଡ ଗାଡ଼ି କିଣୁଥିଲେ ସାବଧାନ ! କେବଳ ଲୁକ୍‌ ନୁହେଁ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ ଜରୁରୀ ଡକ୍ୟୁମେଣ୍ଟ

ନୂଆ କାର୍‌ ତୁଳନାରେ କମ ଦାମ୍‌ରେ ଗାଡ଼ି ବା ସେକେଣ୍ଡ ହ୍ୟାଣ୍ଡ କାର୍‌ (Used Car) କିଣିବାକୁ ପସନ୍ଦ କରୁଛନ୍ତି। ତେବେ ବ୍ୟବହୃତ କାର୍‌ କିଣିବା ସମୟରେ…

ଇଞ୍ଜନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବ୍ରହ୍ମପୁର,୨୦।୬: ଗଞ୍ଜାମ ଜିଲା ବ୍ରହ୍ମପୁରସ୍ଥିତ ଏକ ଘରୋଇ ଇଞ୍ଜନିୟରିଂ କଲେଜ ହଷ୍ଟେଲରୁ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଗୋଳନ୍ଥରା ଥାନା ପୋଲିସ ଉଦ୍ଧାର କରିଛି। ମିଳିଥିବା ସୂଚନା…

ଗ୍ୟାସ୍‌ ସିଲିଣ୍ଡର ଲିକ୍‌ ହେଲେ ଭୁଲରେ ବି କରନ୍ତୁ ନାହିଁ ଏହି ୫ କାମ, ସାମାନ୍ୟ ଅସାବଧାନତା ଯୋଗୁ…

ଆଜିର ସମୟରେ ଏଲପିଜି ଗ୍ୟାସ ସିଲିଣ୍ଡର (LPG Gas Cylinder) ପ୍ରାୟ ସମସ୍ତଙ୍କ ରୋଷେଇ ଘରର ଏକ ଅପରିହାର୍ଯ୍ୟ ଅଂଶ ପାଲଟିଛି। କିନ୍ତୁ ଏହାର ବ୍ୟବହାରରେ ସାମାନ୍ୟ…

ଆନ୍ତର୍ଜାତୀୟ ଯୋଗ ଦିବସରେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସହ ଏଥର ଯୋଗ କରିବେ ମୋଦି, ଭାଗନେବେ ୩୫ ହଜାର ଲୋକ

କୋଲକାତା,୨୦।୬: କୋଲକାତାର ଐତିହାସିକ ରେଡ ରୋଡ – ଯେଉଁଠାରେ ‘ଦିଦି’ଙ୍କ ରାଜନୈତିକ କସରତ ଏବଂ ବାମପନ୍ଥୀ ବିରୋଧର ସାକ୍ଷୀ ରହିଛି, ଆସନ୍ତାକାଲି ସକାଳେ ‘କେଶର ଯୋଗ’ ରଙ୍ଗରେ…

ମୋଦିଙ୍କୁ ପ୍ରଶଂସା କଲେ ଶଶି ଥରୁର, ରାହୁଲଙ୍କୁ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୨୦।୬: କଂଗ୍ରେସ ଏମପି ଶଶି ଥରୁର, ଯିଏ ତାଙ୍କ ବେକାବୁ ଏବଂ ସ୍ପଷ୍ଟ ବୟାନ ପାଇଁ ଜଣାଶୁଣା, ପୁଣି ଥରେ ଏପରି କିଛି କରିଛନ୍ତି ଯାହା ଭାଜପାକୁ…

ବୈଭବ ସୂର୍ଯ୍ୟବଂଶୀ ବିବାଦ ଉପରେ ଶ୍ରୀଲଙ୍କା ଅଧିନାୟକଙ୍କ ଆଶ୍ଚର୍ଯ୍ୟଜନକ ବୟାନ, ଫାଇନାଲ ପୂର୍ବରୁ କହିଲେ, ‘ଆମେ କରିନାହୁଁ…’

ନୂଆଦିଲ୍ଲୀ,୨୦।୬: ଭାରତ ଏବଂ ଶ୍ରୀଲଙ୍କା ଦଳ ତ୍ରି-ସିରିଜ ଫାଇନାଲରେ ସେମାନଙ୍କର ସ୍ଥାନ ପକ୍କା କରିଛନ୍ତି। ଭାରତ ଏ ଏବଂ ଶ୍ରୀଲଙ୍କା ଏ ମଧ୍ୟରେ ଟାଇଟଲ ମୁକାବିଲା ଜୁନ…

କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଜଗନ୍ନାଥପ୍ରସାଦ,୨୦ା୬(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥପ୍ରସାଦ ପୁଣି କାୟା ମେଲାଇଲେଣି ଚୋର ନିଦ ହଜାଇଲାଣି ଚୋରି ଖବର ବଡ଼ଦାଣ୍ଡ ସାହିରୁ କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନାଗହଣା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri