‘ଶକ୍ତିମାନ’ ଉପରେ ହେବ ଫିଲ୍ମ

ମୁମ୍ବାଇ: ଟେଲି ପରଦାର ଦୂରଦର୍ଶନରେ ପ୍ରସାରିତ ହେଉଥିବା ଲୋକପ୍ରିୟ ଧାରାବାହିକ ‘ଶକ୍ତିମାନ’ ସମସ୍ତଙ୍କୁ ମନେଥିବ। ୯୦ଦଶକରେ ଘରେ ଘରେ ପରିଚିତ ଥିବା ପ୍ରଥମ ସୁପରହିରୋ ଶକ୍ତିମାନକୁ କିଏ ବା ଭୁଲିପାରେ। ସେହି ସମୟରେ ଗଙ୍ଗାଧର ଓ ଶକ୍ତିମାନ ନାଁରେ ବେଶ୍‌ ପରିଚିତ ଥିବା ଟିଭି ସିରିୟଲ୍‌କୁ ବଡ଼ଠାରୁ ଆରମ୍ଭ କରି ବୃଦ୍ଧ ଯାଏଁ ସମସ୍ତେ ଦେଖିବାକୁ ବେଶ୍‌ ପସନ୍ଦ କରୁଥିଲେ। ଶକ୍ତିମାନ ଚରିତ୍ରରେ ନଜର ଆସିଥିବା ଅଭିନେତା ମୁକେଶ ଖନ୍ନାଙ୍କୁ କେହି କେହି ଆଜି ବି ଶକ୍ତିମାନ ବୋଲି ସମ୍ବୋଧନ କରିଥାନ୍ତି। ଇତିମଧ୍ୟରେ ଦର୍ଶକଙ୍କ ପାଇଁ ଏବେ ଏକ ଖୁସିଖବର ଆସିଛି। ପୁଣି ଥରେ ବଡ଼ ପରଦାକୁ ଫେରୁଛି ‘ଶକ୍ତିମାନ’।

ଶକ୍ତିମାନ ଉପରେ ଫିଲ୍ମ ନିର୍ମାଣ କରାଯିବ ବୋଲି ସୋନି ପିକଚର୍ସ ଇଣ୍ଟରନ୍ୟାସନାଲ ପ୍ରୋଡକ୍ସନ ପକ୍ଷରୁ ଘୋଷଣା କରାଯାଇଛି। ଏହି ଫିଲ୍ମକୁ ୩ଟି ଭାଗରେ ନିର୍ମାଣ କରାଯିବ। ଆକ୍ସନ, ଥ୍ରୀଲର ଓ ସସ୍‌ପେନ୍ସରେ ଭରପୁର ଥିବା ଏହି ଫିଲ୍ମରେ ଶକ୍ତିମାନ ଚରିତ୍ରରେ ଜଣେ ବଲିଉଡ୍‌ର ସୁପରଷ୍ଟାର ନଜର ଆସିବେ ବୋଲି ଜଣାପଡ଼ିଛି। ନିକଟରେ ଏହି ଫିଲ୍ମର ଛୋଟ ଟିଜର ଶେୟାର ହୋଇଛି। ତରନ ଆଦର୍ଶ ନିଜର ଅଫିସିଆଲ ଟୁଇଟରରେ ଏହି ଟିଜରକୁ ଶେୟାର କରିଛନ୍ତି। ଏଥିରେ ଜଣେ ପିଶାଚର ଛାଇ ମୁମ୍ବାଇ ଉପରେ ପଡ଼ିଥିବାର ଦୃଶ୍ୟ ନଜର ଆସିଛି। ଏଥିସହ ଗ୍ରାଫିକ୍ସରେ ଆନିମେଟେଡ ଡ୍ରେସ୍‌ ଏବଂ ଗଙ୍ଗାଧରର ଚଷମା ଦେଖିବାକୁ ମିଳିଛି। ଏହି ଟିଜରକୁ ଦେଖିବା ପରେ ବହୁ ପ୍ରତିକ୍ଷାର ସହ ଦର୍ଶକ ଟ୍ରେଲରକୁ ଅପେକ୍ଷା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri