Posted inଜାତୀୟ

କୋଷ୍ଟଗାର୍ଡ ପାଇଁ କିଣାଯିବ ଡୋର୍ନିଅର ବିମାନ

ନୂଆଦିଲ୍ଲୀ, ୮ା୭: ଭାରତୀୟ ତଟ ସୁରକ୍ଷା ବାହିନୀ (ଆଇସିଜି) ପାଇଁ ଦୁଇଟି ଡୋର୍ନିଅର ବିମାନ ସମେତ ଅନ୍ୟାନ୍ୟ ଇଞ୍ଜିନିୟରିଂ ସପୋର୍ଟ ପ୍ୟାକେଜ୍‌ ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ଶୁକ୍ରବାର ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌) ସହ ୪୫୮.୮୭ କୋଟି ଟଙ୍କାର ଚୁକ୍ତିନାମା ସ୍ବାକ୍ଷର କରିଛି। ଉକ୍ତ ବିମାନରେ ଗ୍ଲାସ୍‌ କକ୍‌ପିଟ୍‌, ମେରିଟାଇମ୍‌ ପାଟ୍ରୋଲ ରାଡାର, ଇଲେକ୍ଟ୍ରୋ-ଅପ୍‌ଟିକ ଇନ୍‌ଫ୍ରାରେଡ୍‌ ଡିଭାଇସ, ମିଶନ ମ୍ୟାନେଜମେଣ୍ଟ ସିଷ୍ଟମ ଆଦି ସମସ୍ତ ଅତ୍ୟାଧୁନିକ ଉପକରଣ ସଂଯୋଗ କରାଯିବ। ଏହା ସାମୁଦ୍ରିକ ଅଞ୍ଚଳରେ ଆଇସିଜିର ଆକାଶମାର୍ଗରୁ ସର୍ଭିଲାନ୍ସ କ୍ଷମତା ବଢ଼ାଇବାରେ ସହାୟକ ହେବ। ହାଲ୍‌ (ଟ୍ରାନ୍ସପୋର୍ଟ ଏୟାରକ୍ରାଫ୍ଟ ଡିଭିଜନ)କାନପୁର ସ୍ବଦେଶୀ ଜ୍ଞାନକୌଶଳରେ ଡୋର୍ନିଅର ବିମାନ ନିର୍ମାଣ କରୁଛି। ପ୍ରତିରକ୍ଷାରେ ଆତ୍ମନିର୍ଭରଶୀଳ ହେବାରେ ଏହାର ଉଲ୍ଲେଖନୀୟ ଅବଦାନ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

ଶୋଇଥିବା ବେଳେ ଯୁବକଙ୍କୁ ପଥର ଛେଚି ହତ୍ୟା

କେନ୍ଦୁଝର,୫।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଅଞ୍ଜର ଗ୍ରାମର ଏକ ଘରୁ ପୋଲିସ ରବିବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଜବତ କରିଛି।…

ବରଗଡ଼ରେ ଉନ୍ମୋଚନ ହେଲା ଚିଠା ଭୋଟର ତାଲିକା, ଜିଲାପାଳ କହିଲେ….

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ରବିବାର ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟା ଅନ୍ତର୍ଗତ ଚିଠା ନିର୍ବାଚନ ତାଲିକା ଆନୁଷ୍ଠାନିକ ଭାବେ…

PCBର ବଡ଼ ଘୋଷଣା, ପୁଣି ଥରେ ବାବର ଆଜମ ହେଲେ ଅଧିନାୟକ

ଇସଲାମାବାଦ,୫।୭: ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ବଡ଼ ଘୋଷଣା। ଆଗାମୀ ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ଗସ୍ତ ପାଇଁ ବୋର୍ଡ ଟେଷ୍ଟ ଦଳର ଘୋଷଣା କରିଛି। ଏହା ସହିତ…

ସେଲ୍ଫି ନେଇ ଗାଧୋଇବା ହେଲା କାଳ, ଭାସିଗଲେ ୩ ଯୁବକ

କଟକ,୫।୭(ପ୍ରଭୂକଲ୍ୟାଣ ପାଲ୍‌): ସେଲ୍ଫି ଓ ମସ୍ତି ନିଶା ହେଲା କାଳ। କଟକ ନରାଜରେ ଘଟିଛି ଏକ ଅଘଟଣ। ହଠାତ୍‌ ପାଣି ମାଡ଼ି ଆସି ନରାଜ ପୁରୁଣା ନଦୀ…

କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା

ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ…

ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଖାମଖିଆଲ ନୀତି: ଡ୍ରେନ୍‌ ସଫା କଲେ ଗ୍ରାମବାସୀ

ରିଷିଡ଼ା,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମ ମୁଖ୍ୟ ରାସ୍ତାର ଗୋଟିଏ ପାର୍ଶ୍ୱ ଡ୍ରେନ୍‌ରୁ ରବିବାର ସକାଳେ ଗ୍ରାମବାସୀ ଅଳିଆ ସଫା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri