ଓଡ଼ିଶାରେ ଚାଲିବ ଡବଲ୍ ଡେକର୍: ଟେଣ୍ଡର ଆହ୍ବାନ କଲା CRUT

ଭୁବନେଶ୍ୱର,୧୦।୧୨: ଖୁବଶୀଘ୍ର ଓଡ଼ିଶାରେ ଗଡ଼ିବ ଦୁଇ ଥାକିଆ ବସ୍‌। କ୍ୟାପିଟାଲ୍ ରିଜିଅନ୍ ସହରୀ ପରିବହନ (CRUT) ପକ୍ଷରୁ ଟେଣ୍ଡର ଆମନ୍ତ୍ରଣ କରାଯାଇଛି। ଖୋର୍ଦ୍ଧା, ପୁରୀ, କଟକ ଜିଲା ପାଇଁ ଏହି ଯୋଜନା କରାଯାଇଛି। ଏହି ଦୁଇ ଥାକିଆ ବସ୍‌ ଗୁଡ଼ିକ ଇଲେକ୍ଟ୍ରିକ୍ ହୋଇଥିବାରୁ ପ୍ରଦୂଷଣ ଉପରେ ମଧ୍ୟ ନିୟନ୍ତ୍ରଣ ରହିବ।

୧୦+୨ ବର୍ଷ ପାଇଁ ଗ୍ରସ କଷ୍ଟ କଣ୍ଟ୍ରାକ୍ଟ (ଜିସିସି) ମଡେଲ ଅଧୀନରେ ଡବଲ-ଡେକର ଇଲେକ୍ଟ୍ରିକ୍ ବସ୍ ଯୋଗାଣ, ପରିଚାଳନା ଏବଂ ରକ୍ଷଣାବେକ୍ଷଣ ପାଇଁ ବସ୍ ଅପରେଟର ଚୟନ ପାଇଁ CRUT ଏକ ଟେଣ୍ଡର ଡକାଯାଇଛି।

ଏହି ୧୦ ବର୍ଷିଆ ଚୁକ୍ତିରେ ସପ୍ଲାଏ, ଅପରେସନ୍, ମେଣ୍ଟେନାନ୍ସ ଓ କର୍ମଚାରୀ ସଂପୃକ୍ତ ସଂସ୍ଥା ଯୋଗାଇବ। ବସ୍ ଗୁଡିକର କାର୍ଯ୍ୟଦକ୍ଷତା ଏବଂ ସ୍ଥିତିକୁ ଆଧାର କରି ଚୁକ୍ତିନାମା ଅବଧି ଅତିରିକ୍ତ ୨ ବର୍ଷ ବୃଦ୍ଧି କରିବାର ଅଧିକାର ଅଛି। ରାଜ୍ୟ ମଧ୍ୟରେ ପର୍ଯ୍ୟଟନ ଉଦ୍ଦେଶ୍ୟରେ ବସ୍ ନିୟୋଜିତ କରିବାକୁ କର୍ତ୍ତୃପକ୍ଷ ଚାହୁଁଛନ୍ତି ବୋଲି ଟେଣ୍ଡର ଡକ୍ୟୁମେଣ୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟିଲୋରେ ରାଷ୍ଟ୍ରପତି

ନୟାଗଡ଼,୨୪ା୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା।...

ସ୍ତ୍ରୀ ଆତ୍ମହତ୍ୟା ଧମକ ଦେବା, ଝଗଡ଼ା କରିବା ସ୍ୱାମୀଙ୍କୁ ଏକ ପ୍ରକାର ବ୍ଲାକମେଲିଂ: ଓଡ଼ିଶା ହାଇକୋର୍ଟ

ଭୁବନେଶ୍ୱର,୨୪ା୩: ଜଣେ ସ୍ତ୍ରୀ ବାରମ୍ବାର ଆତ୍ମହତ୍ୟା ଏବଂ ଝଗଡ଼ା କରିବାକୁ ଧମକ ଦେବା କେବଳ ଅତ୍ୟାଚାର ନୁହେଁ ବରଂ ସ୍ୱାମୀଙ୍କ ପ୍ରତି ମାନସିକ ଅତ୍ୟାଚାରର ବୋଲି...

ରାଜଧାନୀରେ ନକଲି ପୋଲିସ ଅଫିସର-କନଷ୍ଟେବଲ ଗିରଫ, ଲକ୍ଷାଧିକ ନକଲି ଟଙ୍କା ଜବତ

ଭୁବନେଶ୍ୱର,୨୪ା୩: ରାଜଧାନୀ ଭୁବନେଶ୍ୱରରେ ନକଲି ପୋଲିସକୁ ବାନ୍ଧିଛି ଅସଲି ପୋଲିସ। ନିଜକୁ ସବ-ଇନ୍ସପେକ୍ଟର କହି ଚାକିରି ପ୍ରତିଶ୍ରୁତି ଦେଇ ଠକୁଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି...

୨୦୨୫-୨୬ ବର୍ଷ ପାଇଁ ଘୋଷଣା ହେବ ନୂଆ ବିଦ୍ୟୁତ୍‌ ଦର: ଜାଣନ୍ତୁ ବଢିବା ନା କମିବ

ଭୁବନେଶ୍ୱର,୨୪ା୩: ସୋମବାର ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (OERC) ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ନୂତନ ବିଦ୍ୟୁତ ଶୁଳ୍କ ଘୋଷଣା କରିବାକୁ ଯାଉଛି। ଅପରାହ୍ନରେ ଆଶା...

ଓଡ଼ିଶାରେ ରାଷ୍ଟ୍ରପତି: ବିମାନବନ୍ଦରରେ ଭବ୍ୟ ସ୍ବାଗତ

ଭୁବନେଶ୍ୱର,୨୪।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ସୋମବାର ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ଭବ୍ୟ...

ବିପଦରେ ସାଧାରଣ ଲୋକଙ୍କ ଜୀବନ: ରାଜ୍ୟରେ ୮୪ଟି ନକଲି ମେଡିସିନ୍ ଚିହ୍ନଟ

ଭୁବନେଶ୍ୱର,୨୪ା୩: ରାଜ୍ୟରେ ସବୁ ମିଳୁଛି ନକଲି। ପୂଜା ଘିଅଠାରୁ ଆରମ୍ଭ କରି ଗାଡ଼ି ଇଞ୍ଜିନ ଅଏଲ ସବୁ ନକଲି। ଏବେ ଲୋକମାନଙ୍କର ଜୀବନ ରକ୍ଷା ପାଇଁ...

ଭୁବନେଶ୍ୱର ହେବ ୨ ପୋଲିସ ଜିଲା

ଭୁବନେଶ୍ୱର,୨୪ା୩(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାରେ ପୂର୍ବାପେକ୍ଷା ଜନସଂଖ୍ୟା ବଢ଼ିବାରେ ଲାଗିଛି। ଏପରି କି ମାମଲା ସଂଖ୍ୟାରେ ବୃଦ୍ଧି, ଆଇନଶୃଙ୍ଖଳା ଚ୍ୟାଲେଞ୍ଜ୍‌, ବିକ୍ଷୋଭ ଓ...

ଘର ଉପରେ ଉପୁଡି ପଡ଼ିଲା ଆମ୍ବଗଛ: ମା’-ପୁଅ ଗୁରୁତର

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖେମୁଣ୍ଡିଖୋଲ ଗ୍ରାମରେ ସୋମବାର ଏକ ଅଘଟଣ ଘଟିଛି। ଗ୍ରାମର ଏକ ଚାଳଛପର ଘର ଉପରେ ଏକ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri