କଟକ କମିଶନରେଟ ପୋଲିସର ଡବଲ୍‌ ଏନ୍‌କାଉଣ୍ଟର, ୨ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗୁଳିମାଡ଼

ଚୌଦ୍ୱାର,୧୭।୪(ଆଶୁତୋଷ ଦାସ): କଟକ କମିଶନରେଟ ପୋଲିସର ଡବଲ ଏନ୍‌କାଉଣ୍ଟର। ଗୁଳିମାଡ଼ରେ ୨ ଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଆହତ ହୋଇଛନ୍ତି। ସେମାନଙ୍କ ଗୋଡ଼ରେ ଗୁଳି ବାଜିଛି। ତେବେ ଅପରାଧୀଦ୍ୱୟ ହେଲେ ସଂଗ୍ରାମ ରାଉତ ଓରଫ କଟାସ ଏବଂ ଶୁଭ୍ରାଂଶୁ ପରିଡ଼ା ଓରଫ ଜୁବୁଲା। ସଂଗ୍ରାମଙ୍କ ଘର ନନ୍ଦନକାନନ ଥାନା ଅଞ୍ଚଳରେ ହୋଇଥିବା ବେଳେ ଜୁବୁଲାଙ୍କ ଘର ବୟାଳିଶମୌଜା କୁଳକଳପଡ଼ା ଅଞ୍ଚଳରେ। ଉଭୟ ଡକାୟତି, ଲୁଟ୍‌ପାଟ ଭଳି ଏକାଧିକ ମାମଲାରେ ଜଡ଼ିତ ଥିଲେ।

ସୂଚନାନୁଯାୟୀ, କଟାସ ଏବଂ ଜୁବୁଲାଙ୍କୁ ଧରିବା ପାଇଁ ପୋଲିସ ପିଛା କରୁଥିଲା। ଚୌଦ୍ୱାର ଥାନା ଅଞ୍ଚଳରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଦୁଇ ଅପରାଧୀ ପୋଲିସକୁ ଦେଖି ପ୍ରଥମେ ଆକ୍ରମଣ କରିଥିଲେ।
ସ୍ଥିତି ବିଗିଡ଼ି ଯିବାରୁ ପୋଲିସ ସେମାନଙ୍କ ଉପରକୁ ଗୁଳି ଚଳାଇଥିଲା। ଏଥିରେ ଦୁହିଁଙ୍କ ଗୋଡ଼ରେ ଗୁଳି ବାଜଥିବା ବେଳେ ଚିକିତ୍ସା ଲାଗି ସେମାନଙ୍କୁ ଏସ୍‌ସିବି ଟ୍ରମା କେୟାରରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri