ଡବଲ ଇଞ୍ଜିନ୍‌ ଭୋଟ୍‌ ପାଇଁ କାମ କରେ, କାହିଁକି ଏମିତି କହିଲେ ପାଣ୍ଡିଆନ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଛତ୍ରପୁରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର। ସାଧାରଣ ସଭାରେ କାର୍ତ୍ତିକ ପାଣ୍ଡିଆନଙ୍କ ଉଦ୍‌ବୋଧନ ଦେଇ କହିଛନ୍ତି, ଡବଲ ଇଞ୍ଜିନ୍‌ ବୋଲି କିଛି ଲୋକ ପାଟି କରୁଛନ୍ତି। ଡବଲ ଇଞ୍ଜିନ୍‌ ସରକାରରେ ସର୍ବନିମ୍ନ ମଜୁରୀ ୩୨୦, ୩୬୦ ଓ ୩୮୦ । ଆମ ରାଜ୍ୟରେ ଯାହା ୪୫୦। ଡବଲ ଇଞ୍ଜିନ ସରକାର ଭତ୍ତା ଦେଉଛନ୍ତି ମାତ୍ର ୩୦୦ ଟଙ୍କା। ଆୟୁଷ୍ମାନ ଯୋଜନାର ବଜେଟ୍‌ ଦେଶ ପାଇଁ ୬ ହଜାର କୋଟି ଟଙ୍କା। ଓଡ଼ିଶାର ଭାଗ ପଡ଼ିବ ୩ଶହ କୋଟି ଟଙ୍କା। ଓଡ଼ିଶାରେ ବିଏସ୍‌କଓ୍ବୋଇ ବଜେଟ୍‌ କେବଳ ରାଜ୍ୟ ପାଇଁ ୫ ହଜାର କୋଟି। ନବୀନ ଇଞ୍ଜିନ୍‌ ସ୍ବଚ୍ଛତାର ଇଞ୍ଜିନ। ଡବଲ ଇଞିନ ଭୋଟ୍‌ ପାଇଁ କାମ କରେ। ନବୀନ ଇଞ୍ଜିନ ଦୁଃଖସୁଖରେ ରୁହେ। ନିର୍ବାଚନ ସମୟରେ ହିଁ ଡବଲ ଇଞ୍ଜିନ୍‌ କଥା ଶୁଭେ। ଅନ୍ୟ ଇଞ୍ଜିନ୍‌ କାମ ଦେବ ନାହିଁ। କାମ କରିବ କେବଳ ନବୀନ ଇଞ୍ଜିନ୍‌। ଛତିଶଗଡରେ ୫ ବର୍ଷ ତଳେ ଡବଲ ଇଞ୍ଜିନ୍‌ ବନ୍ଦ ହେଇଯାଇଛି,ରାଜସ୍ଥାନ,ହିମାଚଳ ପ୍ରଦେଶରେ ବି ଡବଲ ଇଞ୍ଜିନ୍‌ ବନ୍ଦ। କିନ୍ତୁ ଯେଉଁଠି ଡବଲ ଇଞ୍ଜିନ୍‌ ସରକାର ଆସେ,ସେଠାରେ ବିକାଶ ୨୦ ବର୍ଷ ପଛକୁ ଫେରିଆଯାଏ। ଯେଉଁଠି ଡବଲ ଇଞ୍ଜିନ୍‌ ସରକାର ଆସେ ସେଠି ଲୋନ୍‌ ବଢ଼ିଯାଏ। ସେଠି ସରକାର ଦରମା ଦେଇ ପାରେ ନାହିଁ। ଠକମାନଙ୍କୁ ଜେଲରେ ରଖିବା କଥା। ସେମାନଙ୍କୁ ଏମ୍‌ପି ପଠାଇବା କଥା ନୁହେଁ। ଗଞ୍ଜାମବାସୀ କେବେ ମଧ୍ୟ ସେହି ଭୁଲ୍‌ କରିବେନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ସାମାଜିକ ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?