Posted inଜାତୀୟ

ସରକାରୀ କର୍ମଚାରୀ, ପେନଶନଭୋଗୀଙ୍କ ପାଇଁ ସରକାରଙ୍କ ବଡ଼ ଉପହାର, ବଢିଲା…

ନୂଆଦିଲ୍ଲୀ,୨୯।୧: ଜମ୍ମୁ-କଶ୍ମୀର ସରକାର ରାଜ୍ୟ ସରକାରୀ କର୍ମଚାରୀ ଏବଂ ପେନଶନଭୋଗୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକ ପରେ କର୍ମଚାରୀ ଏବଂ ପେନଶନଭୋଗୀଙ୍କ ମହଙ୍ଗା ଭତ୍ତା (ଡିଏ ବୃଦ୍ଧି)ରେ ୩% ବୃଦ୍ଧିକୁ ମଞ୍ଜୁରୀ ଦିଆଯାଇଛି। ଏହା ସହିତ ଡିଏ ହାର ୫୦% ରୁ ୫୩%କୁ ବୃଦ୍ଧି ପାଇଛି, ଯାହା ୧ ଜୁଲାଇ, ୨୦୨୪ରୁ ପିଛିଲା ଭାବେ ଲାଗୁ ହେ। ଏହି ବୃଦ୍ଧି ସପ୍ତମ ବେତନ କମିଶନ ଅନୁଯାୟୀ କାର୍ଯ୍ୟକାରୀ କରାଯାଇଛି।

ଅର୍ଥ ବିଭାଗର ନିର୍ଦ୍ଦେଶ ଅନୁଯାୟୀ, ଜୁଲାଇ ୨୦୨୪ରୁ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ମହଙ୍ଗା ଭତ୍ତାର ବକେୟା ଅଂଶ ଫେବୃଆରୀ ୨୦୨୫ରେ କର୍ମଚାରୀ ଏବଂ ପେନଶନଭୋଗୀଙ୍କ ଆକାଉଣ୍ଟରେ ଜମା କରାଯିବ। ଏହା ବ୍ୟତୀତ, ଜାନୁଆରୀ ୨୦୨୫ରୁ ମାସିକ ଦରମାରେ ସଂଶୋଧିତ ଡିଏ ଅନ୍ତର୍ଭୁକ୍ତ କରାଯିବ। ଏହି ବୃଦ୍ଧି ପେନଶନଭୋଗୀ ଏବଂ ପରିବାର ପେନଶନଭୋଗୀମାନଙ୍କ ପାଇଁ ମଧ୍ୟ ସେମାନଙ୍କର ମୂଳ ପେନସନର ୫୩% ହାରରେ ପ୍ରଯୁଜ୍ୟ ହେବ। ସରକାର ସ୍ପଷ୍ଟ କରିଛନ୍ତି ଯେ ଏହି ବୃଦ୍ଧି କର୍ମଚାରୀଙ୍କ ପାଇଁ ଯେତିକି ଲାଭଦାୟକ ହେବ, ପେନଶନଭୋଗୀଙ୍କ ପାଇଁ ମଧ୍ୟ ସେତିକି ଲାଭଦାୟକ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri