ଘରେ ପଶି ଶାଶୁ ବୋହୂଙ୍କ ଗଳା କାଟିଦେଲେ

ବଲାଙ୍ଗୀର ଅଫିସ/ଗୁଡଭେଲା, ୩୧।୩ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ନୂଆପଡ଼ା ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି । ଗାଁର ଶୁଭ୍ରାଂଶୁ ମେହେରଙ୍କ ସ୍ତ୍ରୀ ଓ ବୃଦ୍ଧା ମାଁଙ୍କୁ କେହି ଘରେ ପଶି ନିର୍ମମ ଭାବେ ହତ୍ୟା କରିଛି । ଉଭୟ ଶାଶୁ ଓ ବୋହୂକୁ ଗଳା କାଟି ହତ୍ୟା କରାଯାଇଥିବା ଦେଖାଯାଇଛି । ମୃତକ ହେଲେ ବୋହୂ ଅମ୍ବିକା ମେହେର (୫୦) ଓ ଶାଶୁ ପ୍ରେମଶିଳା ମେହେର (୬୫)। ଘରେ କହି ନ ଥିବା ବେଳେ ୨ ଜଣଙ୍କୁ ହତ୍ୟା କରି ହତ୍ୟାକାରୀ ଫେରାର୍‌ ମାରିଥିବା ଅନୁମାନ କରାଯାଉଛି । କାହିଁକି ଓ କିଏ ଏଭଳି ବୀଭତ୍ସ ହତ୍ୟାକାଣ୍ଡ ଘଟାଇଲା ତାହା ଅଞ୍ଚଳରେ ଚର୍ଚ୍ଚାର ବିଷୟ ସୋଇଛି । ଘଟଣା ସ୍ଥଳରେ ତୁଷୁରା ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri