ରାଜଧାନୀରେ ଡବଲ ମର୍ଡର: ସ୍ପଟରେ ସାଇଣ୍ଟିଫିକ ଟିମ୍‌ର ଛାନ୍‌ଭିନ୍‌

ଭୁବନେଶ୍ୱର,୧୫।୩: ରାଜଧାନୀ ଭୁବନେଶ୍ୱରରେ ହୋଲିରେ ଗଡ଼ିଛି ୨ ମୁଣ୍ଡ। ଶହୀଦନଗର ଶାନ୍ତିପଲ୍ଲୀ ବସ୍ତିରେ ଜଣଙ୍କୁ ଛୁରି ଭୁସି ହତ୍ୟା କରାଯାଇଥିବା ବେଳେ ମଞ୍ଚେଶ୍ୱର ଥାନା ସମେଇଗାଡିଆରେ ମଧ୍ୟ ଜଣଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ଏହି ଘଟଣାରେ ପୋଲିସ ସହ ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ ଆରମ୍ଭ କରିଛି। ଏପରିକି ପୋଲିସ ପରିବାର ଲୋକଙ୍କ ସହ କେତେଜଣ ପ୍ରତ୍ୟକ୍ଷଦର୍ଶୀଙ୍କୁ ପଚରାଉଚରା କରୁଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ଭୁବନେଶ୍ୱର ଶହୀଦନଗର ଶାନ୍ତିପଲ୍ଲୀ ବସ୍ତିରେ ଶନିବାର ଦିନ ଦ୍ୱିପ୍ରହରରେ ହୋଲି ଖେଳ ହେଉଥିଲା। ସେତିକିବେଳେ ଉଭୟଙ୍କ ମଧ୍ୟରେ ପ୍ରଥମେ ବଚସା ପରେ କଥା କଟାକଟି ହୋଇଥିଲା। ଏହି ଘଟଣାରେ ଉତ୍‌କ୍ଷିପ୍ତ ହୋଇ ୪ଜଣ ଯୁବକ ଛୁରି ଭୁସି ଜଣେ ଯୁବକଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଥିଲେ।

ସେହିପରି ମଞ୍ଚେଶ୍ୱର ଥାନା ସମେଇଗାଡିଆରେ ମଧ୍ୟ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ହୋଲି ଖେଳକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ହୋଇଥିଲା। ଏହି ଘଟଣା ରାଜଧାନୀରେ ଚାଞ୍ଚଲ୍ୟ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?