Posted inଜାତୀୟ

ଉତ୍ତର ପ୍ରଦେଶରେ ଡବଲ ମର୍ଡର, ସାହାଯ୍ୟ ମାଗି ଦୁଇ ଶିଶୁଙ୍କୁ ନିର୍ମମ ହତ୍ୟା

ବଦାୟୁ,୨୦।୩: କଣ୍ଟ୍ରାକ୍ଟର ବିନୋଦ ଠାକୁରଙ୍କ ଦୁଇ ପୁଅ ଆୟୁଷ (୧୩) ଏବଂ ଅହାନ (୬)ଙ୍କୁ ମଙ୍ଗଳବାର ସାରେ ବଦାୟୁର ମଣ୍ଡି ସମିତି ପୋଲିସ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଛୁରୀରେ ଗଳା କାଟି ହତ୍ୟାକରାଯାଇଛି। ତାଙ୍କ ଘର ସାମ୍ନାରେ ହେୟାର ସେଲୁନ ଚଳାଉଥିବା ସାଜିଦ ତାଙ୍କର ଦୁଇ ସହଯୋଗୀଙ୍କ ସହ ଏହି ଅପରାଧ ଘଟାଇଛନ୍ତି। ଘଟଣାର ତିନି ଘଣ୍ଟା ପରେ ପୋଲିସ ପ୍ରାୟ ଦୁଇ କିଲୋମିଟର ଦୂରରେ ଘଟଣାସ୍ଥଳକୁ ଘେରି ରହିଥିଲା ଏବଂ ଏନକାଉଣ୍ଟରରେ ଅଭିଯୁକ୍ତ ସାଜିଦଙ୍କୁ ହତ୍ୟା କରିଥିଲା। ଏହି ଏନକାଉଣ୍ଟରରେ ଇନ୍ସପେକ୍ଟର ଗୌରବ ବଶ୍ନୋଇମଧ୍ୟ ଆହତ ହୋଇଛନ୍ତି।

ସାଜିଦ ଉଭୟ ପିଲାଙ୍କୁ ଅତି ନିର୍ମମ ଭାବରେ ହତ୍ୟା କରିଥିଲେ। ପିଲାମାନଙ୍କର ରକ୍ତରେ ତାଙ୍କ ହାତ ଲାଲ ହୋଇଯାଇଥିଲା। ତାଙ୍କ ଶରୀରରେ ରକ୍ତର ଛିଟା ଲାଗିଥିଲା। ପୋଲିସର ସୂଚନାନୁସାରେ ହତ୍ୟାକାରୀ ସାଜିଦ ଘଟଣାସ୍ଥଳରୁ ପଳାଇ ଯାଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ପରେ ଲୋକମାନେ କହିଥିଲେ ଯେ ହତ୍ୟାକାରୀ ଫେରାର ହୋଇଯାଇଛି। ଏହାପରେ ପୋଳଇସ ଅଭିଯୁକ୍ତଙ୍କ ପଛେ ପଛେ ଯାଇଥିଲା। ଇନ୍ସପେକ୍ଟର ଗୌରବ ବିଶ୍ନୋଇ ଏବଂ ଏସଓଜି ଟିମ ତାଙ୍କୁ ଖୋଜି ଶେକୁପୁର ଜଙ୍ଗଲରେ ପହଞ୍ଚିଥିଲେ।
ପୋଲିସର ସୂଚନାନୁସାରେ, ପ୍ରଥମ ଅଭିଯୁକ୍ତ ପୋଲିସ ଦଳ ଉପରକୁ ଗୁଳି ଚଳାଇଥିଲା, ଯେଉଁଥିପାଇଁ ପୋଲିସକୁ ଗୁଳି ଚଳାଇବାକୁ ପଡୁଥିଲା। ଏଥିରେ ହତ୍ୟାକାରୀ ସାଜିଦଙ୍କୁ ଏନକାଉଣ୍ଟର କରାଯାଇଥିଲା। ପରିସ୍ଥିତିକୁ ଦେଖି ଇନ୍ସପେକ୍ଟର ଗୌରବ ବିଶ୍ନୋଇ ମଧ୍ୟ ଗୁଳି ଚଳାଇଥିଲେ। ତାଙ୍କୁ ଜିଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଯେତେବେଳେ ଅବସ୍ଥା ଗୁରୁତର ହେଲା ସେତେବେଳେ ଇନ୍ସପେକ୍ଟରଙ୍କୁ ଆଇସିୟୁ ୱାର୍ଡରେ ଭର୍ତ୍ତି କରାଯାଇଥିଲା। ଯେଉଁଠାରେ ସେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?