Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟରେ ଡବଲ ମର୍ଡର

ଲକ୍ଷ୍ନୌ,୨୯।୮-ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବାସଭବନ ନିକଟରେ ଶନିବାର ଡବଲ ମର୍ଡର ହୋଇଛି। ଗୌତମପଲ୍ଲୀ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟରେ ରହୁଥିବା କେନ୍ଦ୍ର ରେଳ ମନ୍ତ୍ରାଳୟର ବରିଷ୍ଠ ଅଧିକାରୀ ରାଜୀବ ଦତ୍ତ ବାଜପେୟୀଙ୍କ ଘରେ ପଶି ଦୁର୍ବୃତ୍ତମାନେ ତାଙ୍କ ପତ୍ନୀ ଓ ପୁଅକୁ ଗୁଳି କରି ହତ୍ୟା କରିଛନ୍ତି। ଖବରପାଇ ଘଟଣାସ୍ଥଳରେ ପୋଲିସ କମିଶନର ଏବଂ ବରିଷ୍ଠ ଅଧିକାରୀ ପହଞ୍ଚି ତଦନ୍ତ ଚଳାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବାସଭବନଠାରୁ ମାତ୍ର କିଛି ବାଟ ଦୂରରେ ଅବସ୍ଥିତ ରେଲଓ୍ବେ କଲୋନୀରେ ଏହି ହତ୍ୟା ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ଘଟଣାସ୍ଥଳରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେ’୩ରୁ ୬ ମଧ୍ୟରେ କୋଟାରୁ ଫେରିବେ ବିହାର ଛାତ୍ରୀଛାତ୍ର

ପାଟନା,୨।୫: ରାଜସ୍ଥାନର କୋଟାରେ କୋଚିଂ ପାଇଁ ଯାଇଥିବା ବିହାରର ଛାତ୍ରୀଛାତ୍ରଙ୍କ ଘରକୁ ଫେରିବା ଇଛା ଶେଷରେ ପୂରଣ ହୋଇଛି। ମେ’ ୩ରୁ ୬ ମଧ୍ୟରେ କୋଟାରେ...

ଧାର୍ଯ୍ୟ ସମୟରେ ହେବ ଏନ୍‌ଇଇଟି-ଜେଇଇ ପରୀକ୍ଷା: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୧୭।୮: ଧାର୍ଯ୍ୟ ସମୟରେ ଏନ୍‌ଇଇଟି ଏବଂ ଜେଇଇ ପରୀକ୍ଷା କରାଯିବ ବୋଲି ସୋମବାର ସୁପ୍ରିମ୍‌କୋର୍ଟ ରାୟ ଦେଇଛନ୍ତି। ଏହା ସହିତ ପରୀକ୍ଷା ସ୍ଥଗିତ କରାଯିବାକୁ...

ଭାରତୀୟ ସେନାଙ୍କ ମାନବିକତା: ବଞ୍ଚାଇଲେ ଚାଇନା ନାଗରିକଙ୍କ ଜୀବନ

ନୂଆଦିଲ୍ଲୀ,୫।୯: ଭାରତ-ଚାଇନା ସୀମା ବିବାଦ ବେଳକୁ ବେଳ ବଢୁଥିବା ବେଳେ ଚାଇନା ଏବେ ଯୁଦ୍ଧ କରିବା ଲକ୍ଷ୍ୟରେ ରହିଛି। ହେଲେ ଏତେ ପରେ ବି ଚାଇନା...

ଦିଲ୍ଲୀପ କୁମାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି…

ମୁମ୍ବାଇ,୬।୬: ବଲିଉଡ୍‌ ଅଭିନେତା ଦିଲ୍ଲୀପ୍‌ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ସେ ନିଶ୍ୱାସ ନେବାରେ...

ମୁସଲିମ ବ୍ୟକ୍ତିଙ୍କୁ ‘ଜୟ ଶ୍ରୀରାମ’ କହିବାକୁ ବାଧ୍ୟ କରାଗଲା

ଭୋପାଳ,୨୯।୮: “ଜୟ ଶ୍ରୀରାମ କହିବାରେ କ’ଣ ଅଛି। ମୋ କଥା ଶୁଣ। ଜୟ ଶ୍ରୀରାମ କହିବାକୁ ପଡ଼ିବ”। ଏଭଳି କହି ଦୁଇ ଜଣ ବ୍ୟକ୍ତି ଜଣେ...

୪୫ ବର୍ଷ ତଳେ ପରମାଣୁ ଶକ୍ତି ସମ୍ପନ୍ନ ରାଷ୍ଟ୍ର ହୋଇଥିଲା ଭାରତ

ନୂଆଦିଲ୍ଲୀ,୧୮ା୫: ଭାରତ ୪୫ ବର୍ଷ ତଳେ ପରମାଣୁ ଶକ୍ତି ସମ୍ପନ୍ନ ରାଷ୍ଟ୍ରର ମାନ୍ୟତା ଳାଭ କରିଥିଲା। ୧୯୭୪ ମେ ୧୮ରେ ରାଜସ୍ଥାନ ପୋଖରାନରେ ଏନେଇ ସଫଳ...

ବନ୍ଦ ହେବ ସରକାରୀ ମଦ ଦୋକାନ

ନୂଆଦିଲ୍ଲୀ,୧୬ ।୧୧: ରାଜଧାନୀ ଦିଲ୍ଲୀରେ ଔପଚାରିକ ଭାବେ ଏବେ ସରକାରୀ ମଦ ଦୋକାନ ବନ୍ଦ ହେବାକୁ ଯାଉଛି । ଏବେ ଏହା କେବଳ ଘରୋଇ ଦୋକାନରେ...

ଫାଶୀ ଦେଲେ ଅନ୍ନଦାତା: ସୁଇସାଇଡ୍‌ ନୋଟ୍‌ ଜବତ

ନୂଆଦିଲ୍ଲୀ,୨।୧: ସିଙ୍ଘୁ ବର୍ଡରରେ ଅନ୍ନଦାତାଙ୍କ ଆନ୍ଦୋଳନ ୩୮ ଦିନରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୨ ଜଣ ଅନ୍ନଦାତାଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ଜଣେ ଆନ୍ଦୋଳନକାରୀଙ୍କର...

Advertisement
Archives

Model This Week