Posted inଖେଳ

କବୀର ହଂସଙ୍କୁ ଡବଲ ଟାଇଟଲ

ଭୁବନେଶ୍ୱର,୩ା୧୦(ସ୍ପୋଟର୍‌ସ ବ୍ୟୁରୋ): କେଟି ଗ୍ଲୋବାଲ ସ୍କୁଲ ସର୍ବଭାରତୀୟ ଟେନିସ ଓଟିଏ ପୁରୁଷ ବର୍ଗରେ ଡବଲ ଟାଇଟଲ ହାସଲ କରିଛନ୍ତି କବୀର ହଂସ। ଭୁବନେଶ୍ୱରସ୍ଥିତ କେଟି ଗ୍ଲୋବାଲ ସ୍କୁଲ ପରିସରରେ ଶନିବାର ଫାଇନାଲ ମ୍ୟାଚ୍‌ ଖେଳାଯାଇଥିଲା। ପ୍ରଥମେ ତାମିଲନାଡୁର ଦୀପକ ଶ୍ରୀଧରଙ୍କୁ ୬-୧, ୬-୦ରେ ପରାସ୍ତ କରି କବୀର ସିଙ୍ଗଲ୍ସ ଟାଇଟଲ ଜିତିଥିଲେ।

ସେହିପରି କର୍ନାଟକର ମହମ୍ମଦ ଇଫ୍‌ତିଖାରଙ୍କୁ ସାଥୀ କରି ସେ ଡବଲ୍ସ ମୁକାବିଲାକୁ ମଧ୍ୟ ଜିତିଥିଲେ। ଓଡ଼ିଶାର ସତୀର୍ଥ ପଟ୍ଟନାୟକ ଓ ଆଦିତ୍ୟ ଶତପଥୀ ଯୋଡ଼ିକୁ ୬-୧, ୬-୪ରେ ପରାସ୍ତ କରି ଡବଲ୍ସ ଟାଇଟଲ କରାୟତ୍ତ କରିଥିଲେ। ଏହି ବିଜୟ ଦ୍ୱାରା କବୀର ୨୦ ସିଙ୍ଗଲ୍ସ ପଏଣ୍ଟ ଓ ୧୫ ଡବଲ୍ସ ପଏଣ୍ଟ ହାସଲ କରିଛନ୍ତି। ସୂଚନା ଯେ, ଏହି ପ୍ରତିଯୋଗିତାରେ ୧୫ଟି ରାଜ୍ୟର ୬୫ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ: କଳିଙ୍ଗରେ କ୍ୱାର୍ଟର, ସେମିଫାଇନାଲ

ଭୁବନେଶ୍ୱର, ୨୩।୬(କ୍ରୀଡ଼ା ପ୍ରତିନିଧି)- ବିଶ୍ୱ ଫୁଟବଲ ପରିଚାଳନା ସଂସ୍ଥା ଫିଫା ପକ୍ଷରୁ ମଙ୍ଗଳବାର ୧୭ ବର୍ଷରୁ କମ୍‌ ମହିଳା ଫୁଟବଲ ବିଶ୍ୱକପ ପାଇଁ ପରିବର୍ତ୍ତିତ କାର୍ଯ୍ୟସୂଚୀ...

ନୋଭାକ ଜୋକୋଭିଚ୍‌ଙ୍କୁ କରୋନା

ନୂଆଦିଲ୍ଲୀ, ୨୩।୬- ବିଶ୍ୱର ଏକ ନମ୍ବର ପୁରୁଷ ଟେନିସ ଖେଳାଳି ନୋଭାକ କୋଜୋଭିଚ୍‌ ଓ ତାଙ୍କ ସ୍ତ୍ରୀ ଜେଲେନା ମହାମାରୀ କରୋନା ଭାଇରସ ଦ୍ୱାରା ଆକ୍ରାନ୍ତ...

ବ୍ୟାଟ୍‌ରେ ବଲ ନ ବାଜିବାରୁ ଡ୍ରେସିଂ ରୁମ୍‌ ଚାଲିଗଲେ ପୋଲାର୍ଡ

ଶାରଜା,୨୯।୧୦: ଏଠାରେ ଶୁକ୍ରବାର ବାଂଲାଦେଶ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୧୨ ପର୍ଯ୍ୟାୟ ଏକ ମ୍ୟାଚ୍‌ରେ ଅସାଧାରଣ ଦୃଶ୍ୟ ଦେଖିବାକୁ ମିଳିଛି।...

ଅଭିନୟରେ ପାଦ ଦେବେ କି ବିରାଟ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିିଙ୍କ ଜୀବନୀ ଉପରେ ବଲିଉଡ ଚଳଚ୍ଚିତ୍ର ନିର୍ମାଣ ହେବାର ଯୋଜନା ଚାଲିଛି। ଉକ୍ତ ଚଳଚ୍ଚିତ୍ରରେ କୋହଲି ନିଜ ଭୂମିକାରେ...

ଟେନିସ୍‌ର ମହାନାୟକ

ବିଶ୍ୱ ଟେନିସ୍‌ର ମହାନାୟକ ଭାବରେ ନୂତନ ପରିଚୟ ସୃଷ୍ଟି କରିଛନ୍ତି ନୋଭାକ୍‌ ଜୋକୋଭିଚ୍‌। ଏକଦା ଟେନିସ୍‌ରେ ପିଟ୍‌ ସାମ୍ପ୍ରାସଙ୍କ ୧୪ ଗ୍ରାଣ୍ଡସ୍ଲାମର ରେକର୍ଡର କେହି ସମକକ୍ଷ...

୧୫ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରସିଦ

ଚଟୋଗ୍ରାମ,୫।୯: ଆଫଗାନିସ୍ତାନ ଅଧିନାୟକ ରସିଦ ଖାନ୍‌ ନିଜ କ୍ୟାରିୟରରେ ଆଉ ଏକ ସଫଳତାର ଫର୍ଦ୍ଦ ଯୋଡ଼ିଛନ୍ତି। ସ୍ଥାନୀୟ ଜାହୁର ଅହମ୍ମଦ ଚୌଧାରୀ ଷ୍ଟାଡିୟମ୍‌ରେ ଗୁରୁବାରଠାରୁ ବାଂଲାଦେଶ...

୧୫ରେ ଫିଟ୍‌ନେସ ଟେଷ୍ଟ ଦେବେ ଈଶାନ୍ତ

ନୂଆଦିଲ୍ଲୀ,୧୨।୨- ଭାରତୀୟ ଦଳର ଆସନ୍ତା ୧୪ ତାରିଖରୁ ନ୍ୟୁଜିଲାଣ୍ଡ ଏକାଦଶ ବିପକ୍ଷରେ ଅଭ୍ୟାସ ଟେଷ୍ଟ ମ୍ୟାଚ୍‌ ଖେଳିବ। ଏହାର ଗୋଟିଏ ଦିନ ପରେ ଟିମ୍‌ ଇଣ୍ଡିଆର...

ବେଲ୍‌ଜିୟମକୁ ଭେଟିବ ଭାରତ

ଲଣ୍ଡନ,୨୬ା୫: ପ୍ରୋ ହକି ଲିଗ୍‌ର ୟୁରୋପ ଚରଣ ଶୁକ୍ରବାର ଆରମ୍ଭ ହେବ। ପ୍ରଥମ ମ୍ୟାଚରେ ଭାରତ ବିଶ୍ୱ ଚାମ୍ପିୟନ ବେଲ୍‌ଜିୟମକୁ ଭେଟିବ। ୧୯ ପଏଣ୍ଟ ସହିତ...

Advertisement
Archives

Model This Week