ହାତୀ ମୃତ୍ୟୁ ନେଇ ସନ୍ଦେହ

ସମ୍ବଲପୁର,୧୯ା୧୦(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ଅନ୍ତର୍ଗତ ଠର୍ଲି ଗ୍ରାମ ନିକଟ ମୁଣ୍ଡେର-ଡୁମ୍ବେରଚୁଅଁା ସଂରକ୍ଷିତ ଜଙ୍ଗଲ ଶାଗୁଆନ ବଣରେ ବନ୍ୟପ୍ରାଣୀକୁ ମାରି ପୋତି ଦେଇଥିବା ନେଇ ସନ୍ଦେହ ପ୍ରକାଶ ପାଇଛି। ଏହି ଅଞ୍ଚଳରେ ପ୍ରାୟ ଏକସପ୍ତାହ ହେଲା ହାତୀପଲ ଉପଦ୍ରବ କରୁଛନ୍ତି। ତେଣୁ ଦାନ୍ତ ପାଇଁ ହାତୀ ଶିକାର କରାଯାଇଥିବା ଚର୍ଚ୍ଚା ହେଉଛି।
ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଶନିବାର ରାତିରେ ହାତୀକୁ ଗୁଳିକରି ଶିକାର କରାଯାଇଛି। ଦାନ୍ତ ନେବା ପରେ ଗାତ ଖୋଳି ତାହାକୁ ପୋତି ଦିଆଯାଇଛି। ଦୁର୍ଗନ୍ଧ ନ ହେବା ପାଇଁ କିରୋସିନ ଢାଳି ପୋଡିଦେବା ପରେ ପୋତି ଦିଆଯାଇଥିବା ଆଲୋଚନା ହେଉଛି। ଏହି ଖବର ବନ ବିଭାଗ ପାଖରେ ପହଞ୍ଚତ୍ବା ପରେ ଡିଏଫ୍‌ଓ ତଦନ୍ତ କରିବାକୁ ସ୍ଥାନୀୟ ରେଞ୍ଜ ଅଫିସରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ମାଫିଆଙ୍କୁ ଯୋଗାଉଥିଲେ ସିମ୍‌: ବାନ୍ଧିଲା ପୋଲିସ

କଟକ ଅଫିସ, ସାଇବର ଠକଙ୍କୁ ସିମ୍‌ ଯୋଗାଇ ଦେଇ ମାଲେମାଲେ ୮ ଜଣ ଯୁବକଙ୍କୁ କଟକ ସାଇବର ଥାନା ପୋଲିସ ଗିରଫ କରିଛି। ଏହି ଯୁବକମାନେ...

ପାପଡ଼ାହାଣ୍ଡି ବ୍ଲକ ସଦର ମହକୁମାକୁ କରାଗଲା ସାନିଟାଇଜ୍‌

ପାପଡାହାଣ୍ଡି,୯।୪(ଡି.ଏନ୍‌.ଏ.): କରୋନା ଭୁତାଣୁ ସଂକ୍ରମଣ ରୋକିବା ପାଇଁ ଗୁରୁବାର ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ସଦର ମହକୁମାକୁ ସାନିଟାଇଜ କରାଯାଇଛି। ଓୟୁଯେ ସଂଘ , ସ୍ବାସ୍ଥ୍ୟ,...

କାଳୀ ମନ୍ଦିରରୁ ଚୋରି: ସୁନା ଆଖି, ଜିଭ ନେଇଗଲେ ଲୁଟେରା

ଗୋପାଳପୁର,୧୨ା୧- ଗଞ୍ଜାମ ଜିଲା ଗୋପାଳପୁର ଥାନା ଆମ୍ବପୁଆସ୍ଥିତ କାଳୀ ମନ୍ଦିରରେ ଶନିବାର ରାତିରେ କଳାକନା ବୁଲାଇଛନ୍ତି ଲୁଟେରା। ମା’ କାଳୀଙ୍କ ସୁନା ଓ ରୂପା ଅଳଙ୍କାର...

ପେଦ୍ର ଦିଗାଲ ମୃତ୍ୟୁ ଘଟଣା ହତ୍ୟା: ଅଭିଯୋଗ ଆଣିଲେ ପରିବାର

ଫୁଲବାଣୀ ଅଫିସ, ୧୯ା୮-କ.ନୂଆଗାଁ ଥାନା ସିର୍ତ୍ତିିଗୁଡା ପଞ୍ଚାୟତ କୁଡୁପାକିଆ ଗ୍ରାମର ପେଦ୍ର ଦିଗାଲଙ୍କ ମୃତ୍ୟୁକୁ ପରିବାର ଲୋକେ ସହଜରେ ଗ୍ରହଣ କରି ପାରିନାହାନ୍ତି। ପେଦ୍ରଙ୍କ ମୃତ୍ୟୁ...

ବସ୍‌ ଦୁର୍ଘଟଣାରେ ୨୦ରୁ ଊର୍ଦ୍ଧ୍ୱ ଆହତ, ୫ ଗୁରୁତର

ଗଞ୍ଜାମ,୩୧ା୧୦(ଡି.ଏନ.ଏ.)-ଛତ୍ରପୁର ଓ ଗଞ୍ଜାମ ଅଗସ୍ତିନୂଆଗାଁ ୧୬ନଂ. ଜାତୀୟ ରାଜପଥ ସନ୍ତୋଷୀ ମା’ ମନ୍ଦିର ସମ୍ମୁଖରେ ବୁଧବାର ବ୍ରହ୍ମପୁରରୁ ଭୁବନେଶ୍ୱର ଯାଉଥିବା ସିଲକ୍‌ ସିଟି ବସ୍‌ ଦୁର୍ଘଟଣାଗ୍ରସ୍ତ...

ଚାକିରି ପାଇଲେ ମାଙ୍କିଡ଼ିଆ ଜନଜାତି ଯୁବକ

ବାରିପଦା ଅଫିସ, ୩୦।୭- ମାଙ୍କିଡ଼ିଆ ଜନଜାତିର ପ୍ରଥମ ମାଟ୍ରିକ୍ୟୁଲେଟ ବାୟା ମାଙ୍କିଡ଼ିଆଙ୍କୁ ମିଳିଛି ସରକାରୀ ଚାକିରି। ମୟୂରଭଞ୍ଜ ଜିଲା ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟ ଚିଠି ନଂ.୩୨୪୭/୨୯ା୭ା୨୧...

୭ ଟ୍ରମା କେୟାର ଫାସିଲିଟି କାମ ଶୀଘ୍ର ସାରିବାକୁ ନିର୍ଦ୍ଦେଶ

ଯାଜପୁର ଅଫିସ,୨୪ା୧୦: ରାଜ୍ୟରେ ପ୍ରତିବର୍ଷ ୧୦ ହଜାରରୁ ଊର୍ଦ୍ଧ୍ୱ ଦୁର୍ଘଟଣା ଘଟୁଛି। ମୃତ୍ୟୁହାର ୪୮%, ଯାହାକି ସାରା ଭାରତ ବର୍ଷରେ ସର୍ବାଧିକ ବୋଲି ରିପୋର୍ଟରେ ଦର୍ଶାଯାଇଛି।...

ମା’ କାମୁଡ଼େଇ ପୀଠକୁ ଅଣଦେଖା

ରଗଡି,୪ା୪(ଡି.ଏନ୍‌.ଏ.): ଯାଜପୁର ଜିଲାର ରଗଡ଼ି ଅଞ୍ଚଳର ପ୍ରସିଦ୍ଧ ଦୈବୀପୀଠ ମା’ କାମୁଡ଼େଇଙ୍କ ମନ୍ଦିରକୁ ପ୍ରଶାସନ ଅଣଦେଖା କରୁଛି। ଜିଲା ତଥା ଜିଲା ବାହାରୁ ପ୍ରତିଦିନ ବହୁ...

Advertisement
Archives

Model This Week