ପୁଟିନଙ୍କୁ ଭେଟିଲେ ଡୋଭାଲ

ମସ୍କୋ,୯।୨: ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଗୁରୁବାର ଭାରତୀୟ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ରୁଷିଆରେ ଭାରତୀୟ ଦୂତାବାସ ଏ ବିଷୟରେ ସୂଚନା ଦେଇଛି। ଆଫଗାନିସ୍ତାନ ଉପରେ ବହୁପକ୍ଷୀୟ ସୁରକ୍ଷା ଉପରେ ଏକ ବୈଠକରେ ଯୋଗଦେବା ପାଇଁ ଡୋଭାଲ ମସ୍କୋରେ ପହଞ୍ଚିଛନ୍ତି।
ରାଷ୍ଟ୍ରପତି ପୁଟିନଙ୍କ ସହ ସାକ୍ଷାତ ସମୟରେ ଏନଏସଏ ଅଜିତ ଡୋଭାଲ ଦ୍ୱିପାକ୍ଷିକ ତଥା ଆଞ୍ଚଳିକ ପ୍ରସଙ୍ଗରେ ବ୍ୟାପକ ଆଲୋଚନା କରିଛନ୍ତି। ଭାରତ-ରୁଷିଆର ରଣନୀତିକ ଭାଗିଦାରୀକୁ କାର୍ଯ୍ୟକାରୀ କରିବା ଦିଗରେ କାର୍ଯ୍ୟ ଜାରି ରଖିବାକୁ ମଧ୍ୟ ସହମତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କ ଇସ୍ତଫା ପ୍ରସଙ୍ଗରେ ବଡ଼ ଖୁଲାସା! ପ୍ରଥମେ CJPକୁ ସରକାର ଦେଇଥିଲେ ଏହି ଅଫର, ହେଲେ…

ନୂଆଦିଲ୍ଲୀ, ୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ନେଇ ଏକ ବଡ଼ ଖୁଲାସା ସାମ୍ନାକୁ ଆସିଛି। ସୂତ୍ରରୁ ପ୍ରକାଶ ଯେ, ସରକାରଙ୍କ ପ୍ରତିନିଧି…

କାଙ୍କଡ଼ ୮୦, ଗାଜର କିଲୋ ୧୨୦ ଟଙ୍କା : ବର୍ଷା ଋତୁରେ ବଢୁଛି ପନିପରିବା ଦର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆଖ ପାଖ ଅଞ୍ଚଳରେ ପନିପରିବା ଚାଷ କମ ପରିମାଣରେ ବଜାରକୁ ଆସୁଅଛି। କିନ୍ତୁ ବ୍ୟବସାୟୀମାନେ ରାୟପୁର ଯାଇ ସେଠାରୁ…

ବରଗଡ଼ରେ ଆଲୋଡ଼ନ: ବିଚ୍‌ ରାସ୍ତାରେ ଯୁବତୀଙ୍କୁ ରୋଡ ରୋମିଓଙ୍କ ଅସଦାଚରଣ, ଦେଖନ୍ତୁ VIDEO

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ଆଜିକାଲି ସୋସିଆଲ ମିଡିଆରେ ବରଗଡ଼ର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ବିଚ୍‌ ରାସ୍ତା ଉପରେ ଜଣେ ଯୁବତୀଙ୍କୁ ଅନ୍ୟଜଣେ ଯୁବକ ଅସଦାଚରଣ…

କିଏ ଏହି ସାରାଂଶ ଜୈନ? ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୮।୭: ଶ୍ରୀଲଙ୍କା ବିରୋଧରେ ଆଗାମୀ ଅଗଷ୍ଟ ୧୫ରୁ ଆରମ୍ଭ ହେବାକୁ ଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…

ଲଗାଣ ବର୍ଷାରେ ବେହାଲ ବାଲେଶ୍ୱର, ବୁଡ଼ିଲା ଚାଷଜମି

ବାଲେଶ୍ୱର,୨୮।୭(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ମଙ୍ଗଳବାର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ମଥାନୀ…

ରାହୁଲ ଗାନ୍ଧୀଙ୍କୁ ବିରୋଧୀ ଦଳ ନେତା ପଦରୁ ହଟାଇପାରିବେ କି ସରକାର? ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ, ୨୮।୭: ବିଜେପି ସାଂସଦ ନିଶିକାନ୍ତ ଦୁବେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ପଦରୁ ହଟାଇବା ପାଇଁ ଏକ ପ୍ରସ୍ତାବ ଆଣିବା କଥା…

CJP ଆନ୍ଦୋଳନ ବେଳେ ପିଏମ୍‌ ମୋଦି କରିଥିବା ଭିଡିଓକୁ ଫେସବୁକ୍‌ କଲା ବ୍ୟାନ! ବିବାଦ ପରେ…

ନୂଆଦିଲ୍ଲୀ, ୨୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆ କମ୍ପାନି ମେଟା ବିବାଦରେ ଫସିଛି। ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ରଛାତ୍ରୀଙ୍କ ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ…

ଲଗାଣ ବର୍ଷାରେ ରାସ୍ତା ବେହାଲ୍‌: ଭାଙ୍ଗିଲା ଝାଟିମାଟି ଘର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପଥ ର୍ଲା ଗ୍ରାମ ପଞ୍ଚାୟତ ଅଧୀନସ୍ଥ ମାଲପଡାର ଜିତେନ ଚଣ୍ଡୀଙ୍କ ଏକ ଝାଟିମାଟି ଘର ଲଗାଣ ବର୍ଷାରେ ଗତକାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri