Posted inଜାତୀୟ

ଦିଲ୍ଲୀ ସୀମାରେ ସୁରକ୍ଷା ବଢାଇବାକୁ ଡୋଭାଲଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୫।୨: ସଂସଦ କମ୍ପ୍ଲେକ୍ସରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଏବଂ ଦିଲ୍ଲୀ ପୋଲିସ କମିଶନର ଏସ୍‌.ଏନ୍‌ ଶ୍ରୀବାସ୍ତବ। ଏହି ଅବସରରେ ଏକ ବୈଠକ ହୋଇଥିଲା। ବୈଠକରେ ଫେବୃୟାରୀ ୬ରେ ଚକା ଜାମ ବିରୋଧ ପ୍ରଦର୍ଶନ ପୂର୍ବରୁ ଦିଲ୍ଲୀ-ଏନ୍‌ସିଆର୍‌ରେ ସୁରକ୍ଷା ପରିସ୍ଥିତିର ସମୀକ୍ଷା କରାଯାଇଥିଲା। ଆନ୍ଦୋଳନକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିବାକୁ ନିଷ୍ପତ୍ତି ନିଆଯାଇଛି। ହିଂସାର ଯେପରି ପୂନରାବୃତ୍ତି ନ ହୁଏ ସେନେଇ ଗୃହ ମନ୍ତ୍ରୀ ଶାହା ଦିଲ୍ଲୀ ସୀମାରେ ପର୍ଯ୍ୟାପ୍ତ ସୁରକ୍ଷା ବ୍ୟବସ୍ଥା କରିବାକୁ ଦିଲ୍ଲୀ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ଆବଶ୍ୟକ ସ୍ଥଳେ ଅତିରିକ୍ତ କେନ୍ଦ୍ରୀୟ ପାରାମିଲିଟାରୀ ଫୋର୍ସ ମୃତୟନ କରାଯିବ ବୋଲି ଦିଲ୍ଲୀ ପୋଲିସ ପକ୍ଷରୁ ଅବଗତ କରାଯାଇଛି। ବର୍ତ୍ତମାନ କେନ୍ଦ୍ରୀୟ ପାରାମିଲିଟାରୀ ଫୋର୍ସର ୬୦ରୁ ଅଧିକ କମ୍ପାନୀ (୬,000 କର୍ମଚାରୀ) ବିଭିନ୍ନ ସୀମାରେ ପୋଲିସକୁ ସାହାଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri