ବ୍ରିଟେନରେ ଭାରତୀୟ ହାଇକମିଶନଙ୍କ ସୁରକ୍ଷା ସମିକ୍ଷା ବିଷୟରେ ଅବଗତ ବ୍ରିଟେନ ପ୍ରଧାନମନ୍ତ୍ରୀ ସୁନକ, ଡାଉନିଂ ଷ୍ଟ୍ରିଟ ଦେଲା ସୂଚନା

ଲଣ୍ଡନ,୩୧ ।୩: ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ‘ଡାଉନିଂ ଷ୍ଟ୍ରିଟ’ ଗୁରୁବାର କହିଛି ପ୍ରଧାନମନ୍ତ୍ରୀ ଋଷି ସୁନକ ଲଣ୍ଡନ ସ୍ଥିତ ଭାରତୀୟ ମିଶନରେ ହିଂସା ଘଟଣା ପରେ ଭାରତୀୟ ସୁରକ୍ଷା ଚିନ୍ତାକୁ ନେଇ ଅବଗତ ଅଛନ୍ତି ଓ ସୁରକ୍ଷା ବ୍ୟବସ୍ଥାର ସମିକ୍ଷା କରାଯାଉଛି ।

ବ୍ରିଟେନର ବୈଦେଶିକ ମନ୍ତ୍ରୀ ଜେମ୍ସ କ୍ଲେଭରଲି ଗତ ସପ୍ତାହରେ ଏକ ବୟାନରେ ସୁରକ୍ଷା ବ୍ୟବସ୍ଥାର ସମିକ୍ଷା କରିବାକୁ ଘୋଷଣା କରିଥିଲେ । ଯେତେବେଳେ ‘ଇଣ୍ଡିଆ ହାଉସ’ରେ ଖଲିସ୍ତାନ ସମର୍ଥକ ପତାକା ଉଡାଇ ପ୍ରଦର୍ଶନକାରୀଙ୍କ ଦ୍ୱାରା ତ୍ରିରଙ୍ଗାକୁ ହଟାଇ ଝରକା ଗୁଡିକୁ ଭଙ୍ଗାଯାଇଥିଲା, ସେତେବେଳେ ଏହି ସୁରକ୍ଷା ବ୍ୟବସ୍ଥାର ସମିକ୍ଷା କରିବାକୁ ଘୋଷଣା କରାଯାଇଥିଲା । ଏହାପରେ ବ୍ରିଟେନ ବୈଦେଶିକ କାର୍ଯ୍ୟାଳୟ ସେବେଠାରୁ ମେଟ୍ରୋପୋଲିଟନ ପୋଲିସ ସହ କୂଟନିତିକ ମିଶନରେ ସୁରକ୍ଷା ବ୍ୟବସ୍ଥାର ସମିକ୍ଷା କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri