କଙ୍ଗୋରେ ଆତଙ୍କବାଦୀ ଆକ୍ରମଣ, ୨୦ ମୃତ

କିଂଶାସା,୯।୪: ମଧ୍ୟ ଆଫ୍ରିକା ଦେଶ କଙ୍ଗୋ ଲୋକତାନ୍ତ୍ରିକ ଗଣରାଜ୍ୟର ପୂର୍ବ ଭାଗରେ ଗୋଟିଏ ଗାଁରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୦ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମିଡିଆ ରିପୋର୍ଟ ଅନୁଯାୟୀ, ଇସଲାମିକ ଷ୍ଟେଟ ଏଥିପାଇଁ ନିଜକୁ ଦାୟୀ କରିଛି। ମିଡିଆ ରିପୋର୍ଟ ଅନୁଯାୟୀ, ଏଲାଇଡ ଡେମୋକ୍ରେଟିକ ଫୋର୍ସେସର ଆତଙ୍କବାଦୀମାନେ ପୂର୍ବ ଡିଆର କଙ୍ଗୋରେ ଶୁକ୍ରବାର ଏକ ଗାଁରେ କୃଷକଙ୍କ ଉପରେ ଆକ୍ରମଣ କରିଥିଲେ। ଘଟଣାସ୍ଥଳରୁ ପୁରୁଷ ଓ ମହିଳାଙ୍କୁ ମିଶାଇ ୨୦ ମୃତଦେହ ଜବତ କରାଯାଇଛି।
କ୍ଷେତ୍ରୀୟ ସେନା ପ୍ରଶାସକ ଚାଲର୍ସ ଏହୁତା ଓମୋଙ୍ଗା ଏହି ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ସୂଚନା ଦେଇ କହିଛନ୍ତି, ଏଡିଏଫ ଆତଙ୍କବାଦୀମାନେ ଏହି କାଣ୍ଡ ଭିଆଇଛନ୍ତି। ହେଲେ ସେ ମୃତକଙ୍କ ସଂଖ୍ୟା ସ୍ପଷ୍ଟ କରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri