ଲାଲ୍‌ଚାନ୍ଦ ଜୁଏଲର୍ସର ଦଶହରା ଅଫର

ଭୁବନେଶ୍ୱର,୨୧।୧୦: ଦଶହରା ଅବସରରେ ଲାଲ୍‌ଚାନ୍ଦ ଜୁଏଲର୍ସ ପକ୍ଷରୁ ଆକର୍ଷଣୀୟ ଅଫର ଘୋଷଣା କରାଯାଇଛି ା ଏହି କ୍ରମରେ ସମସ୍ତ ଏଚ୍‌ୟୁଆଇଡି ହଲ୍‌ମାର୍କଯୁକ୍ତ ସୁନା ଗହଣାର ଗଢ଼ା ମୂଲ୍ୟ ପ୍ରତି ଗ୍ରାମ୍‌ ପିଛା ଫ୍ଲାଟ୍‌ ୫୯୯ଟଙ୍କା ରହିଛି ା ଏହାବ୍ୟତୀତ ନିର୍ଦ୍ଦିଷ୍ଟ ହାତଘଣ୍ଟା ବ୍ରାଣ୍ଡ୍‌ଗୁଡ଼ିକ ଉପରେ ଫ୍ଲାଟ୍‌ ୨୦ ପ୍ରତିଶତ, ହୀରା ମୂଲ୍ୟ ଉପରେ ଫ୍ଲାଟ୍‌ ୨୫ ପ୍ରତିଶତ, ରୁପା ଗହଣାର ଗଢ଼ା ମୂଲ୍ୟ ଉପରେ ଫ୍ଲାଟ୍‌ ୫୦ ପ୍ରତିଶତ ଏବଂ ବ୍ରାଣ୍ଡେଡ୍‌ ଆଇଟମ୍‌ ଉପରେ ଫ୍ଲାଟ୍‌ ୧୫ ପ୍ରତିଶତ ରିହାତି ପ୍ରଦାନ କରାଯାଉଛିା ସୂଚନା ଥାଉ କି, ଲାଲ୍‌ଚାନ୍ଦ୍‌ ଜୁଏଲର୍ସ ଦୀର୍ଘ ୩୫ ବର୍ଷ ଧରି ବିଭିନ୍ନ ସମୟରେ ମିଡିଆ ଅଭିଯାନ ଚଳାଇ ଆସୁଛି ା ସୁନାର ଗୁଣବତ୍ତା ଓ ଗ୍ରାହକମାନେ ଠକାମିରୁ ମୁକ୍ତ ରହିବାନେଇ ସଚେତନ କରାଯାଉଛି। କୌଣସି ଅତିରିକ୍ତ ଦେୟ ବା ଲୁକ୍କାୟିତ ସର୍ତ୍ତ ନ ରଖି ଗ୍ରାହକଙ୍କୁ ସର୍ବଦା ସ୍ପଷ୍ଟ ତଥା ସ୍ବଚ୍ଛ ସେବା ପ୍ରଦାନ କରିଆସୁଥିବା ଲାଲ୍‌ଚାନ୍ଦ ପକ୍ଷରୁ କୁହାଯାଇଛି। ସମସ୍ତ ଗହଣା ଉପରେ ଫ୍ଲାଟ୍‌ ମେକିଂ ଚାର୍ଜ ପ୍ରଦାନ କରିବା ସହ ବର୍ତ୍ତମାନ ଲାଲ୍‌ଚାନ୍ଦ ଏଚ୍‌ୟୁଆଇଡି ହଲ୍‌ମାର୍କଯୁକ୍ତ ସୁନା କ୍ରୟ ଉପରେ ସଚେତନ ଓ ସାବଧାନ କରାଇବା ପାଇଁ ମିଡିଆ କ୍ୟାମ୍ପେନ୍‌ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri