ଉଦ୍‌ଘାଟନ ବେଳେ ଭାଙ୍ଗିଗଲା ପୋଲ

ମେକ୍ସିକୋ,୮।୬:ମେକ୍ସିକୋର କୁର୍ନାଭାକାରେ ଏକ ଅଭାବନୀୟ ଘଟଣା ଘଟିଛି। ପୋଲ ଉଦ୍‌ଘାଟନ ସମୟରେ ଏହା ଭାଙ୍ଗିଯିବାରୁ ମେୟର ସମେତ ୧୨ରୁ ଅଧିକ ଲୋକ ନାଳରେ ପଡି ଆହତ ହୋଇଛନ୍ତି। କୁର୍ନାଭାକା ସହରରେ ଥିବା ଏକ ନଦୀ ଉପରେ ଛୋଟ ପୋଲ(ଫୁଟ୍‌ବ୍ରିଜ୍‌) ନିର୍ମାଣ କରାଯାଇଥିଲା। ଏହାକୁ ଉଦ୍‌ଘାଟନ କରିବାକୁ ମେୟର ସମେତ ଅନେକ ଅଧିକାରୀ ସେଠାରେ ପହଞ୍ଚିଥିଲେ। ପୋଲ ଉପରେ ଚଢିବା କ୍ଷଣି ହଠାତ୍‌ ତାହା ଭାଙ୍ଗି ଯାଇଥିଲା। ଫଳରେ ପୋଲ ଉପରେ ଥିବା ଲୋକମାନେ ୧୦ ଫୁଟ୍‌ ତଳକୁ ଖସିପଡିଥିଲେ। ଏମାନଙ୍କ ମଧ୍ୟରେ ମେୟର, ତାଙ୍କ ସ୍ତ୍ରୀ, କିଛି ଅଧିକାରୀ, ଖବରଦାତା ସାମିଲ ଥିଲେ। ସେମାନଙ୍କୁ ତୁରନ୍ତ ହସ୍ପିଟାଲ୍‌ ନିଆଯାଇଥିଲା। ସାମର୍ଥ୍ୟରୁ ଅଧିକ ଲୋକ ପୋଲ ଉପରେ ଚଢିଯିବାରୁ ତାହା ଭୁଶୁଡି ପଡିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ବିଶା ଶର୍ମା ମାମଲାର ସୁପ୍ରିମକୋର୍ଟରେ ଶୁଣାଣି, CJI କହିଲେ ଆମେ ଦୁଃଖିତ ଯେ…

ନୂଆଦିଲ୍ଲୀ,୨୫।୫: ସୋମବାର (୨୫ ମଇ, ୨୦୨୬) ଭୋପାଳରେ ଟ୍ବିଶା ଶର୍ମା ମାମଲାର ଶୁଣାଣି ସମୟରେ, ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ (CJI) ମତ ଦେଇଥିଲେ ଯେ ମୃତକଙ୍କ ଶାଶୁ…

ଆଜି କାଲି କହି ଭଣ୍ଡାଉଛନ୍ତି ପୋଷ୍ଟ ଅଫିସ କର୍ମଚାରୀ: ଉପଭୋକ୍ତା ଅତିଷ୍ଠ

ଗଞ୍ଜାମ,(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବଡ଼ ବଜାର ସ୍ଥିତ ପୋଷ୍ଟ ଅଫିସର କର୍ମଚାରୀମାନଙ୍କ ମନମୁଖୀ ଆଚରଣ ନେଇ ଗ୍ରାହକମାନେ ଅତିଷ୍ଠ ହୋଇପଡ଼ିଛନ୍ତି। ଏମିତିକି ଗ୍ରାହକମାନଙ୍କ ସହ କର୍ମଚାରୀମାନେ…

ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା ଏହି ଆପତ୍ତିଜନକ ଜିନିଷ

ବରଗଡ଼,୨୫ା୫(ପ୍ରେମାନନ୍ଦ କମାରୀ): ବରଗଡ଼ ଟାଉନ ଥାନା ପୋଲିସ ରବିବାର ଡାଙ୍ଗ ଛକ ନିକଟ ପିପିଲିପାଲି ଗ୍ରାମରେ ଏକ ସେକ୍ସ ରାକେଟ ଠାବ କରିଛି। ସେଠାରେ ଦେହ ବ୍ୟବସାୟ…

ଚର୍ଚ୍ଚାରେ ରାଜ୍ୟ ରାଜନୀତି: ବିଜେଡି ଛାଡ଼ିବା ପଛରେ ମୂଳ କାରଣ କହିଦେଲେ ଦେବାଶିଷ, ଶ୍ରୀମୟୀ ଦେଇଥିଲେ…

ଭୁବନେଶ୍ୱର,୨୫।୫:  ରାଜ୍ୟ ରାଜନୀତିରେ ଏକ ବଡ଼ ହଲଚଲ। ରାଜ୍ୟ ସଭା ଏମ୍ ପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ିଛନ୍ତି। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା…

ଦିଲ୍ଲୀର ଆଇପିଏଲ୍‌ ଅଭିଯାନ ଶେଷ

କୋଲକାତା,୨୫ା୫: ଲୋକେଶ ରାହୁଲଙ୍କ ଅର୍ଦ୍ଧଶତକ ପରେ ବୋଲରଙ୍କ ମାପଚୁପ ବୋଲିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ ୪୦ ରନରେ କୋଲକାତା ନାଇଟ୍‌ ରାଇଡର୍ସକୁ ପରାସ୍ତ କରିଛି। ପୂର୍ବରୁ ପ୍ଲେଅଫ୍‌…

ମିଳିତ ଜନଅଭିଯାଗ ଶୁଣାଣି: ପ୍ରଚଣ୍ଡ ଖରାକୁ ଖାତିର ନ କରି ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଲେ ଶତାଧିକ ଲୋକ

ଦାରିଙ୍ଗବାଡ଼ି,୨୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଏବଂ ଏସ୍‌ପି ହରିଶ ବିଶିଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ…

ନୂଆ ରେଳ ନିୟମ! ଟ୍ରେନ ଯାତ୍ରା ସମୟରେ ଏହି ଭୁଲ୍ ପହଞ୍ଚାଇପାରେ ଜେଲ୍

ନୂଆଦିଲ୍ଲୀ,୨୫।୫: ପ୍ରତିଦିନ, ଭାରତରେ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । କିନ୍ତୁ ଟ୍ରେନରେ ଏପରି କିଛି ନିୟମ ରହିଛି ଯାହାକୁ ଅବମାନନା କଲେ ଜେଲ୍…

ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଛେଦ, ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ

ଭୁବନେଶ୍ବର,୨୫।୫: ବିଜେଡିକୁ ପୁଣି ଏକ ଝଟକା ମିଳିଛି । ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri