ଅସଲି ପୋଲିସ ସ୍ତ୍ରୀଙ୍କ ନକଲି କାରନାମା, ସ୍ବାମୀଙ୍କ ଡ୍ରେସ୍‌ ପିନ୍ଧି ସୋସିଆଲ ମିଡିଆରେ ରଖିଥିଲେ ଡିପି

ଭୁବନେଶ୍ୱର,୧୩ା୪: ଅସଲି ପୋଲିସ ସ୍ତ୍ରୀଙ୍କ ନକଲି କାରନାମା ଏବେ ଧରାପଡ଼ିଯାଇଛି। ଏସ୍‌ଓଜିରେ କାର୍ଯ୍ୟରତ ଜଣେ କନଷ୍ଟେବଳଙ୍କ ସ୍ତ୍ରୀ ଗିରଫ ହୋଇଛନ୍ତି। ସବୁଠୁ ରୋଚକ ଖବର ହେଲା ସେ ସ୍ବାମୀଙ୍କ ପୋଲିସ ପୋଷାକ ପିନ୍ଧି ସୋସିଆଲ ମିଡିଆରେ ତାଙ୍କର ଡିପି ରଖିଥିଲେ। ପରେ ସୋସିଆଲ ମିଡିଆରେ ଲୋକଙ୍କ ସହ ବନ୍ଧୁତା କରିଥିଲେ। ଏହି ବନ୍ଧୁତା କରି ସେ ଅନେକ ଲୋକଙ୍କୁ ଠକିଛନ୍ତି।
ଚନ୍ଦକା ଅଞ୍ଚଳର ଦମ୍ପତିଙ୍କୁ ଠକିବା ଘଟଣା ସାମ୍ନାକୁ ଆସିବା ପରେ ପୋଲିସ ତାଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ଭୁବନେଶ୍ୱର ଅନ୍ଧାରୁଆର ଦମ୍ପତିଙ୍କୁ ୮ ଲକ୍ଷ ୭୫ ହଜାର ଠକେଇ କରି ନେଇଛନ୍ତି ଏସ୍‌ଓଜିଙ୍କ ସ୍ତ୍ରୀ। ଏନେଇ ସାଇବର ଥାନାରେ ଏତଲା ପରେ ଉକ୍ତ କନଷ୍ଟେବଳଙ୍କ ସ୍ତ୍ରୀଙ୍କୁ ଗିରଫ କରିଛି ପୋଲିସ।

Enter your email to get our daily news in your inbox.

All Right Reserved By Dharitri.Com

କେବିକେ ବିକାଶ ଯୋଜନାରୁ ବଞ୍ଚିତ ହେବେ ୪ ପଞ୍ଚାୟତ, ଆନୁଆଲ ଆକ୍ସନ ପ୍ଲାନ୍‌କୁ ନେଇ ଅସନ୍ତୋଷ

କର୍ଲାମୁଣ୍ଡା,୧୦ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କେବିକେ ବିକାଶ ଯୋଜନାର ଆନୁଆଲ ଆକ୍ସନ ପ୍ଲାନ୍‌କୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ବ୍ଲକର ୧୨ଟି ପଞ୍ଚାୟତ…

ଲାଲୁଙ୍କ ପରିବାରକୁ ବଡ଼ ଝଟକା; IRCTC ମନି ଲଣ୍ଡରିଂ ମାମଲାରେ କୋର୍ଟ କହିଲେ..

ପାଟନା,୧୦।୯: IRCTC ଅର୍ଥ ହେରଫେର (ମନି ଲଣ୍ଡରିଂ) ମାମଲାରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପରିବାରକୁ ଏକ ବଡ଼ ଝଟକା ଲାଗିଛି। ଗୁରୁବାର (୧୦…

ଭାରତ ଗସ୍ତ କରିବେ ନାହିଁ ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନ; ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୯: ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀରେ ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ଅଂଶଗ୍ରହଣ ନ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦିଆଯାଇଛି।…

୬୫ ବର୍ଷର ରେକର୍ଡ ଭାଙ୍ଗିଲେ ଇଶାନ କିଶାନ: ହାସଲ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୦।୯:ଅଧିନାୟକ ଇଶାନ କିଶନଙ୍କ ନେତୃତ୍ୱରେ ଇଷ୍ଟ ଜୋନ ଦଳ ୨୦୨୬ ଦୁଲିପ ଟ୍ରଫି (Duleep Trophy) ବିଜୟୀ ହୋଇଛି। ୧୩ ବର୍ଷର ଦୀର୍ଘ ଅପେକ୍ଷା ପରେ ଦଳ…

ସରକାରଙ୍କ ଋଣ ଯୋଜନା ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ନେଇ ପରାମର୍ଶ

ଛତ୍ରପୁର,୧୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ଜିଲା ବ୍ୟାଙ୍କ ପରାମର୍ଶଦାତା…

କଂଗ୍ରେସକୁ ଲାଗିଲା ବଡ଼ ଝଟକା, ପ୍ରଥମ ଥର ଜିତିଲା ଭାଜପା

ଶିମଲା,୧୦।୯: ହିମାଚଳ ପ୍ରଦେଶର ଶିମଲା ଜିଲା ପରିଷଦ ନିର୍ବାଚନରେ କ୍ଷମତାସୀନ କଂଗ୍ରେସ ସରକାର ଏକ ବଡ଼ ଧରଣର ଝଟକା ପାଇଛି। ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରଥମ…

୧୩ ବର୍ଷର ଅପେକ୍ଷାର ଅନ୍ତ ଘଟାଇଲେ ଇଶାନ କିଶାନ: ଫାଇନାଲ୍‌ରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୧୦।୯: ଶେଷରେ ୧୩ ବର୍ଷର ଅପେକ୍ଷାର ଅନ୍ତ ଘଟାଇଛନ୍ତି ଇଶାନ କିଶାନ। ଫାଇନାଲ ମ୍ୟାଚ୍‌ରେ ସାଉଥ ଜୋନକୁ ପରାସ୍ତ କରି ଇଷ୍ଟ ଜୋନ ଦଳ ଦୁଲିପ ଟ୍ରଫି…

ମୋଦିଙ୍କ ନିମନ୍ତ୍ରଣ କ୍ରମେ ଭାରତ ଆସିବେ ସି ଜିନପିଙ୍ଗ, ଜାଣନ୍ତୁ କ’ଣ ରହିଛି ଏହା ପଛର କାରଣ

ନୂଆଦିଲ୍ଲୀ/ବେଜିଂ,୧୦।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଗସ୍ତ କରିବେ। ଦିଲ୍ଲୀକୁ ସି-ଙ୍କ ଗସ୍ତ ନେଇ କିଛି ସମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri