ଡିପିଆର୍‌ ବିକଶିତ କରିବ ସିପିସିଏଲ୍‌

ଭୁବନେଶ୍ୱର,୨୪।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ସମନ୍ବିତ ଭିତ୍ତିଭୂମି ପରାମର୍ଶଦାତା କ୍ଷେତ୍ରରେ ଅଗ୍ରଣୀ କମ୍ପାନୀ ଚୈତନ୍ୟ ପ୍ରୋଜେକ୍ଟସ କନ୍‌ସଲଟାନ୍ସି ଲିମିଟେଡ (ସିପିସିଏଲ୍‌) କୁ ନିକଟରେ ଆଉ ଆଉ ଦୁଇଟି ପ୍ରକଳ୍ପ ମିଳିଛି। ଏପରିକି ଉକ୍ତ ସ୍ବାକ୍ଷର ପ୍ରକଳ୍ପ (ସେତୁ) ପାଇଁ କମ୍ପାନୀ ବିସ୍ତୃତ ପ୍ରକଳ୍ପ ରିପୋର୍ଟ ବା ଡିପିଆର ବିକଶିତ କରିବ। ଯାହା ଭାରତମାଳା ପ୍ରକଳ୍ପ ଅନ୍ତର୍ଗତ ଚିଲିକା ମଧ୍ୟରେ ସଂଯୋଗ ବ୍ୟବସ୍ଥାର ପରିବର୍ତ୍ତନ ଆଣିବ।

ଅପରପକ୍ଷରେ ଦୀର୍ଘଦିନ ଧରି ଚାଲି ଆସୁଥିବା ପରିବହନ ଆହ୍ବାନର ମୁକାବିଲା ପାଇଁ ଏହି ୨ଟି ସେତୁ ସାତପଡ଼ା ଓ ଜହ୍ନିକୁଦା ମଧ୍ୟରେ ସଂଯୋଗ ସ୍ଥାପନ କରିବ। ସେହିଭଳି ଚିଲିକା ହ୍ରଦ ଭାରତର ବୃହତ୍ତମ ଉପକୂଳବର୍ତ୍ତୀ ଲୁଣି ହ୍ରଦ ଭାବେ ପରିଚିତ ଥିଲାବେଳେ ଦୀର୍ଘଦିନ ଧରି ଅବିଶ୍ୱସନୀୟ ପରିବହନ ବ୍ୟବସ୍ଥା ପାଇଁ ସଂଗ୍ରାମ କରି ସ୍ଥାନୀୟ ଗୋଷ୍ଠୀ ତଥା ପର୍ଯ୍ୟଟକଙ୍କୁ ଏହା ବେଶ୍‌ ପ୍ରଭାବିତ କରିଆସିଛି। ଏପରିକି ପ୍ରସ୍ଥାବିତ ସେତୁଗୁଡ଼ିକର ଆଧୁନିକ ଭିତ୍ତିଭୂମିକୁ ପରିବେଶ ସଂରକ୍ଷଣ ସହ ସମନ୍ବିତ କରି ବର୍ଷସାରା ]

ନିର୍ଭରଯୋଗ୍ୟ ଚଳାଚଳ ସୁନିଶ୍ଚିତ କରିବ। ଏ ସମ୍ପର୍କରେ ସିପିସିଏଲ୍‌ର ପ୍ରତିଷ୍ଠାତା ତଥା ଏମ୍‌ଡି ସଞ୍ଜୟ କୁମାର ସିହ୍ନା କହିଥିଲେ, ଏହିପରି ପରିବର୍ତ୍ତନଶୀଳ ସାମର୍ଥ୍ୟ ପ୍ରକଳ୍ପରେ ଯୋଗଦାନ କରି ଆମେ ଗର୍ବିତ ଅନୁଭବ କରୁଛୁ। ଏପରିକି ଏହି ସ୍ବାକ୍ଷରିତ ସେତୁଗୁଡ଼ିକ ଲାଗି ଆମେ ଡିପିଆର ବିକଶିତ ସହିତ ସ୍ଥାୟୀ ପ୍ରଗତି, ଗୋଷ୍ଠୀକୁ ସଂଯୋଗ କରିବା, ଅର୍ଥନୈତିକ ସୁଯୋଗ ଖୋଲିବା ଓ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ପଥ ପରିଷ୍କାର କରିବ। ଏହି ପଦକ୍ଷେପ ପ୍ରଭାବଶାଳୀ ଭିତ୍ତିଭୂମି ବିତରଣ ଲାଗି ଆମର ପ୍ରତିବଦ୍ଧତାକୁ ପ୍ରତିଫଳିତ କରିଥାଏ, ଯାହା ଏହାର ପରିବେଶ ସହିତ ସୁସଙ୍ଗତ ଓ ଭବିଷ୍ୟତକୁ ସଶକ୍ତ କରିବ। ସେହିପରି ପରିବେଶ ଉପଯୋଗୀ ଓ ବିପର୍ଯ୍ୟୟ ସ୍ଥିର ସମାଧାନ ଡିଜାଇନ ହୋଇଥିବା ଏହି ପ୍ରକଳ୍ପ ପ୍ରତିଟି ପର୍ଯ୍ୟାୟରେ ସ୍ଥିରତା ଉପରେ ଗୁରୁତ୍ୱ ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?