ଓଡ଼ିଆ ନବବର୍ଷରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମା’ ତାରିଣୀ ମନ୍ଦିର ପାଇଁ ୨୫୦ କୋଟିର DPR

ଭୁବନେଶ୍ୱର,୧୪ା୪: ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କେନ୍ଦୁଝରର ଘଟଗାଁସ୍ଥିତ ଆରାଧ୍ୟା ଦେବୀ ମା’ ତାରିଣୀଙ୍କ ଦର୍ଶନ ଲାଭ କରିବା ସହ ମନ୍ଦିର ପାଇଁ ୨୧୫ କୋଟିର ଡିପିଆର୍‌ ଘୋଷଣା କରିଛନ୍ତି। ମନ୍ଦିରର ଉନ୍ନତି ନିମନ୍ତେ ଖୁବ୍‌ଶୀଘ୍ର କାମ ଆରମ୍ଭ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ମା’ଙ୍କ ପୀଠରେ ପାଳିତ ହେଉଛି ୮୯ ତମ ଚଇତି ପର୍ବ । ମା’ଙ୍କର ଏହି ପର୍ବକୁଆଡମ୍ବର ସହ ୭ ଦିନ ଧରି ପାଳନ କରାଯାଇଥାଏ । ମହାବିଷୁବ ପଣାସଂକ୍ରାନ୍ତି ଦିନଟି ଚଇତି ପର୍ବର ମୂଖ୍ୟ ଦିନ ଭାବେ ପାଳନ କରାଯାଇଥାଏ। ଏହି ଦିନରେ ମା’ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେଇଥାନ୍ତି । ବିଶ୍ୱାସ ରହିଛି ପଣାସଂକ୍ରାନ୍ତିରେ ମା’ଙ୍କ ଦର୍ଶନ ଲାଭ କଲେ ମନସ୍କାମନା ପୂର୍ଣ୍ଣ ହୋଇଥାଏ । ଏଥିପାଇଁ ଘଟଗାଁ ପୀଠରେ ମା’ଙ୍କୁ ଦର୍ଶନ କରିବା ପାଇଁ ଛୁଟି ଆସନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ। ଭକ୍ତ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ମନ୍ଦିରରେ ଭଜନ, ନୃତ୍ୟ,ଗୀତ ଆୟୋଜନ କରାଯାvଛି । ଶ୍ରଦ୍ଧାଳୁଙ୍କୁ ମାଗଣାରେ ଅନ୍ନପ୍ରସାଦ ଓ ପଣା ବଣ୍ଟନର ବ୍ୟବସ୍ଥା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri