ଡକ୍ଟର ଆଶିଷ ଘୋଷ ଭୁବନେଶ୍ୱର ଇଣ୍ଟରନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇନ୍‌ଫର୍‌ମେଶନ ଟେକ୍ନୋଲୋଜିର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୨୮ା୭(ଅସମାପିକା ସାହୁ): ମାନ୍ୟବର ରାଜ୍ୟପାଳ ତଥା କୁଳପତି ପ୍ରଫେସର ଗଣେଶୀ ଲାଲ୍‌ ଡକ୍ଟର ଆଶିଷ ଘୋଷଙ୍କୁ ଭୁବନେଶ୍ୱରର ଇଣ୍ଟରନ୍ୟାଶନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇନ୍‌ଫର୍‌ମେଶନ ଟେକ୍ନୋଲୋଜି ନିର୍ଦ୍ଦେଶକ ଭାବରେ ନିଯୁକ୍ତ ଦେଇଛନ୍ତି। ଏହା ପୂର୍ବରୁ ସେ କୋଲକାତାର ଭାରତୀୟ ପରିସଂଖ୍ୟାନ ପ୍ରତିଷ୍ଠାନ, ଟେକ୍ନୋଲୋଜି ଇନୋଭେସନ ହବ୍‌, ପ୍ରଫେସର ତଥା ପ୍ରୋଜେକ୍ଟ ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରୁଥିବା ଡକ୍ଟର ଘୋଷଙ୍କର ୨୮ ବର୍ଷ ଶିକ୍ଷାଦାନ ଅଭିଜ୍ଞତା ରହିଛି। ସେ ୧୦ଟି ପୁସ୍ତକ ରଚନା କରିଛନ୍ତି ଏବଂ ୧୦ ପିଏଚ୍‌ଡି ସ୍କଲାରଙ୍କୁ ସଫଳତାର ସହ ମାର୍ଗଦର୍ଶନ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

Post Office FD vs RD: କେଉଁ ସ୍କିମ୍‌ ଦେଉଛି ସବୁଠାରୁ ଅଧିକ ରିଟର୍ନ? ନିବେଶ ପୂର୍ବରୁ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୭।୨:  ଛୋଟ ନିବେଶକଙ୍କ ମଧ୍ୟରେ ପୋଷ୍ଟ ଅଫିସ ଫିକ୍ସଡ୍ ଡିପୋଜିଟ୍ (FD) ଏବଂ ରିକରିଂ ଡିପୋଜିଟ୍ (RD) ବହୁତ ଲୋକପ୍ରିୟ। ଏହି ଦୁଇଟି ସ୍କିମ୍ ଭାରତ ସରକାରଙ୍କ…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ଜାଣନ୍ତୁ କେତେ କ’ଣ ମିଳିଲା

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି ଶନିବାର ଖୋଲିଛି। ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କ…

ନବୀନଙ୍କ ନାଁରେ ସାଂଘାତିକ ଅଭିଯୋଗ: ନିଦରୁ ଉଠି ପ୍ରଳାପ କରୁଛନ୍ତି…

ଭୁବନେଶ୍ୱର,୭।୨: ବିରୋଧୀଦଳ ନେତା ନବୀନଙ୍କୁ AG ପୀତାମ୍ବର ଆଚାର୍ଯ୍ୟ କଡ଼ା କାଉଣ୍ଟର କରିଛନ୍ତି। ‘ଏକ୍ସ’ରେ ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ନବୀନଙ୍କ ମନ୍ତବ୍ୟକୁ ନେଇ କଡ଼ା ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri