କୋଭିଡ-୧୯ର ସଂଯୋଜକ ଭାବେ ଦାୟିତ୍ୱ ଗ୍ରହଣ କରିବେ ଡକ୍ଟର ଆଶିଷ ଝା

ଓ୍ବାସିଂଟନ୍‌,୧୮।୩: ଭାରତୀୟ-ଆମେରିକୀୟ ଜନସ୍ବାସ୍ଥ୍ୟ ବିଶେଷଜ୍ଞ ଡକ୍ଟର ଆଶିଷ ଝା ଆସନ୍ତା ମାସରେ ରାଷ୍ଟ୍ରପତି ଜୋ ବାଇଡେନଙ୍କ କୋଭିଡ-୧୯ର ସଂଯୋଜକ ଭାବରେ ଦାୟିତ୍ୱ ଗ୍ରହଣ କରିବେ । ସଂଯୋଜକ ନାଟାଲୀ କ୍ୱିଲିଆନ ଆସନ୍ତା ମାସରେ ପ୍ରଶାସନ ଛାଡୁଛନ୍ତି । ହ୍ବାଇଟ ହାଉସ ପକ୍ଷରୁ ଗୁରୁବାର ଦିନ ଏହି ଘୋଷଣା କରାଯାଇଛି ।

ବାଇଡେନ କହିଛନ୍ତି ଯେ, ଯେତେବେଳେ ଆମେ ମହାମାରୀର ଏକ ନୂତନ ପର୍ଯ୍ୟାୟରେ ପ୍ରବେଶ କରୁ, କୋଭିଡ-୧୯ର ପ୍ରସ୍ତୁତି ଏବଂ କୋଭିଡ୍‌ ବିପଦ ପରିଚାଳନା ପାଇଁ ଡକ୍ଟର ଝା ଏହି କାର୍ଯ୍ୟ ପାଇଁ ପ୍ରକୃତ ବ୍ୟକ୍ତି ଅଟନ୍ତି । କୋଭିଡ ସହ ମୁକାବିଲା ପାଇଁ ଆମେରିକା ନିରନ୍ତର ଉଦ୍ୟମକୁ ଆଗେଇ ନେଉଛି ବୋଲି ବାଇଡେନ ଉଲ୍ଲେଖ କରିଛନ୍ତି । ସେ କହିଛନ୍ତି ଯେ ଆମେରିକା ଅନ୍ୟ ଦେଶ ଅପେକ୍ଷା ଅନ୍ୟ ଦେଶକୁ ଅଧିକ ମାଗଣା ଟିକା ପ୍ରଦାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ କି.ମି. ରାସ୍ତାରେ ୧୦ ହମ୍ପ୍ସ

ନୂଆପଡ଼ା,୨୬ା୪ (ମକାରୁ ବେମାଲ): ଛତିଶଗଡ଼ ରାଜ୍ୟ ରାୟପୁରଠାରୁ ନୂଆପଡ଼ା ଜିଲା ଦେଇ ଗୋପାଳପୁରକୁ ସଂଯୋଗ କରୁଥିବା ଜାତୀୟ ରାଜପଥରେ ଅତ୍ୟଧିକ ହମ୍ପ୍ସ (ସ୍ପିଡ୍‌ ବ୍ରେକର) ଯୋଗୁ ଯାତାୟାତରେ…

ଆମେରିକା-ଇରାନ ଶାନ୍ତି ଆଶା ମଉଳିଲା: ପ୍ରତିନିଧି ପଠାଇବା ନିଷ୍ପତ୍ତି ସ୍ଥଗିତ ରଖିଲେ ଟ୍ରମ୍ପ୍

ଇସ୍‌ଲାମାବାଦ/ଓ୍ବାଶିଂଟନ,୨୬ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପ୍ରତିନିଧି ଭାବେ ଷ୍ଟିଭ୍‌ ଓ୍ବିଟ୍‌କଫ୍‌ ଏବଂ ଜାରେଡ କୁଶ୍‌ନେର ଇରାନ ସହ ଆଲୋଚନା ପାଇଁ ପାକିସ୍ତାନ ଗସ୍ତରେ ଯିବେନାହିଁ ବୋଲି…

୮ ଦିନର ସଂଘର୍ଷ ପରେ ହାରିଗଲେ ଶୁଭଶ୍ରୀ

ଥୁଆମୂଳ ରାମପୁର, ୨୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଶ୍ରୀମସ୍କା ଛକଠାରେ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଜଣେ…

ଦେର୍ଲାଠିର ହିତାଧିକାରୀଙ୍କୁ ମିଳିଲା ପକ୍କାଘର କାର୍ଯ୍ୟାଦେଶ

ଥୁଆମୂଳ ରାମପୁର,୨୬ା୪(ଦୁର୍ଗା କୀର୍ତ୍ତି): ଦୁର୍ଗମ ଅଞ୍ଚଳର ବିକାଶ ପାଇଁ ପ୍ରଶାସନ ଦେଇଥିବା ପ୍ରତିଶ୍ରୁତି ବାସ୍ତବ ରୂପ ନେଇଛି। କିଛିଦିନ ପୂର୍ବେ କଳାହାଣ୍ଡି ଜିଲା ପରିଷଦର ମୁଖ୍ୟ ଉନ୍ନୟନ…

ଟ୍ରମ୍ପଙ୍କ ଡିନରରେ ଗୁଳି ଚଳାଇଥିବା ଆକ୍ରମଣକାରୀଙ୍କ ଆସିଲା ଶିକ୍ଷାଗତ ଯୋଗ୍ୟତା, ଜାଣନ୍ତୁ…

ଓ୍ୱାଶିଂଟନ,୨୬ା୪: ଆମେରିକାର ରାଜଧାନୀ ୱାଶିଂଟନ ଡିସିରେ ଆୟୋଜିତ ପ୍ରତିଷ୍ଠିତ ‘ହ୍ୱାଇଟ ହାଉସ କରେସପଣ୍ଡେଣ୍ଟସ ଡିନର’ କାର୍ଯ୍ୟକ୍ରମରେ ଗୁଳିକାଣ୍ଡ ଘଟିଥିଲା। କାର୍ଯ୍ୟକ୍ରମରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ପ୍ରଥମ…

୨ ପରିବାରରେ ଖଣ୍ଡଯୁଦ୍ଧ: ୨ ବାଇକ୍‌ରେ ଠେଙ୍ଗାବାଡ଼ି ଧରି ଆସି…

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମରେ ପାରିବାରିକ ହିଂସା କାରଣରୁ ଦୁଇ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ ଘଟିଛି। ଆକ୍ରମଣ ଓ ପ୍ରତିଆକ୍ରମଣରେ…

ପିଆଜ ଚାଷଜମି ପରିଦର୍ଶନ କଲେ ଅତିରିକ୍ତ ସଚିବ, ଚାଷୀଙ୍କୁ କହିଲେ…

ନୂଆପଡ଼ା,୨୬ା୪(ମକାରୁ ବେମାଲ): କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଧନଧାନ୍ୟ ଯୋଜନା ଅତିରିକ୍ତ ସଚିବ ମନୋଜ କୁମାର ରବିବାର ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ତୁକଳାପଡା…

ଅନୁଦାନ ମିଳିଲାନି, ବନ୍ଦ ହେଲା ସରକାରୀ କାର୍ଯ୍ୟକ୍ରମ

ହାଟଡିହୀ/ଛେନାପଦୀ,୨୬ା୪(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ଅନୁଦାନ ପ୍ରଦାନ ନ ହେବାରୁ ଏକ ସରକାରୀ କାର୍ଯ୍ୟକ୍ରମ ବନ୍ଦ ହୋଇଛି। ଯାହାକୁ ନେଇ କଳାକାରମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। କଳାକାରମାନଙ୍କୁ ଉପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri