ଡ. ଦେବବ୍ରତ ଦାଶ ଏଏମ୍‌ଏନ୍‌ଏସ୍‌ର ଏଚ୍‌ଆର୍‌ ହେଡ୍‌

ଭୁବନେଶ୍ୱର,୧୭।୭(ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ଶିଳ୍ପ ପ୍ରତିଷ୍ଠାନ ଆର୍ସେଲର ମିତ୍ତଲ ନିପନ ଷ୍ଟିଲ୍‌ ଇଣ୍ଡିଆ(ଏଏମ୍‌ଏନ୍‌ଏସ୍‌)ର ନୂତନ ମାନବ ସମ୍ବଳ ମୁଖ୍ୟ ଭାବେ ଡ. ଦେବବ୍ରତ ଦାଶ ନିକଟରେ ଯୋଗ ଦେଇଛନ୍ତି। ସେ କମ୍ପାନୀର ପୂର୍ବ ଭାରତ ମାନବ ସମ୍ବଳ ମୁଖ୍ୟ (ଏଚ୍‌ଆର୍‌ ହେଡ୍‌) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।

ଉଲ୍ଲେଖଯୋଗ୍ୟ, ଦାଶ ବର୍ତ୍ତମାନ କମ୍ପାନୀ ଓଡ଼ିଶା ୟୁନିଟ୍‌ ସମେତ ପୂର୍ବ ଭାରତର ଅନ୍ୟ ୩ ପ୍ରମୁଖ ରାଜ୍ୟର ଏଚ୍‌ଆର୍‌ ହେଡ୍‌ ଭାବେ ଏଏମ୍‌ଏନ୍‌ଏସ୍‌ର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ମୁଖ୍ୟାଳୟରେ କାର୍ଯ୍ୟ କରିବେ। ଏହା ପୂର୍ବରୁ ସେ ଟାଟା ଷ୍ଟିଲ୍‌ ଓଡ଼ିଶା ୟୁନିଟ୍‌ (ଟାଟା ଷ୍ଟିଲ୍‌ କଳିଙ୍ଗନଗର ୟୁନିଟ୍‌)ର ମାନବ ମମ୍ବଳ ଅଧିକାରୀ ଭାବେ ଦକ୍ଷତାର ସହ କାର୍ଯ୍ୟ କରୁଥିଲେ।

ସେହିଭଳି ଦାସ କଲେଜ ଅଫ୍‌ ଇଞ୍ଜିନିୟରି ଆଣ୍ଡ ଟେକ୍ନୋଲୋଜି (ସିଇଟି)ରୁ ଇଲେକ୍ଟ୍ରିକାଲ ଇଞ୍ଜିନିୟରି ଏବଂ ଜାଭିୟର ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମ୍ୟାନେଜମେଣ୍ଟରୁ ମାଷ୍ଟର ଅଫ୍‌ ବିଜ୍‌ନେସ୍‌ ଆଡ୍‌ମିନିଷ୍ଟଟେଟିଭ (ଏମ୍‌ବିଏ)ରେ ଉଚ୍ଚତର ଶିକ୍ଷା ସମାପ୍ତ ସହ ଉତ୍କଳ ବିଶ୍ୱବିଦ୍ୟାଳୟରୁ ମାନବ ସମ୍ବଳ ବିଭାଗରେ ଗବେଷଣା କରି ପିଏଚ୍‌.ଡି. ଡିଗ୍ରୀ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାବି ପୂରଣ ନ ହେଲେ ଜୁଲାଇ ୧ରୁ ସାମୂହିକ ଛୁଟି: ଚେତାବନୀ ଦେଲା ରାଜ୍ୟ ରାଜସ୍ବ କ୍ଷେତ୍ର ଅଧିକାରୀ ସଂଘ

ନବରଙ୍ଗପୁର,୨୫।୬(ସଦାଶିବ ପ୍ରହରାଜ): ଓଡ଼ିଶାର ରାଜସ୍ବ ପ୍ରଶାସନର ମେରୁଦଣ୍ଡ ଆର୍‌ଆଇ, ଏଆର୍‌ଆଇ, ରେଭିନ୍ୟୁ ସୁପରଭାଇଜରମାନେ ୨୨ ତାରିଖରୁ ମିଶନ୍‌ ସ୍ବାଭିମାନ ଅଧୀନରେ ବ୍ୟାପକ ପ୍ରତିବାଦ ଆରମ୍ଭ କରିଛନ୍ତି। ଏନେଇ…

ଜନ ସଂପର୍କ ଅଭିଯାନ, ମୋହନ ସରକାରଙ୍କ ଉପଲବ୍ଧି-ଲକ୍ଷ୍ୟ ବଖାଣିଲେ ଏମପି

ପାଟଣା,୨୫ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ସଂରା ପଶି ଲକ୍ଷ୍ମୀ ପଣ୍ଡପରେ ଗୁରୁବାର କେନ୍ଦୁଝର ଏମପି ଅନନ୍ତ ନାୟକ ନିର୍ବାଚନ ମଣ୍ଡଳୀର ବରିଷ୍ଠ…

ଗ୍ରାହକଙ୍କ ପାଇଁ ଖୁସି ଖବର!ହଜାର ହଜାର ଟଙ୍କା ଶସ୍ତା ହେଲା ସୁନା, କିଣିବା ପୂର୍ବରୁ ଜାଣନ୍ତୁ ରେଟ୍

ନୂଆଦିଲ୍ଲୀ,୨୫।୬: ଗୁରୁବାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଏବଂ ରୁପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି। ସୁନା ମୂଲ୍ୟ ପ୍ରାୟ ୧,୪୫୦–୧,୯୦୦…

ଭଞ୍ଜନଗର ଅଞ୍ଚଳରେ ବଢୁଛି ଗୋ’ ଚାଲାଣ, ପାଟ୍ରୋଲିଂ ସମୟରେ ୪ ଜଣଙ୍କୁ ଧରିଲେ ଏଏସ୍‌ଆଇ

ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ’ ଚାଲାଣ ଦିନକୁ ଦିନ  ବଢୁଛି। ବିଭିନ୍ନ ସମୟରେ ଜିଲାର ବିଭିନ୍ନ ଗାଈହାଟ ଦେଇ ଜିଲା…

କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍‌ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ନିର୍ବାଚନ ମଣ୍ଡଳୀ ଥିଲା। ଗତ…

ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍‌…

ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା…

ପଢାଉଥିବା ବେଳେ ରୁମ୍‌ ଡାକି ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ ଗଲେ ଟ୍ୟୁଶନ ଶିକ୍ଷକ

ଭୋଗରାଇ, ୨୫ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସମ୍ପର୍କୀୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri