ଭାଷାବିତ୍‌ ଡ. ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମାନ

ଭୁବନେଶ୍ୱର,୩।୨: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ୨୦୨୪ ଉଦ୍‌ଘାଟିତ ହୋଇଛି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସାମୂହିକ ବନ୍ଦେ ଉତ୍କଳ ଗାନ କରାଯାଇଥିଲା । ପର ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିବା ଅତିଥୀଙ୍କୁ ସମ୍ବୋଧିତ କରିଥିଲେ । କହିଥିଲେ ଯେ, ଆମେ ଓଡ଼ିଆ, ଓଡ଼ିଆ ଆମ ଭାଷା, ଆମ ପରିଚୟ ।
୩ ଦିନ ଧରି ଚାଲିବାକୁ ଥିବା ଏହି ଉତ୍ସବର ପ୍ରଥମ ଦିନରେ ଭାଷାବିତ୍‌ ଡ.ଦେବୀ ପ୍ରସନ୍ନ
ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନିତ କରାଯାଇଛି । ମୁଖ୍ୟମନ୍ତ୍ରୀ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରିଛନ୍ତି। ଏହି ସମ୍ମାନ ପାଇବାରେ ଡ. ପଟ୍ଟନାୟକ ହେଉଛି ପ୍ରଥମ ଓଡ଼ିଆ ଭାଷାବିତ୍‌ । ଓଡ଼ିଆ ଭାଷା ଓ ସାହିତ୍ୟ ଦିଗରେ ତାଙ୍କର ଜୀବନବ୍ୟାପୀ ସାଧନା ପାଇଁ ତାଙ୍କୁ ଏହି ସମ୍ମାନରେ ସମ୍ମାନୀତ କରାଯାଇଛି । ତାଙ୍କୁ ମାନପତ୍ର ସହ ୨୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ତେବେ ଓଡ଼ିଆ ଭାଷାର ବିକାଶ ପାଇଁ ଓଡ଼ିଆ ଭାଷା ପ୍ରତି ବିଶେଷ ଅବଦାନ ଦେଇଥିବା ବ୍ୟକ୍ତିତ୍ୱଙ୍କୁ ପ୍ରତି ୫ ବର୍ଷରେ ଥରେ ଏହି ପୁରସ୍କାର ପ୍ରଦାନ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?